Browsing Category

ଓଡିଶା

ରାଜ୍ୟ ସ୍ତରୀୟ ଶିଶୁ କ୍ରୀଡା ପ୍ରତିଯୋଗିତା ‘ଉତ୍ସାହ-୨୦୨୩’ ଉଦଯାପିତ

ଭୁବନେଶ୍ବର : ମହିଳା ଶିଶୁ ବିକାଶ ବିଭାଗ ଅଧିନସ୍ଥ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉତ୍ସବ, ‘ଉତ୍ସାହ’ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହୋଇଯାଇଛି । ସାରା ରାଜ୍ୟର ପ୍ରାୟ ୨୨୮ ଅନୁଷ୍ଠାନର ୫୭୯ ଶିଶୁ ଏହି…

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି…

ଭୁବନେଶ୍ଵର: ଛତିଶଗଡର ରାୟଗଡ଼ ଠାରୁ ଝାରସୁଗୁଡ଼ା, ଦେବଗଡ଼ ଏବଂ ସମ୍ବଲପୁର ଦେଇ ଅନୁଗୋଳ ଜିଲ୍ଲାର ତାଳଚେର ଦେଇ ଯାଇଥିବା ଜାତୀୟ ରାଜପଥକୁ ୮ ଲେନ୍ ବିଶିଷ୍ଟ ଅର୍ଥନୈତିକ କୋରିଡରରେ ପରିଣତ କରିବା ପାଇଁ କେନ୍ଦ୍ର ସଡ଼କ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଚିଠି ଲେଖି ଅନୁରୋଧ…

ରାଜ୍ୟ ପ୍ରଦୂଷଣ ବୋର୍ଡ ପକ୍ଷରୁ ମାର୍ଗଦର୍ଶିକା ଜାରି…

ଭୁବନେଶ୍ୱର : ରାତି ପାହିଲେ ଆଲୋକର ପର୍ବ ଦୀପାବଳି । ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ରଙ୍ଗୀନ ଆଲୋକ ସାଙ୍ଗକୁ ଦୀପର ଆଲୋକରେ ଝଲସି ଉଠିବ ସମଗ୍ର ପରିବେଶ । ପ୍ରତି ବର୍ଷ ଲୋକେ ପ୍ରବଳ ମାତ୍ରାରେ ବାଣ ଫୁଟାଇଥାନ୍ତି । ମାତ୍ର…

ଖଡଗପୁର ଠାରେ ଚଳନ୍ତା ବସ୍‌ରେ ଅଗ୍ନିକାଣ୍ଡ ଘଟଣା: କେନ୍ଦ୍ରାପଡାର ଜଣେ ମହିଳାଙ୍କ ମୃତ୍ୟୁ…

କେନ୍ଦ୍ରାପଡ଼ା: ଗତକାଲି ରାତିରେ କୋଲକତାରୁ ଓଡିଶା ଆସୁଥିବା ଏକ ବସରେ ଖଡଗପୁର ଠାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ କେନ୍ଦ୍ରାପଡାର ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ମୃତ ମହିଳା କେନ୍ଦ୍ରାପଡ଼ା ଇଚ୍ଛାପୁର ନିକଟ ନୋଳିଆ ଗାଁର ପୁଷ୍ପଞ୍ଜଳି ।…

ଆସନ୍ତା ୨୭ରେ ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି…

ପାରାଦୀପ : ନଭେମ୍ବର ୨୭ ତାରିଖରେ ପାରାଦୀପରେ “ବୋଇତ ବନ୍ଦାଣ” ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ମୁର୍ମୁ। ପ୍ରସିଦ୍ଧ କଳିଙ୍ଗ ବାଲିଯାତ୍ରା କୁ ନେଇ ପାରାଦ୍ଵୀପ ବନ୍ଦର ଜୋରଦାର ପ୍ରସ୍ତୁତି ଚଳାଇଛି । ଆସନ୍ତା ୨୭ ତାରିଖ ରେ ବୋଇତ…

ରାଜ୍ୟରେ ୧୫ ଡିଗ୍ରୀ ତଳେ ୫ ସହରର ରାତି ତାପମାତ୍ରା…

ଭୁବନେଶ୍ବର : କମୁଛି ପାରଦ ବଢୁଛି ଶୀତ । ଦେଶର ମଧ୍ୟଭାଗରେ ଏକ ଗୁରୁଚାପ ବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ କିଛି ସ୍ଥାନରେ ପାରଦ ଖସିବାରେ ଲାଗିଛି। ଅନେକ ସ୍ଥାନରେ ତାପମାତ୍ରା ୧ରୁ ୨ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇଛି ।…

ପୁରୀରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଭି.କେ ପାଣ୍ଡିଆନ…

ପୁରୀ : ପୁରୀରେ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ସକାଳୁ ପୁରୀ ଆସି ପ୍ରଥମେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ…

ରାଜଧାନୀରେ ଖୋଲିଲା ସିନୋପସିସ୍‌ର ଚିପ୍‌‌ ଡିଜାଇନ୍‌‌ କେନ୍ଦ୍ର, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ବର: ଇଲେକ୍ଟୋନିକ୍ସ ଡିଜାଇନ୍‌‌ ଏବଂ ଅଟୋମେସନ୍‌‌ (ଇଡିଏ) କ୍ଷେତ୍ରରେ ବିଶ୍ୱରେ ଆଧିପତ୍ୟ ବିସ୍ତା କରିଥିବା ସିନୋପସିସ୍‌‌ ଭୁବନେଶ୍ୱରରେ ଏକ ଡିଜାଇନ୍‌‌ ସେଣ୍ଟର ଖୋଲିଛି। ଆଜି ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବ ଭାରତରେ…

ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଅଧ୍ୟକ୍ଷ ଗିରଫ…

ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍‌ପିଟାଲ୍‌ର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କୁ ଆଜି ଭିଜିଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟଠାରୁ ୧୧୩% ଅଧିକ ସମ୍ପତ୍ତି ଠୁଳ କରିଥିବା…

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

ଆସୁଛି ଲଘୁଚାପ । ଆସନ୍ତା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଦକ୍ଷିଣ ପୂର୍ବ ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ…