Browsing Category

ଓଡିଶା

ନଭେମ୍ବର ମାସ ଶେଷ ସୁଦ୍ଧା ସବୁ ଗାଁ ଏବଂ ପଞ୍ଚାୟତରୁ ସଂଗ୍ରହ ହେବ ତୁଳସୀ…

ଭୁବନେଶ୍ବର : ରାଜ୍ୟ କଂଗ୍ରେସ ପକ୍ଷରୁ କରାଯିବ ତୁଳସୀ ଯାତ୍ରା । ନଭେମ୍ବର ମାସ ଶେଷ ସୁଦ୍ଧା ସବୁ ଗାଁ ଏବଂ ପଞ୍ଚାୟତ, ବ୍ଲକ ଓ ଜିଲ୍ଲାରୁ ତୁଳସୀ ସଂଗ୍ରହ କରାଯିବ । ସବୁ ଅଞ୍ଚଳରୁ ସଂଗ୍ରହ କରିବା ପରେ ତାକୁ କଂଗ୍ରେସ ଭବନକୁ ଅଣାଯିବ । ଏବଂ ପରେ…

ରାତି ୧୦ଟା ପରେ ଫୁଟିବନି ବାଣ: ଅମାନ୍ୟ କଲେ ହେବ କାର୍ଯ୍ୟାନୁଷ୍ଠାନ…

ଭୁବନେଶ୍ବର : ଆସୁଛି ଆଲୋକର ପର୍ବ ଦୀପାବଳୀ । ସବୁଠି ଜୋରଦାର ପ୍ରସ୍ତୁତି । ଏବେଠୁ ବାଣ ଦୋକାନ ଗୁଡିକରେ ଲୋକଙ୍କ ଭିଡ ଦେଖିବାକୁ ମିଳିଲାଣି । ଏନେଇ ଦୀପାବଳୀ ପୂର୍ବରୁ ଆଜି କମିସନରେଟ୍ ପୋଲିସ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି ।…

ବନ୍ଧୁକ ମୁନରେ ଗାଡ଼ି ଅଟକାଇ ଲୁଟି ନେଲେ ଟଙ୍କା ଭର୍ତ୍ତି ଟ୍ରଙ୍କ…

କଟକ:ଦିନ ଦ୍ୱପହରରେ ଲୁଟ । ଟଙ୍କା ଭର୍ତ୍ତି ଭ୍ୟାନକୁ ବନ୍ଧୁକ ମୁନରେ ଅଟକାଇ ଲୁଟିନେଲେ ଦେଢାକୋଟି ଟଙ୍କା । ମୁଖାପିନ୍ଧା କିଛି ଦୁର୍ବୃତ୍ତ ଆସି ଏଟିଏମ ଟଙ୍କା ଲୋଡିଂ ହୋଇଥିବା ଭ୍ୟାନକୁ ଲୁଟ କରି ପୋଲିସକୁ ଚାଲେଞ୍ଜ ଦେଇଛନ୍ତି । ଘଟଣା ଘଟିଛି କଟକ ଜିଲ୍ଲା…

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ…

ଜଗତସିଂହପୁର : ଜଗସିଂହପୁର ପୌରପରିଷଦ ୬ ନମ୍ବର ୱାର୍ଡ ଉପନିର୍ବାଚନ ପାଇଁ ବାଜିଲା ବିଗୁଲ। ନୋଟିଫିକେଶନ ପରେ ଆଜି କାଉନସିଲର ପ୍ରାର୍ଥୀ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯାଇଛି। ରୋଜାଲୀନ ଦାସ ବିଜେଡି ପ୍ରାର୍ଥୀନୀ ଭାବରେ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ବେଳେ କଂଗ୍ରେସ…

ଅଁଳା ନବମୀ ପାଇଁ ପ୍ରସ୍ତୁତି ବୈଠକ…

ପୁରୀ: ଅଁଳା ନବମୀ ପାଇଁ ପ୍ରସ୍ତୁତି । ପୁରୀ ଜିଲ୍ଲା ସାକ୍ଷୀଗୋପାଳରେ ପବିତ୍ର ଅଁଳା ନବମୀ ପାଇଁ ସାକ୍ଷୀଗୋପୀନାଥଙ୍କ ମା’ ରାଧାରାଣୀଙ୍କ ପାଦ ଦର୍ଶନ ଆସନ୍ତା ନଭେମ୍ୱର ୨୧ ତାରିଖରେ ଅନୁଷ୍ଠିତ ହେବ । ଏଥିପାଇଁ ସାକ୍ଷୀଗୋପାଳ ପାନ୍ଥଶାଳା ପରିସରରେ ପ୍ରଥମ…

