Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଷ୍ଟ୍ରପତିଙ୍କ ମନ ଜିଣିଲା ଅଞ୍ଜନାଙ୍କ ଚିତ୍ରକଳା
ବାରିପଦା : ନୂଆଦିଲ୍ଲୀଠାରେ “ବ୍ୟାଘ୍ର ପ୍ରକଳ୍ପ”ର ପଚାଶ ବର୍ଷ ପୂର୍ତ୍ତି ଅବସରରେ ଏକ ଜାତୀୟ ସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ ହୋଇଥିଲା। ଯେଉଁଥିରେ ସମଗ୍ର ଭାରତ ବର୍ଷରୁ ୫୩ଟି ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ…
ଏଣିକି ହସ୍ପିଟାଲ କ୍ୟାଣ୍ଟିନ ଓ ୱାଓ ମୋମୋରେ ମିଳିବ ମିଲେଟ୍…
ଭୁବନେଶ୍ବର: ଏଣିକି ହସ୍ପିଟାଲ କ୍ୟାଣ୍ଟିନରେ ମିଳିବ ମିଲେଟ୍। ତା ସହିତ ୱାଓ ମୋମୋରେ ମଧ୍ୟ ମିଳିବ ମିଲେଟ୍। ଏନେଇ ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜ୍ୟର କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ। ତାଙ୍କ ସୂଚନା ମୁତାବକ, ଗତ ବର୍ଷ ୬ ଲକ୍ଷ ମେଟ୍ରିକ ଟନ୍…
ସମ୍ୱଲପୁରରେ ସମଲେଇ ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କରିଲେ ୫-ଟି ଏବଂ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଅଧ୍ୟକ୍ଷ
ସମ୍ୱଲପୁର: ଆଜି ସକାଳେ ୫-ଟି ଏବଂ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଅଧ୍ୟକ୍ଷ ଭି କେ ପାଣ୍ଡିଆନ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ବରୀଙ୍କ ମନ୍ଦିରରେ ପହଞ୍ଚିଥିଲେ। ସେ ମା’ଙ୍କ ଦର୍ଶନ କରିବା ପରେ ସମଲେଇ…
ବିହାର ବିଧାନସଭାରେ ପାସ୍ ହେଲା ୬୫% ସଂରକ୍ଷଣ ବିଲ୍…
ପାଟନା : ଗୁରୁବାର ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ବିହାର ବିଧାନସଭାରେ ୬୫ ପ୍ରତିଶତ ସଂରକ୍ଷଣ ସଂଶୋଧନ ବିଲ୍ ଆଗତ କରାଯାଇଛି। ଏହି ବିଲ୍ ସମସ୍ତ ପକ୍ଷ ସର୍ବସମ୍ମତି କ୍ରମେ ପାରିତ ହୋଇଛି।
ଏହି ବିଲ୍ ମୁତାବକ ବିହାରରେ ବର୍ତ୍ତମାନ ରାଜ୍ୟର ଖାଲିଥିବା…
‘ନେତାଙ୍କ ବିରୋଧରେ ଥିବା ମାମଲାର ଶୁଣାଣି ଶୀଘ୍ର ଶେଷ କର’…
ନୂଆଦିଲ୍ଲୀ : ଆଗକୁ ବିଧାନସଭା ନିର୍ବାଚନ। ଏହାରି ଭିତରେ ଆସିଛି ସୁପ୍ରିମକୋର୍ଟଙ୍କ ବଡ଼ ରାୟ। ସାଂସଦ ଓ ବିଧାୟକଙ୍କ ବିରୋଧରେ ଥିବା ଅପରାଧିକ ମାମଲାର ଶୀଘ୍ର ରାୟ ଶୁଣାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ସବୁ ରାଜ୍ୟର ହାଇକୋର୍ଟଙ୍କୁ କୁହାଯାଇଛି। ଏହା ଉପରେ…
