Browsing Category

ଓଡିଶା

କଳହାଣ୍ଡିରେ ମହିଳାଙ୍କୁ ମାରି ଖାଇଲା ଭାଲୁ

ଧର୍ମଗଡ : ପ୍ରଥମେ ବାଘ , ଆଉ ତା ପରେ ହାତୀ ଆଉ ଏବେ ଭାଲୁ ଆତଙ୍କ ଦେଖାଦେଇଛି  । ବନ୍ୟ ଜନ୍ତୁ ଗୁଡିକ ଖାଦ୍ୟ ଅନ୍ବେଶଣରେ ଏବେ ଗାଁ ମୁହାଁ ହେଉଛନ୍ତି । ଫଳରେ ବିଭିନ୍ନ ସ୍ଥାନରେ ବ୍ୟାପକ ଧନଜୀବନ ନଷ୍ଟ ହେବା ସହ ଅନେକ ସ୍ଥାନରେ ବହୁମୂଲ୍ୟ ଜୀବନ ମଧ୍ୟ ଚାଲିଯାଉଛି । ଏମିତି କିଛି ଘଟଣା…

ଘର ଭିତରୁ ମିଳିଲା ମନ୍ଦିର ପୂଜକଙ୍କ ମୃତଦେହ…

କୋରାପୁଟ: କୋରାପୁଟରେ ଚାଞ୍ଚଲ୍ୟ । ମା ବୁଢୀ ଠାକୁରାଣୀ ମନ୍ଦିରର ପୂଜକଙ୍କ ମୃତଦେହ ଉଦ୍ଧାର । ଘର ଭିତରୁ ମିଳିଲା ପୂଜକଙ୍କ ମୃତଦେହ । କୋରାପୁଟ ଟାଉନ୍ ଥାନା ଅନ୍ତର୍ଗତ ବୁଢୀ ଠାକୁରାଣୀ ମନ୍ଦିର ପଛପଟେ ଥିବା ପୂଜକଙ୍କ ଘରୁ ତାଙ୍କର ମୃତଦେହ ଉଦ୍ଧାର କରିଛି ପୋଲିସ ।…

ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ

ଭୁବନେଶ୍ୱର : ଘରୁ ମିଳିଲା ବିଡ଼ା ବିଡ଼ା ନୋଟ୍। ଜବତ ହୋଇଛି ୨ ଲକ୍ଷ ୧୬ ହଜାର ଟଙ୍କା ନଗଦ କ୍ୟାସ । ୬୫ ଲକ୍ଷର EPF ରେ ଜମା ରାଶି ରହିଛି। ୨ଟି ବାଇକ ଓ କାର ମଧ୍ୟ ଜବତ କରିଛି ଭିଜିଲାନ୍ସ। ବାବୁଙ୍କ ସଉକ ଥିଲା ରାସ୍ତା ସାଇଡ ଜମି କିଣିବା ଓ ବଡ ବଡ ଘର କରିବା।…

ସରିଲା ଢେଙ୍କାନାଳର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା…

ଢେଙ୍କାନାଳ: ସରିଲା ଢେଙ୍କାନାଳ ଜଗଲକ୍ଷ୍ମୀ ପୂଜା। ଆଜି ମେଲାଣି ନେବେ ମା ଲକ୍ଷ୍ମୀ । ୧୧ଦିନର ପୂଜା ପରେ ଆଜି ମେଲାଣି ନେବେ ମାଆ । ୩୮ଟି ପୂଜା ମଣ୍ଡପରେ ପୂଜା ପାଉଥିଲେ ମାଆ । ଚାନ୍ଦି ମେଢ ସାଙ୍ଗକୁ ସୁନା ମକୁଟରେ ଝଲସୁଥିଲେ ମାଆ । ପୂଜାର ଶେଷ ଦିନରେ ଗଣେଶ ବାଜରରେ…

ପୂର୍ବ ଶତ୍ରୁତାକୁ ନେଇ ତିର୍ତ୍ତୋଲରେ ବିଭତ୍ସ ହତ୍ୟା…

ପୁରୀ: ପୂର୍ବ ଶତ୍ରୁତାକୁ ନେଇ ତିର୍ତ୍ତୋଲରେ ବିଭତ୍ସ ହତ୍ୟା । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ସାଇଲୋ ପଞ୍ଚାୟତ ହିତରଣ ଗାଁରେ ଦୁଇ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ଯୁବକ । ଘଟଣାସ୍ଥଳରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ…

ବାଣ ବେପାର କରିବାକୁ ମସୁଧା…ପୋଲିସ ଓ ଗୋଦି ମିଡ଼ିଆ କୁ ସ୍ୱତନ୍ତ୍ର ପ୍ୟାକେଜ..!

ସୁପ୍ରିମକୋର୍ଟ ଆଦେଶ ଶୁଣି ବାଣ ବେପାରୀ ଛାନିଆ... ବ୍ରହ୍ମପୁର : ୭-୧୧ ଖୁସିର ଓ ଆଲୋକ ର ପର୍ବ ଦୀପାବଳୀ କୁ ଆଖି ଆଗରେ ରଖି ଗଞ୍ଜାମ ଜିଲ୍ଲା କୁ କୋଟି କୋଟି ଟଙ୍କା ର ବାଣ ଆସିଛି। ପ୍ରତି ବର୍ଷ ଭଳି ଏହି ବର୍ଷ ମଧ୍ୟ ବାଣ ବ୍ୟବସାୟୀ ମାନେ ବାଣ ବିକ୍ରି ପାଇଁ ବିଭିନ୍ନ ରାଜ୍ୟ ରୁ ବାଣ

କାଗଜ କଲମରେ ଚାଲିଛି ଠିପି ବନ୍ଦ ବିଦେଶୀ ମଦ ଦୋକାନ : ଅବକାରୀ ଓ ପୋଲିସ ର ସହଯୋଗ ରେ ଠିପି ବନ୍ଦ ନାଁ ଠିପି ଖୋଲା…

ବ୍ରହ୍ମପୁର : ୭-୧୧ଗଞ୍ଜାମ ଜିଲ୍ଲାର ଅଧିକାଂଶ ଠିପି ବନ୍ଦ ବିଦେଶୀ ମଦ ଦୋକାନ ରେ ଖୁଲାମ ଖୁଲା ଠିପି ଖୋଲି ବିଦେଶୀ ମଦ ବେପାର ଚାଲିଛି। ସରକାର ଙ୍କ ନୀତି ନିୟମ କୁ ଭ୍ରୁକ୍ଷେପ ନକରି ଖୋଲାମ ଖୋଲା ଚାଲିଛି ବେପାର । ଠିପି ବନ୍ଦ ବିଦେଶୀ ମଦ ଦୋକାନ ନାମରେ ପଞ୍ଜିକୃତ କରି ଠିପି ଖୋଲି ବିକ୍ରି

ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ, ୬ ନକ୍ସଲ ମୃତ…

ରାୟପୁର : ଛତିଶଗଡ଼ରେ ମଙ୍ଗଳବାରଦିନ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି । ଗୋଟିଏ ପଟେ ଲୋକମାନେ ଉତ୍ସାହର ସହ ଭୋଟ ଦେଉଥିବାବେଳେ ଅନ୍ୟପଟେ ସୁକମା ଓ କୋଙ୍କର ଜଙ୍ଗଲରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଭୟଙ୍କର ଗୁଳିବିନିମୟ ଚାଲିଛି । ଅର୍ଥାତ ରାଜ୍ୟରେ ଗୋଟିଏ…

ପଞ୍ଚଭୂତରେ ବିଲୀନ ହେଲେ ମହେଶ୍ବର ମହାନ୍ତି…

ପୁରୀ/ଭୁବନେଶ୍ଵର: ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ତାଙ୍କର ଅନ୍ତିମ ସତ୍କାର କରାଯାଇଛି। ଶୋକାକୂଳ ପରିବେଶ ମଧ୍ୟରେ ଅନ୍ତିମ ସଂତ୍କାର କରାଯାଇଛି। ମରଶରୀରରେ ବଡ଼ପୁଅ ସୁନୀଲ…

ବନ୍ଧୁକ ମୁନରେ ଶିକ୍ଷୟିତ୍ରୀଙ୍କଠାରୁ ଲୁଟ୍…

ଆନନ୍ଦପୁର : ବନ୍ଧୁକ ମୁନରେ ଶିକ୍ଷୟିତ୍ରୀଙ୍କଠାରୁ ଲୁଟ୍। ଆନନ୍ଦପୁର ସୋସୋ ଥାନା ଆମ୍ବଗଡ଼ିଆ ଛକ ନିକଟରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ସ୍କୁଲରୁ ସ୍କୁଟି ଯୋଗେ ଫରୁଥିବାବେଳେ କିଛି ଦୁର୍ବୁତ୍ତ ତାଙ୍କୁ ଅଟକାଇଥିଲେ । ଏବଂ…