Browsing Category

ଓଡିଶା

ଓଡ଼ିଶା ଛୁଇଁଲା ମୌସୁମୀ, ନିଅଣ୍ଟିଆ ବର୍ଷା ନେଇ ଚିନ୍ତାରେ ଚାଷୀ

ଭୁବନେଶ୍ୱର : ଓଡ଼ିଶା ଛୁଇଁଲା ମୌସୁମୀ । ହେଲେ ନିଅଣ୍ଟିଆ! ବର୍ଷା ରେକର୍ଡ । ଚାଷୀଙ୍କ ମନରେ ବଢ଼ିଲା ଚିନ୍ତା । ଜୁନ୍ ୧୨ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ପ୍ରବେଶ କରିଛି । ଫଳରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଓ ହାଲୁକା ବର୍ଷା ଯୋଗୁଁ…

ମା’କୁ କୁରାଢ଼ୀରେ ହାଣି ମାରିଦେଲା ପୁଅ

ଭଦ୍ରକ : ପାରିବାରିକ କଳହର କରୁଣ ପରିଣତି । ପହିଲି ରଜରେ ନିଜ ଜନ୍ମ କଲା ମା’କୁ କୁରାଢ଼ୀରେ ହାଣି ହତ୍ୟା କଲା ପୁଅ । ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ବନ୍ତ ଥାନା ଅଞ୍ଚଳରେ । ବନ୍ତ ଥାନା ଅନ୍ତର୍ଗତ ଜିରିଣା ଗୁଡ଼ିଆ ସାହିରେ…

ଓଲଟିଲା ତୀର୍ଥଯାତ୍ରୀ ବସ୍‌; ଜଣେ ମୃତ, ୨୦ ଆହତ

ସୋର: ପହିଲି ରଜରେ ଅଘଟଣ । ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ । ଜଣେ ଯାତ୍ରୀ ମୃତ, ୨୦ ଆହତ । ବାଲେଶ୍ଵର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଆଦିରୁପା ପେଟ୍ରୋଲ ପମ୍ପ ନିକଟରେ ଟ୍ରକ ସହ ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଘଟିଛି । ସୂଚନା ଅନୁଯାୟୀ, ଶ୍ରୀ ଲକ୍ଷ୍ମୀ ନାମକ…

କୁଲୁବା ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ଥିବା ସୂଚନା; ସର୍ଚ୍ଚ ଅପରେସନ ଜାରି

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର କୁଲୁବା ଅଞ୍ଚଳରେ ପୁଣି ମାଓବାଦୀଙ୍କ ଉପସ୍ଥିତି ଦେଖିବାକୁ ମିଳିଛି । ସଶସ୍ତ୍ର ସନ୍ଦିଗ୍ଧ ମାଓବାଦୀଙ୍କ ଉପସ୍ଥିତି ନେଇ ସୂଚନା ମିଳିବା ପରେ ଅଞ୍ଚଳରେ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି । ଜିଲ୍ଲା ପୋଲିସ, ଡିଭିଏଫ୍ ଓ ବନ ବିଭାଗ…

ସ୍ତ୍ରୀକୁ କଟୁରୀରେ ହାଣିଲା ସ୍ୱାମୀ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜରେ ସ୍ତ୍ରୀକୁ ହାଣିଲା ସ୍ବାମୀ। ରଜ ସଜବାଜରେ କିଣାକିଣିକୁ ନେଇ କଳି ନେଲା ଉଗ୍ର ରୂପ। ମଞ୍ଚେଶ୍ବରରେ ନିଶାସକ୍ତ ଅବସ୍ଥାରେ କଟୁରୀରେ ସ୍ବାମୀର ଆକ୍ରମଣ। ଆକ୍ରମଣରେ ଗୁରୁତର ମହିଳା…

ଚୂନ ଟାଙ୍କିରେ ପଡ଼ି ଦୁଇ ଶ୍ରମିକ ଗୁରୁତର

ବାସୁଦେବପୁର : ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ରାହ୍ମଣ ଗାଁ ଚାରିଛକି କେନାଲ ନିକଟ ଇଟା କାରଖାନାରେ ଘଟିଛି ଏକ ବଡ଼ ଅଘଟଣ। କାମ କରୁଥିବା ବେଳେ ଚୂନ ଟାଙ୍କିରେ ପଡ଼ି ମହିଳା ଶ୍ରମିକ ଅର୍ଦ୍ଧ ଦଗ୍ଧ। ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ଜଣେ ପୁରୁଷ ଶ୍ରମିକ ଗୁରୁତର ହୋଇଛନ୍ତି।ଗୁରୁତର ମହିଳା…

ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା:ଗିରଫ ପରେ ଜେଲ୍‌ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଜେଲ୍ ପଠାଯାଇଛି। ଗିରଫ ପରେ ଆଜି ତାଙ୍କୁ ମାଜିଷ୍ଟ୍ରେଟଙ୍କ ନିକଟରେ ହାଜର କରାଯାଇଥିଲା। ଏସଡିଜେମ୍ କୋର୍ଟରେ ହାଜର ପରେ ଜେଲ୍ ଗଲେ ସରପଞ୍ଚ ଚାମେଲି।…

୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ରାଇରଙ୍ଗପୁର: ଓଡ଼ିଶାରେ ବିଜେପି ନେତୃତ୍ବାଧୀନ ଡବଲ ଇଞ୍ଜିନ ସରକାରର ଦୁଇବର୍ଷ ପୂର୍ତ୍ତ ଉତ୍ସବ ଆଗାମୀ ଜୁନ ୨୦ ତାରିଖ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରରେ ପାଳିତ ହେବ। ଏହି ଅବସରରେ ରାଇରଙ୍ଗପୁର ମାଟିର ଝିଅ ତଥା ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଡିଜିଟାଲ କ୍ରିଏଟରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରାମର୍ଶ

ଭୁବନେଶ୍ବର: ଡିଜିଟାଲ୍ କ୍ରିଏଟରମାନେ ହେଉଛନ୍ତି ବିକଶିତ ଭାରତ ଓ ସମୃଦ୍ଧ ଓଡ଼ିଶାର ସବୁଠାରୁ ଶକ୍ତିଶାଳୀ ‘ଡିଜିଟାଲ୍ ଆମ୍ବାସାଡର୍ସ’ ଏବଂ ଭବିଷ୍ୟତର ‘ଓପିନିଅନ୍‌ ଲିଡର୍ସ’। ଯିଏ ଯେଉଁ ଚିନ୍ତାଧାରାର ସମର୍ଥକ ହୁଅନ୍ତୁ ନା କାହିଁକି, ସମସ୍ତଙ୍କ ପାଇଁ ‘ରାଷ୍ଟ୍ର ସର୍ବୋପରି’ ହେବା ଉଚିତ ବୋଲି…

କୁଜଙ୍ଗରେ ନକଲି ଜର୍ଦ୍ଦା ତିଆରି କାରଖାନା ଠାବ, ମାଲିକ ସମେତ ୩ ଗିରଫ

ପାରାଦୀପ : କୁଜଙ୍ଗ ଥାନା ଆଲିଗଡ ଗାଁରେ ଏକ ନକଲି ଜର୍ଦ୍ଦା ତିଆରି କାରଖାନା ଠାବ । ଏହି କାରଖାନାରୁ ବିପୁଳ ପରିମାଣର ଜର୍ଦ୍ଦା ଜବତ କରାଯିବା ସହ କାରଖାନାର ମାଲିକ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଜଗତସିଂହପୁର ଏସପି ଏକ ସାମ୍ବାଦିକ ସମ୍ମିଳନୀରେ ଏହି…