Browsing Category

ଓଡିଶା

ନକଲି ସାର୍ଟିଫିକେଟ ଦର୍ଶାଇ ଚାକିରି କରୁଥିବା ବିଜ୍ଞାନ ଶିକ୍ଷକ ଗିରଫ…

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାରେ ପୁଣି ନକଲି ପ୍ରମାଣପତ୍ର ଦେଇ ଚାକିରି କରିଥିବା ଆଉ ଜଣେ ସ୍କୁଲ ଶିକ୍ଷକଙ୍କୁ ଗିରଫ କରାଯାଇଛି । ଗିରଫ ଶିକ୍ଷକ ହେଲେ ଭକ୍ତ କୁମାର ସେଠ । ସେ ବିଜ୍ଞାନ ଶିକ୍ଷକ ଭାବେ ଅଗଷ୍ଟ ୨୦୨୨ ମସିହାରେ ଆଗଲପୁର ବ୍ଲକ ଡୁଡୁକା ପଲ୍ଲିଶ୍ରୀ…

ବରଗଡ଼ ଜିଲ୍ଲାରେ ଆୟୋଜିତ ହେବ ଜାତୀୟସ୍ତରୀୟ ହସ୍ତତନ୍ତ ସମ୍ମିଳନୀ…

ଭୁବନେଶ୍ବର : ପଶ୍ଚିମ ଓଡିଶାର କୋଣ ଅନୁକୋଣରେ ଥିବା ହସ୍ତତନ୍ତ ଶିଳ୍ପ ତଥା ବୁଣାକାରଙ୍କୁ ମିଳିବ ଜାତୀୟସ୍ତରରେ ବାଣିଜ୍ୟିକ ଲୋକପ୍ରିୟତା । ସ୍ଥାନୀୟ ଅର୍ଥନୀତି ତଥା ବଜାର ସୃଷ୍ଟିକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ନୂଆ ବର୍ଷରେ ବରଗଡ ଜିଲ୍ଲାରେ ଆୟୋଜିତ ହେବ…

ଝୁଲନ୍ତା ଅବସ୍ଥାରେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ଉଦ୍ଧାର…

ସୋର : ମୋବାଇଲ ଆଜିର ସମୟରେ ମୋବାଇଲ ଯୁବପୀଢିଙ୍କୁ ବିପଦଗାମୀ କରୁଛି । ଆଜି ମଧ୍ୟ ସେମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ସୋର ଥାନା ଅରଡା ଗାଁରେ । ଅନଲାଇନ୍ ଗେମ ଯୋଗୁଁ ଜଣେ ଛାତ୍ରର ଜୀବନ ଯାଇଛି । ମୃତକ ଯୁକ୍ତ ଦୁଇରେ ପାଠ ପଢୁଥିବା ଆଶିଷ କୁମାର…

କାର୍‌କୁ ଧକ୍କା ଦେଇ ଭ୍ୟାନ୍‌କୁ ପିଟିଲା ତେଲ ଟ୍ୟାଙ୍କର, ୪ ମୃତ…

ଦିଲ୍ଲୀ଼-ଜୟପୁର ରାଜପଥରେ ଗତକାଲି ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ କାର୍‌ ଓ ତେଲ ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ କାର୍‌ରେ ଥିବା ୩ ଜଣ ଜୀଅନ୍ତା ଜଳି ଯାଇଛନ୍ତି। କାର୍‌କୁ ପିଟିବା ପରେ ଟ୍ୟାଙ୍କରଟି ଏକ ଭ୍ୟାନ୍‌କୁ ବି ପିଟିଥିଲା। ଫଳରେ ଭ୍ୟାନ୍‌…

ମୁଖ୍ୟମନ୍ତ୍ରୀଙ୍କ ଭିଜନକୁ କାର୍ଯ୍ୟକାରୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ପାଣ୍ଡିଆନ ସାର : ପ୍ରଣବ ପ୍ରକାଶ…

ନବୀନ ଓଡ଼ିଶା ଓ ଫାଇଭ-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଡିସାଇପଲ । ଯାହା ଜଣେ ପୁଅ କରିପାରିବ ନାହିଁ,ତାହା ଜଣେ ଡିସାଇପଲ କରିପାରିବ। ଏହା କହିଛନ୍ତି ଯାଜପୁର ବିଧାୟକ ତଥା ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ।…

ଯାତ୍ରୀବାହୀ ବସରେ ବାଣ ନେଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ: ଡେପୁଟି ଫାୟାର ଅଫିସର…

