Browsing Category

ଓଡିଶା

ଐତିହାସିକ ବାଲିଯାତ୍ରାରେ ପ୍ରଥମ ଥର ପାଇଁ ଦେଖିବାକୁ ମିଳିବ ଟନେଲ ଆକ୍ୱାରିୟମ

କଟକ: ବାଲିଯାତ୍ରାରେ ମିଳିବ ବ୍ୟାଙ୍କକର ମଜା। କାରଣ ଐତିହାସିକ ବାଲିଯାତ୍ରାରେ ପ୍ରଥମ ଥର ପାଇଁ ଆସୁଛି ୱାଟର ଟନେଲ ଆକ୍ୱାରିୟମ। ୨୦୦ ଫୁଟ ଲମ୍ବ ଏବଂ ୬୦ ଫୁଟ ଚଉଡ଼ା ଏହି ଆକ୍ୱାରିୟମରେ ମଜା ଉଠାଇପାରିବେ ଲୋକେ। ୩୬୦ ଡିଗ୍ରୀ ଦୃଶ୍ୟ ସହିତ ମିଳିବ ବିଦେଶୀ…

ବିଧାନସଭାରେ ମହେଶ୍ଵରଙ୍କ ଶେଷ ଦର୍ଶନ, ଦିଆଗଲା ଗାର୍ଡ ଅଫ ଅନର…

ଭୁବନେଶ୍ଵର: ବିଧାନସଭା ପରିସରରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମରଶରୀର । ସମସ୍ତ ମନ୍ତ୍ରୀ ଓ ବିଧାୟକ ସେଠାରେ ମହେଶ୍ୱରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବିଧାନସଭାରେ ମହେଶ୍ବର ମହାନ୍ତିଙ୍କୁ ଗାର୍ଡ ଅପ୍ ଅନର୍ ଦିଆଗଲା। ପରେ…

ବଙ୍ଗୋପସାଗରରେ ଭୂକମ୍ପ ଝଟକା…

ସକାଳୁ ସକାଳୁ ବଙ୍ଗୋପସାଗରରେ ଭୂକମ୍ପ ଅନୁଭୂତ । ଏହି ଭୂକମ୍ପ ସକାଳ ୫.୩୨ ରେ ହୋଇଥିବା ସୂଚନା ମିଳିଛି । ଏହାର ତୀବ୍ରତା ୪.୨ ରହିଥିଲା । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ବଙ୍ଗୋପସାଗରର ଖାଡିରେ ୧୦ କିଲୋମିଟର ଗଭୀରରେ ଏହି ଭୂକମ୍ପ ଥିଲା । ଏହି…

ଫସଲ ବୀମାରେ ଠକେଇ, ୧୪ ଅଭିଯୁକ୍ତ ଗିରଫ…

ବଲାଙ୍ଗୀର : ଫସଲ ବୀମାରେ ଠକେଇ । ଜମିପଟ୍ଟା ଜାଲିଆତି କରି ଠକେଇ କରିଥିବା ୧୪ ଅଭିଯୁକ୍ତ ଗିରଫ କରିଛି ବଲାଙ୍ଗିର ସାଇବର ଥାନା ପୋଲିସ । ଅସଲି ଜମିରେ ନକଲି ଚାଷୀଙ୍କ ନାଁ ଦେଇ ଫସଲ ବୀମା ଆବେଦନ କରୁଥିଲେ । କୋଟି କୋଟି ଟଙ୍କା ହଡପ୍ କରୁଥିଲେ । ଏନେଇ କୃଷି ବିଭାଗ ପକ୍ଷରୁ ଅଭିଯୋଗ…

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ…

ପୁରୀ/ ଭୁବନେଶ୍ବର: ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ଥିବା ଶ୍ରୀ ମହାନ୍ତିଙ୍କର ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଛି। ନଭେମ୍ବର ପହିଲାରୁ ଭୁବନେଶ୍ବରର କେୟାର…

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ବେଶ, ବନ୍ଦ ରହିବ ସାଧାରଣ ଦର୍ଶନ…

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହି ନୀତି ପାଇଁ ୩ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର…

ସମାଜ ସେବୀଙ୍କ ବିୟୋଗ ରେ ଶୋକସଭା…

ଫୁଲବାଣୀ : ସ୍ଵେଚ୍ଛାସେବୀ ଅନୁଷ୍ଠାନ ସ୍ଵାତୀ ତରଫରୁ ଏକ ଶୋକ ସଭା ଫୁଲବାଣୀ ସ୍ଥିତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଦାସ୍ତ ଅନୁଷ୍ଠାନର ପରିଚାଳକ ଦିବଂଗତ ରାଜକିଶୋର ଶର୍ମା ଙ୍କର ଗତ ୨ ତାରିଖ ରେ ହୃଦ୍‌ଘାତରେ ଦେହାନ୍ତ ହୋଇଯାଇଛି ।

ବ୍ରହ୍ମପୁର ବାର୍ ଆସୋସିଏସନ୍ ର ସଂକ୍ଷିପ୍ତ ସ୍ଵତନ୍ତ୍ର ସଂଶୋଧନ ଶିବିର…

ବ୍ରହ୍ମପୁର,୦୭/୧୧- ବ୍ରହ୍ମପୁର ଉପଖଣ୍ଡ ନିର୍ବାଚନ ବିଭାଗ ତରଫରୁ ବ୍ରହ୍ମପୁର ଉପଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣୀ ଙ୍କ ତତ୍ତ୍ଵାବଧାନରେ ଆଜି ବାର୍ ଆସୋସିଏସନ୍ ସଦସ୍ୟଙ୍କ ଉପସ୍ଥିତି ରେ ଏକ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ସମ୍ପର୍କିତ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି l ଏହି

ନିସର୍ତ୍ତ ରେ ଖବର ପ୍ରକାଶ ପରେ କାର୍ଯ୍ୟାନୁଷ୍ଠାନ : କବିସୂର୍ଯ୍ୟନଗର ରେ ନରେଗା ନାରେ ଦୁର୍ନୀତି ନେଇ ଥାନା ରେ…

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର କବିସୂର୍ଯ୍ୟନଗର ରେ ପୁଣି ନରେଗା ଘୋଟଲା ଅଭିଯୋଗ ରେ କବିସୂର୍ଯ୍ୟନଗର ଥାନାରେ ଆଉ ଏକ ଏତଲା ଦାଏର ହେବା ପରେ ଥାନା କେସ ନଂ 675/ 2023 ଦଫା 420, 34 IPC ରେ ମାମଲା ରୁଜୁ ହୋଇଥିବା ଆମର ହସ୍ତଗତ ହୋଇଛି। ଯାହା ସୂଚନା ମିଳିଛି ଗଞ୍ଜାମ ଜିଲ୍ଲା