Browsing Category

ଓଡିଶା

ନିଆଁରେ ପୋଡ଼ି ହୋଇ ସ୍ୱାମୀ-ସ୍ତ୍ରୀ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି…

ସୁନ୍ଦରଗଡ଼: ନିଆଁରେ ପୋଡ଼ି ହୋଇ ସ୍ୱାମୀ-ସ୍ତ୍ରୀ ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ। ଗୁରୁତର ଅବସ୍ଥାରେ ସ୍ବାମୀ ଶିବାଜୀ ଲାକ୍ରା ଓ ସ୍ତ୍ରୀ ଅନିତା ଲାକ୍ରା ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…

ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ…

ଭଦ୍ରକ : ସନ୍ଦେହଜନକ ଅବସ୍ଥାରେ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର । ମହିଳା ଜଣକ ଗର୍ଭବତୀ ଥିଲେ ଓ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧିନ ନପଙ୍ଗ ଚଣ୍ଡୀ ମା ପଡିଆ ନିକଟରୁ ମୃତଦେହ ଉଦ୍ଧାର କରାଯାଇଛି । ମୃତ…

ଲଣ୍ଡନରେ ଓଡ଼ିଆ ଶିକ୍ଷକଙ୍କୁ ମିଳିଲା ୱାର୍ଲଡ ବୁକ ଅଫ ରେକର୍ଡ ସମ୍ମାନ…

ବାଲେଶ୍ୱର: ଶିକ୍ଷା କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକର ଶିକ୍ଷକ ପିତାମ୍ବର ଖିଲାରଙ୍କୁ ଲଣ୍ଡନରେ ୱାର୍ଲଡ ବୁକ ଅଫ ରେକର୍ଡସ ଦ୍ୱାରା ସମ୍ମାନିତ କରାଯାଇଛି । ମଣିଷର ସେବା ପାଇଁ ଶିକ୍ଷାର ବିକାଶ ଉପରେ ତାଙ୍କର ଅତୁଳନୀୟ ଅବଦାନ…

ଆସନ୍ତାକାଲି ପ୍ରକାଶ ପାଇବ CAT ଆଡମିଟ୍ କାର୍ଡ…

କମନ୍ ଆଡମିଶନ ଟେଷ୍ଟ (CAT) ପାଇଁ ଆସନ୍ତାକାଲି ପ୍ରକାଶ ପାଇବ ଆଡମିଟ୍ କାର୍ଡ। ପଞ୍ଜୀକୃତ ପ୍ରାର୍ଥୀମାନେ ସରକାରୀ ୱେବସାଇଟ୍ – iimcat.ac.in ରୁ ସେମାନଙ୍କର ହଲ୍ ଟିକେଟ୍ ଡାଉନଲୋଡ୍ କରିପାରିବେ। ସରକାରୀ କାର୍ଯ୍ୟସୂଚୀ ଅନୁଯାୟୀ, CAT 2023…

ଥାନା ଭଙ୍ଗା ରୁଜା ଘଟଣା : ୧୦୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସମ୍ପୃକ୍ତ, ମାମଲା ରୁଜୁ କଲା ପୁଲିସ…

ବରଗଡ଼: ବରଗଡ଼ ଜିଲ୍ଲା ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା ନେଇ ମାମଲା ରୁଜୁ ହୋଇଛି। ଏନେଇ ସୂଚନା ଦେଇଛନ୍ତି ବରଗଡ଼ ଆରକ୍ଷୀ ଅଧୀକ୍ଷକ ପ୍ରହଲ୍ଲାଦ ମିନା। ସେ କହିଛନ୍ତି, ଗୋଟିଏ ଗାଡ଼ିରେ ଗଞ୍ଜେଇ ଚାଲାଣ ସୂଚନା ପାଇ ଅମ୍ବାଭୋନା ଥାନାଧିକାରୀ ବୁଲୁ ମୁଣ୍ଡା…

ବିଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ: ମଦ ବ୍ୟବସାୟକୁ ନେଇ ହତ୍ୟାକାଣ୍ଡ ଅଭିଯୋଗ । ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ ଏକଘରିଆ ଗାଁ ନିକଟରେ ଥିବା ଏକ ବିଲରୁ ଆଜି ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ନତଡା ଗାଁର ରତନ ନାଏକ ବୋଲି ଜଣାପଡିଛି । ରତନ ଗତ ଶନିବାର ଦିନଠାରୁ ଘରୁ…

ଭୁବନେଶ୍ବରରୁ ଜୟପୁରକୁ ଉଡିଲା ଦ୍ବିତୀୟ ବିମାନ…

ଭୁବନେଶ୍ବର : ଆଜିଠାରୁ ଭୁବନେଶ୍ୱରରୁ କୋରାପୁଟ ଜିଲ୍ଳା ଜୟପୁରରୁ ଉଡିଲା ଦ୍ୱିତୀୟ ବିମାନ। ଭୁବନେଶ୍ବରରୁ ଛାଡିଥିବା ଇଣ୍ଡିଆଓ୍ବାନ୍ ଏୟାର ବିମାନଟି ଜୟପୁରରେ ପହଞ୍ଚିଛି । ଆଜି ସକାଳୁ ୭ଟା ୧୦ରେ ଭୁବନେଶ୍ବରରୁ ଛାଡି ୮ଟା ୪୫ରେ ବିମାନଟି ଜୟପୁରରେ ପହଞ୍ଚିଛି ।…

ଡି-ବ୍ରଦର୍ସ ନାଁରେ ଟ୍ୟୁସନ ସାର୍ ଆଦାୟ କରୁଥିଲେ ଦାଦାବଟି, ୨ ଅଭିଯୁକ୍ତ ଗିରଫ

କଟକ: ଡି-ବ୍ରଦର୍ସ ନାଁରେ ଦାଦାବଟି ଆଦାୟ କରିବା ପଡିଲା ମହଙ୍ଗା। ବନ୍ଧା ହେଲେ ଦୁଇ ଅଭିଯୁକ୍ତ। କଟକରେ ପୁଣି ଧଳସାମନ୍ତ ଭ୍ରାତା ସୁଶାନ୍ତ ଏବଂ ସୁଶୀଲ ଧଳସାମନ୍ତଙ୍କ ନାଁରେ ଦାଦାବଟି ଆଦାୟ ଅଭିଯୋଗ ଆସିଛି। ଛତ୍ର ବଜାରର ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ୫ ଲକ୍ଷ…

ସ୍ୱର୍ଣ୍ଣଚୁଡ଼ ପାହାଡ଼ରୁ ନବଜାତ ଶିଶୁ କନ୍ୟା ଉଦ୍ଧାର…

ବାଲେଶ୍ଵର: ପୁଣି ଅଲୋଡା ହେଲା ଶିଶୁ କନ୍ୟା । ସ୍ଵର୍ଣ୍ଣଚୁଡ ପାହାଡ ନିକଟ ଏକ ମସଜିଦ ସମ୍ମୁଖରେ ଶିଶୁ କନ୍ୟାକୁ ଛାଡି ଚାଲିଗଲେ ନିଷ୍ଠୁର ବାପା-ମା । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ । ଶିଶୁଟିର କାନ୍ଦ ଶୁଣିବା ପରେ…