“ମୋ ବୋକାମୀରୁ ସେ ମୁଖ୍ୟମନ୍ତ୍ରୀ ହୋଇଥିଲା” ଜିତନରାମଙ୍କ ଉପରେ ରାଗିଲେ ନୀତୀଶ…
ପାଟନା : ଗୁରୁବାର ବିହାର ବିଧାନସଭାରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଥିଲା। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ହଠାତ୍ ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାଝୀଙ୍କ ଉପରେ ରାଗିଯାଇଥିଲେ ଏବଂ ତାଙ୍କ ବିରୋଧରେ ମନ୍ତବ୍ୟ ଦେଇଥିଲେ।
ସଂରକ୍ଷଣ ସଂଶୋଧନ ବିଲ୍ ଉପରେ ଆଲୋଚନା…
ମଣିପୁରରୁ ଉଦ୍ଧାର ହେଲା ୨ଟି ଶବ…
ଇମ୍ଫାଲ୍: ଗୁଳି-ବିକ୍ଷତ ଜଣେ ମହିଳାଙ୍କ ଶବ ସମେତ ୨ଟି ଶବ ପୂର୍ବଇମ୍ଫାଲ୍ ଓ ମଣିପୁର ପଶ୍ଚିମ ଜିଲ୍ଲାରୁ ଉଦ୍ଧାର କରାଯାଇଥିବା ଆଜି ପୁଲିସ କହିଛି।
ଜଣେ ପୁଲିସ ଅଧିକାରୀ କହିଛନ୍ତି, ବୁଧବାର ଦିନ ଇମ୍ଫାଲ୍ ପଶ୍ଚିମ ଜିଲ୍ଲା ଅନ୍ତର୍ଗତ ତୈରେନ୍ପୋକ୍ପି ଅଞ୍ଚଳରୁ…
ଏନକାଉଣ୍ଟରରେ ଜଣେ ଆତଙ୍କୀ ନିପାତ, ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଙ୍ଘନରେ ଜଣେ ଯବାନ ଆହତ…
ଶ୍ରୀନଗର : ଜମ୍ମୁକଶ୍ମୀରରେ ଏନକାଉଣ୍ଟର। ସୁରକ୍ଷାକର୍ମୀ ଓ ଆତଙ୍କୀ ମଧ୍ୟରେ ଗୁଳିବନିମୟରେ ଜଣେ ଆତଙ୍କୀ ସଫା ହୋଇଥିବା ବେଳେ ପାକିସନ୍ତାନର ଅସ୍ତ୍ରବିରତି ଉଲ୍ଲଙ୍ଘନରେ ଜଣେ ବିଏସଏଫ ଯବାନ ଆହତ ହୋଇଥିବା ସୂଚନା।
ସୂଚନା ଅନୁସାରେ, ଆଜି ସକାଳେ ସୁରକ୍ଷାକର୍ମୀ ଓ…
ଚିକିତ୍ସା ରେ ବିଳମ୍ବ ଯୋଗୁଁ ଜୀବନ ହାରିଲେ ସ୍ୱାମୀ : ଟେକ୍ନିସିୟାନଙ୍କ ଟଙ୍କା ଦାବୀ କୁ ନେଇ ଅଭିଯୋଗ ବାଢିଲେ…
ମାଲକାନଗିରି : ମାଲକାନଗିରି ସରକାରୀ ହସ୍ପିଟାଲରେ ଚାଲିଛି ରୋଗୀର ଜିବନ ସହ ପଇସା ଖେଳ । କଥାଟି ଆଶ୍ଚର୍ଯ୍ୟ ଲାଗିଥିଲେ ବି ସତ। କିଛି ଏଭଳି ଘଟଣା ମାଲକାନଗିରି ୭ ମହଳା ବିଶିଷ୍ଟ ସରକାରୀ ହସ୍ପିଟାଲରେ ଦେଖିବାକୁ ମିଳିଛି। ରୋଗୀ ସେବା ନାଁରେ ଏଠାରେ ହେଉଛି ଅର୍ଥ ହରିଲୁଟ ଗରିବଙ୍କ ଟଙ୍କା!-->!-->!-->…
ସୁନ୍ଦରଗଡ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି…