Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୁଲିସ ମହାନିର୍ଦେଶକଙ୍କୁ ଭେଟି ଫେରାଦ ହେଲା ବିଜେପି…
କଟକ: ବରଗଡ଼ ଅମ୍ବାଭୋନା ଥାନାରେ ଭଙ୍ଗାରୁଜା ଘଟଣାରେ ପୁଲିସ ମହାନିର୍ଦେଶକଙ୍କୁ ଭେଟି ଫେରାଦ ହେଲା ବିଜେପି। ଦଳର ବରିଷ୍ଠ ନେତା ଗୋଲକ ମହାପାତ୍ରଙ୍କ ନେତୃତ୍ବରେ ମନୋଜ ମହାପାତ୍ର, ତେଜେଶ୍ବର ପରିଡ଼ା, କଟକ ନଗର ସଭାପତି ଲଲାଟେନ୍ଦୁ ବଡ଼ୁ, ଶ୍ରୀତମ ଦାସ, ଦିଲୀପ ମଲ୍ଲିକ ଓ…
ବାଜି ଲଗେଇ ଗୁଲୁଗୁଲା ଖାଇଲେ, ଜୀବନ ହାରିଲେ…
ବାରିପଦା:ଖାଇବା ପ୍ରତିଯୋଗିତାରେ ଭାଗ ନେବା ହେଲା କାଳ । ଅଧିକ ଖାଇ ପ୍ରତିଯୋଗିତା ଜିତିବା ଆଶାରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ମୃତ ବ୍ୟକ୍ତିଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ । ଗତ ରବିବାର ଦିନ ମୋରଡା ବ୍ଲକର ଦାନ୍ତିଆମୁହାଁ ଗାଁରେ ଗୁଲୁଗୁଲା ଖାଇବା ପ୍ରତିଯୋଗିତା…
ଆମ୍ବାଗଡ ବୁଡୁ ପାତ୍ର ହତ୍ୟା ମାମଲା: ୮ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ…
ବ୍ରହ୍ମପୁର; ଦୀର୍ଘ ୬ ବର୍ଷ ପରେ ବ୍ରହ୍ମପୁର ଆମ୍ବାଗଡ ବୁଡୁ ପାତ୍ର ହତ୍ୟା ମାମଲାରେ ଅଭିଯୁକ୍ତକୁ ଦଣ୍ଡାଦେଶ । ୮ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ବ୍ରହ୍ମପୁର ଏଡିଜେ-୧ କୋର୍ଟ । ଗତ ୨୦୧୭ ମସିହାରେ ବୁଡୁ ପାତ୍ରଙ୍କୁ ହତ୍ୟା କରାଯାଇଥିଲା ।
ସୂଚନା…
ପ୍ରଳୟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ…
ଡିଆରଡିଓ ପକ୍ଷରୁ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ପ୍ରଳୟ’ର ବ୍ୟବହାରିକ ପରୀକ୍ଷଣ ସଫଳ । ଧାମରା ଅବଦୁଲ କଲାମ ଦ୍ବୀପରୁ ସକାଳ ୯.୫୦ରେ ପ୍ରଳୟର ପରୀକ୍ଷଣ କରାଯାଇଛି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘ପ୍ରଳୟ’ର ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କ୍ଷମତା ରହିଛି…
କାଠଫାଳିଆରେ ଯୁବକଙ୍କୁ ଆକ୍ରମଣ ଘଟଣା, ଫେରାର ଅଭିଯୁକ୍ତ କୋର୍ଟ ଚାଲାଣ…
ହିଞ୍ଜିଳିକାଟୁ : ଗତ ଅକ୍ଟୋବର ୨୮ ତାରିଖ ରାତିରେ ହିଞ୍ଜିଳି ଥାନା କଣ୍ଟେଇକୋଳି ଗ୍ରାମର ଜଣେ ଯୁବକଙ୍କୁ ସେହି ଗ୍ରାମର ଜଣେ ଯୁବକ କାଠ ଫାଳିଆରେ ଆକ୍ରମଣ କରିଥିଲେ । ଆକ୍ରମଣରେ ଯୁବକ ଜଣଙ୍କ ଗୁରୁତର ଆହତ ହୋଇଥିଲେ । ଗୁରୁତର ଆହତ ଜଣଙ୍କ ସଂପୃକ୍ତ ଗ୍ରାମର ସରୋଜ ସାହୁ । ଏ ସ୍ଥାନୀୟ ଲୋକେ!-->…
ସୁନ୍ଦରଗଡ଼ ବିଜେପି ହାତରେ ଥିବାରୁ ବିକାଶ ରୋକିଛି ବିଜେଡି: ମନମୋହନ ସାମଲ
ସୁନ୍ଦରଗଡ଼: ‘ସୁନ୍ଦରଗଡ଼ ଜିଲ୍ଲାର ୩ଟି ବିଧାନସଭା ସୁନ୍ଦରଗଡ଼, ତଳସରା, ବୀରମିତ୍ରପୁର ଓ ଲୋକସଭା ବିଜେପି ହାତରେ। ତେଣୁ ସେମାନଙ୍କ ପ୍ରତି ଅସୂୟା ମନୋଭାବ ପୋଷଣ କରି ନବୀନ ସରକାର ଜିଲ୍ଲାର ବିକାଶକୁ ରୋକିଛି। ଜିଲ୍ଲା ଖଣିଜ ପ୍ରତିଷ୍ଠାନରେ ୪ ହଜାର କୋଟି ପଡ଼ି…
କାର୍ଯ୍ୟାନୁଷ୍ଠାନ ଦାବିରେ ବରଗଡ଼ ଏସପି ଅଫିସ ଘେରିଲା କଂଗ୍ରେସ…
ବରଗଡ଼: ଅମ୍ବାଭୋନା ଥାନା ଭଙ୍ଗାରୁଜ୍ଜା ଘଟଣା । କାର୍ଯ୍ୟାନୁଷ୍ଠାନ ଦାବିରେ ଆଜି ବରଗଡ଼ ଆରକ୍ଷୀ ଅଧୀକ୍ଷକଙ୍କ ଅଫିସ୍ ଘେରିଛନ୍ତି ଶତାଧିକ କଂଗ୍ରେସ କର୍ମୀ। ଘଟଣାକୁ ଦୁଇ ଦିନ ବିତିଯାଇଛି ହେଲେ ଏପର୍ଯ୍ୟନ୍ତ କାହିଁକି କାହାରିକୁ ଗିରଫ କରାଯାଇନାହିଁ ବୋଲି…
ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନ ବିବାଦ, ହାଜର ହେଲେ ସୋମାଲିକା…
ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନ ବିବାଦ ନେଇ କଟକ ସଵ ରେଜିଷ୍ଟ୍ରାରଙ୍କ କୋର୍ଟରେ ହାଜର ହେଲେ ବାନ୍ଧବୀ ସୋମାଲିକା। ଅଭିଯୋଗକାରିଣୀ ସୋମାଲିକା ନୋଟିସ ପାଇ ବିବାହ ପଞ୍ଜିକରଣ ଅଧିକାରୀଙ୍କ ନିକଟରେ ପହଞ୍ଚିଛନ୍ତି ।
କିନ୍ତୁ ବିବାହ ପାଇଁ ଆବେଦନ…
ସବୁ ରାଜ୍ୟରେ ବାଣ ବିକ୍ରି ଓ ବ୍ୟବହାର ଉପରେ ନିଷେଧାଦେଶ ଲାଗୁ: ସୁପ୍ରିମ କୋର୍ଟ…
ରାଜଧାନୀ ଦିଲ୍ଲୀରେ ବାଣ ବିକ୍ରି ଓ ବ୍ୟବହାର ଉପରେ ୨୦୧୮ରେ ସୁପ୍ରିମ କୋର୍ଟ ଜାରି କରିଥିବା ନିଷେଧାଦେଶ ଦେଶର ସମସ୍ତ ରାଜ୍ୟ ପାଇଁ ଲାଗୁ ବୋଲି ଆଜି ସ୍ପଷ୍ଟ କରିଛନ୍ତି କୋର୍ଟ। ରାଜସ୍ଥାନର ଉଦୟପୁର ବାୟୁମଣ୍ଡଳ ବିଷାକ୍ତ ହେବା ନେଇ ହୋଇଥିବା ଏକ ଆବେଦନର ଶୁଣାଣି ସମୟରେ…
ରାଜଧାନୀରେ ୨୪ ଘଣ୍ଟାରେ ୩ ହତ୍ୟାକାଣ୍ଡ…
ଭୁବନେଶ୍ୱର:୨୪ ଘଣ୍ଟାରେ ତିନି ତିନୋଟି ହତ୍ୟାକାଣ୍ଡ । ଆଉ କେଉଁଠି ନୁହେଁ ଖୋଦ ରାଜଧାନୀ ଭୁବନେଶ୍ୱର ଛାତିରେ । ୨ ଜଣ ମହିଳା ଓ ଜଣେ ଶିଶୁକନ୍ୟାଙ୍କୁ ନିର୍ମମ ହତ୍ୟା । ଯେମିତି ରାଜଧାନୀରେ ଅସୁରକ୍ଷିତ ନାରୀ । ଗତକାଲି ୩ ବର୍ଷର ଝିଅକୁ ବଳାତ୍କାର ହତ୍ୟା ପରେ ଜଣେ ମହିଳାଙ୍କୁ …