ଆଜି ମାଣ୍ଡିଆ ଦିବସ, ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ପାଳନ କରୁଛି ‘ମିଲେଟ ମିଶନ’…

ଭୁବନେଶ୍ୱର : ଆଜି ମାଣ୍ଡିଆ ଦିବସ । ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ମାଣ୍ଡିଆ ଦିବସ ପାଳନ କରୁଛି । ମାଣ୍ଡିଆ ଚାଷର ପ୍ରଚାର ଏବଂ ପ୍ରସାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ…

ନନ୍ଦନକାନନରେ ଆଖି ବୁଜିଲା ସିଂହୀ ‘ବିନି’

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହୀ ବିନିର ମୃତ୍ୟୁ ଘଟିଛି। ବାର୍ଦ୍ଧକ୍ୟଜନୀତ କାରଣରୁ ସେ ଅସୁସ୍ଥ ଥିଲା । ବିନିର ମୃତ୍ୟୁ ପରେ ନନ୍ଦନକାନନରେ ସିଂହଙ୍କ ସଂଖ୍ୟା ୨୧ କୁ ଖସିଆସିଛି । ବିନିର ମୃତ୍ୟୁ ପରେ ଏଣିକି ଆଉ ନନ୍ଦନକାନନରେ ଆଫ୍ରିକୀୟ ସିଂହ ଦେଖିବାକୁ ମିଳିବ ନାହିଁ ।…

ମଝି ରାସ୍ତାରେ ଓଲଟିଲା ଗ୍ୟାସ୍ ଟ୍ୟାଙ୍କର…

ପାରାଦୀପ : ପାରାଦୀପ ହାତି ତେଲଟାଙ୍କି ନିକଟରେ ଅଭାବନୀୟ ଘଟଣା ଘଟିଛି । ଏକ ଏଲପିଜି ବୋଝେଇ ଟ୍ୟାଙ୍କର ମଝି ରାସ୍ତାରେ ଓଲଟି ପଡିଛି । ଟ୍ୟାଙ୍କରଟି ପାରାଦୀପ ତୈଳ ବିଶୋଧନାଗାରରୁ ଏଲପିଜି ଲୋଡ କରି ଚଣ୍ଡିଖୋଲ ଅଭିମୁଖେ ଯାଉଥିଲା । ଏତିକି ବେଳେ ମଝି ରାସ୍ତାରେ…

ଧନତେରସରେ ଲୁଟି ନେଲେ 20 କୋଟି ଟଙ୍କାର ଅଳଙ୍କାର

ରାତି ପାହିଲେ ପାଳନ ହୋଇଥାନ୍ତି ଧନତେରସ୍। ଏଥିପାଇଁ ଗ୍ରାହକଙ୍କଠୁ ବ୍ୟବସାୟୀ ସମସ୍ତେ ପ୍ରସ୍ତୁତ ଥିଲେ। ହେଲେ ଧନତେରସ୍ ପାଳନ ପୂର୍ବରୁ କଳାକନା ବୁଲାଇ ଦେଲା ଲୁଟେରା। ବନ୍ଧୁକ ମୁନରେ ଲୁଟି ନେଲେ 20 କୋଟି ଟଙ୍କାର ଅଳଙ୍କାର। ଏପରି ଏକ ଘଟଣା ଉତ୍ତରାଖଣ୍ଡର…

ଶ୍ରୀମନ୍ଦିରରେ ମଙ୍ଗଳଆଳତୀ ସମୟରେ ଠେଲାପେଲା, ୧୦ରୁ ଅଧିକ ହବିଷ୍ୟାଳୀ ଆହତ…

ପୁରୀ : ପୁରୀ ଶ୍ରୀମନ୍ଦିରରେ ମଙ୍ଗଳଆଳତୀ ସମୟରେ ଠେଲାପେଲା। ଘଣ୍ଟିଦ୍ୱାର ଓ ସାତପାହାଚ ନିକଟରେ ଠେଲାପେଲା। ୧୦ରୁ ଅଧିକ ହବିଷ୍ୟାଳୀ ଆହତ । ବଗଲା ଧର୍ମଶାଳା ସରକାରୀ ହବିଷ୍ଯାଳୀ ସେଣ୍ଟରରେ ଥିବା ଜଣେ ହବିଷ୍ଯାଳୀଙ୍କ ଗୋଡରେ ଲାଗିଛି ଶକ୍ତ ଆଘାତ। ଆହତ ହବିଷ୍ୟାଳୀଙ୍କୁ…