ଭୁବନେଶ୍ୱର: କୋଲକାତାରୁ ଓଡ଼ିଶା ଆସୁଥିବା ବସରେ ଗତ ରାତିରେ ଘଟିଥିବା ଅଗ୍ନିକାଣ୍ଡ ଘଟଣା ପରେ ଚେତିଛନ୍ତି ଓଡ଼ିଶାର ଅଗ୍ନିଶମ ବିଭାଗ ଓ ପରିବହନ ବିଭାଗ । ଯାତ୍ରୀବାହୀ ବସରେ ବାଣ ନେଉଥିଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ଖାଲି ବସରେ ନୁହେଁ ଅନ୍ୟ କୌଣସି ପବ୍ଲିକ୍…

ବଡବଡୁଆ ଡାକିବାପାଇଁ ଶ୍ରୀମନ୍ଦିର ନିକଟରେ ସ୍ଥାନ ଚିହ୍ନଟ…

ପୁରୀ: ଆସନ୍ତାକାଲି ଆଲୋକର ପର୍ବ ଦୀପାବଳି । ସେଥିପାଇଁ ଚଳଚଞ୍ଚଳ ଗାଁ ଠୁ ସହର । ସବୁଆଡେ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । ଝିଲମିଲ ଆଲୋକରେ ଝଲସୁଛି ସାରା ଅଞ୍ଚଳ । ଦୀପାବଳି ଦିନ ପୟାଶ୍ରାଦ୍ଧ ପଡିଥାଏ । ଏଥିପାଇଁ ପୁରୀରେ ହଜାର ହଜାର ଭକ୍ତଙ୍କ ଭିଡ଼ ହୋଇଥାଏ…

ଆସନ୍ତା ୨୭ତାରିଖରୁ ଐତିହାସିକ ବାଲିଯାତ୍ରା, ଆଜି ଠାରୁ ପ୍ଲଟ୍ ନିଲାମ ପ୍ରକ୍ରିୟା ଆରମ୍ଭ…

କଟକ : ଆସନ୍ତା ନଭେମ୍ବର ୨୭ ତାରିଖରେ ରହିଛି କାର୍ତ୍ତିକ ପୂର୍ଣ୍ଣିମା । ଆଉ ସେହିଦିନ ଠାରୁ ଆରମ୍ଭ ହେବାକୁ ଯାଉଛି କଟକ ର ଐତିହାସିକ ବାଲିଯାତ୍ରା । ଏଥିଲାଗି ପୁରା ସଜେଇ ହେବାକୁ ଲାଗିଛି ବାଲିଯାତ୍ରା ପଡିଆ । ପ୍ରଶାସନ ବି ତାର ପ୍ରସ୍ତୁତି ଆରମ୍ଭ…

୧୪ରେ ବଙ୍ଗୋପସାଗରରେ ଲଘୁଚାପ: ୧୫ରୁ ବର୍ଷା ସମ୍ଭାବନା…

ଭୁବନେଶ୍ୱର:ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ନଭେମ୍ବର ୧୪ ତାରିଖ ସୁଦ୍ଧା ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ଏହା ନଭେମ୍ବର ୧୬ ତାରିଖ ସୁଦ୍ଧା କେନ୍ଦ୍ରୀୟ-ଦକ୍ଷିଣ ବଙ୍ଗୋପ ସାଗରରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଘନୀଭୂତ ହେବା ପୂର୍ବରୁ ଏହା…

୪୫ ରୁ ୫୦ ହଜାରକୁ ବଢିବ ହସ୍ପିଟାଲ ବେଡ୍ ସଂଖ୍ୟା: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ…

ଭୁବନେଶ୍ଵର: ବଢିବ ମେଡିକାଲ ବେଡ୍ ସଂଖ୍ୟା । ଖୋଲିବ ନୂତନ ପ୍ରଥମିକ ସ୍ଵାସ୍ଥ୍ୟ କେନ୍ଦ୍ର । ରୋଗୀ ସେବାରେ ବଡ଼ ବିପ୍ଳବ ଆଣିବାକୁ ଯାଉଛନ୍ତି ରାଜ୍ୟ ସରକାର । ବର୍ତ୍ତମାନ ରାଜ୍ୟରେ ଘରୋଇ ଓ ସରକାରୀ ହସ୍ପିଟାଲକୁ ମିଶାଇ ପାଖାପାଖି ୨୮ ହଜାର ବେଡ ଅଛି । ସରକାରୀ…