Browsing Category

ଓଡିଶା

କମେଣ୍ଟ ମରାକୁ ନେଇ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ଭୁବନେଶ୍ବର : କମେଣ୍ଟ ମରାକୁ ନେଇ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୩ ଜଣ ଛାତ୍ର ଆହତ ହୋଇଛନ୍ତି। ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ ଥିବା ରିଜିଓନାଲ ଇନଷ୍ଟିଚ୍ୟୁଟ ଅଫ୍ ଏଜୁକେସନ କଲେଜରେ। ଗତକାଲି କଲେଜର ଦୁଇ ଗୋଷ୍ଠୀର କିଛି ଛାତ୍ର କଳିଙ୍ଗ ଷ୍ଟାଡିୟମକୁ…

ସ୍କୁଲ ପରିସରରେ ସରକାରୀ କାର୍ଯ୍ୟକ୍ରମ, ବଦଳିଗଲା ପରୀକ୍ଷା ସମୟ…

ସମ୍ବଲପୁର : ସରକାରୀ କାର୍ଯ୍ୟକ୍ରମ ପାଇଁ ବଦଳିଗଲା ସ୍କୁଲ ଛାତ୍ରଛାତ୍ରୀଙ୍କ ପରୀକ୍ଷା ସମୟ। ସ୍କୁଲ ପରିସରରେ ସରକାରୀ କାର୍ଯ୍ୟକ୍ରମ ଆୟୋଜନ କରିବା ନିମନ୍ତେ ନିର୍ଦ୍ଧାରିତ ସମୟ ପୂର୍ବରୁ କରାଗଲା ପରୀକ୍ଷା। ଏଥିଯୋଗୁ ପ୍ରଶ୍ନପତ୍ର ଲିକ୍‌ ହେବାର ସମ୍ଭାବନା ଦେଖା…

‘ପୃଥକ ଅଳିଆ ଦିଅନ୍ତୁ, ନ ହେଲେ ନିଆଯିବ ଆକ୍ସନ’

ଭୁବନେଶ୍ବର : ‘ପୃଥକ ପୃଥକ ଅଳିଆ ଦିଅନ୍ତୁ , ନ ହେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ ।’ ଆଜି କିଛି ଏଭଳି ଭାବେ ରାଜଧାନୀବାସୀଙ୍କୁ ଚେତାଇଛନ୍ତି ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତା କୁଲାଙ୍ଗେ । ସୈନକ ସ୍କୁଲ ପାଖ ଅଳିଆ ପାହାଡ଼କୁ ନେଇ ଅତିଷ୍ଠ ହେଲେଣି ଲୋକେ ।…

ରକ୍ତମୁଖା କଲରାପତରିଆ ବାଘ; ନାବାଳକଙ୍କ ପରେ ମହିଳାଙ୍କୁ ମାରି ଖାଇଲା

ସୁନାବେଡା : ମାତ୍ର ୫ ଦିନ ବ୍ୟବଧାନରେ ପୁଣି ଥରେ ମାତିଲା କଲରାପତରିଆ ବାଘ। ଜଣେ ନାବାଳକଙ୍କୁ ଝାମ୍ପି ଖାଇବା ପରେ ଆଜି ଜଣେ ମହିଳାଙ୍କୁ ମାରି ଖାଇଛି କଲରାପତରିଆ ବାଘ। ନୂଆପଡ଼ା ସଦର ରେଞ୍ଜ ଧରମବନ୍ଧା ସେକ୍ସନରେ ଏକ କଲରାପତରିଆ ବାଘ ଏପରି ଆତଙ୍କ ଖେଳାଇଥିବା ବେଳେ ଲୋକେ ଭୟଭୀତ ହୋଇ…

କ୍ଲାସ୍‌ରେ ଚିତ୍କାର କରୁଛନ୍ତି ଛାତ୍ରୀ; ଦାନ୍ତ କଡ଼ମଡ଼ କରି ଘୁଷୁରି ଘୁଷୁରି ବୁଢ଼ା ବର ଗଛ ମୂଳକୁ ଯାଉଛନ୍ତି…

ଭଦ୍ରକ : କ୍ଲାସ୍‌ରେ ଚିତ୍କାର କରୁଛନ୍ତି ଛାତ୍ରୀ। ଜଣେ କି ଦୁଇ ଜଣ ନୁହେଁ, ଏକାଧିକ ଛାତ୍ରୀ ଚିତ୍କାର କରୁଛନ୍ତି। ଦାନ୍ତ କଡ଼ମଡ଼ କରି ଘୁଷୁରି ଘୁଷୁରି ସ୍କୁଲ କ୍ୟାମ୍ପସରେ ଥିବା ବୁଢା ବର ଗଛ ମୂଳକୁ ଯାଉଛନ୍ତି। ଗତ ଅକ୍ଟୋବର ମାସରୁ ଏପରି ଚିତ୍ର ଦେଖିବାକୁ ମିଳୁଛି…

ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ ଗିରଫ…

ଭୁବନେଶ୍ବର: ଓଡ଼ିଆ ଟିଭି ଚ୍ୟାନେଲ୍‌ର ଜଣେ କାର୍ଯ୍ୟରତ ସାମ୍ବାଦିକା ଦେବସ୍ମିତାଙ୍କୁ ଶୁକ୍ରବାର ଦିନ ମାଡ଼ମାରିବା ମାମଲାରେ ଶନିବାର କମିସନରେଟ୍‌ ପୁଲିସ ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ (ଟୁଟୁ)ଙ୍କୁ ଗିରଫ କରିଛି। ଗିରଫ ପୂର୍ବରୁ ଖାରବେଳ ନଗର ଥାନା ପୁଲିସ ଟୁଟୁ…

ପଞ୍ଚାୟତିରାଜ ବିଭାଗରେ ଚାକିରି ଦେବାକୁ କହି ଠକିନେଲେ ୧୫ କୋଟି…

ସୁନ୍ଦରଗଡ଼: ଚାକିରି ନାଁରେ ସାଂଘାତିକ ଠକେଇ। ପଞ୍ଚାୟତିରାଜ ବିଭାଗରେ ଚାକିରି ଦେବାକୁ କହି ରାଜ୍ୟର ପ୍ରାୟ ୧୨ ଶହ ଯୁଵକଯୁବତୀଙ୍କ ଠାରୁ ଠକି ନେଲେ ପ୍ରାୟ ୧୫ କୋଟି ଟଙ୍କା। ସେଥିମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର ବି ଅନେକ ଯୁବକଯୁବତୀ ରହିଛନ୍ତି। ସେମାନଙ୍କୁ ପଞ୍ଚାୟତିରାଜ ବିଭାଗରେ…

ନଭେମ୍ବର ୬ରୁ ଭୁବନେଶ୍ୱର-ଜୟପୁର ମଧ୍ୟରେ ଆରମ୍ଭ ହେବ ଦ୍ବିତୀୟ ବିମାନ ସେଵା

ଭୁବନେଶ୍ୱର/କୋରାପୁଟ: ନଭେମ୍ବର ୬ ତାରିଖରୁ ଭୁବନେଶ୍ୱର-ଜୟପୁର ମଧ୍ୟରେ ଆରମ୍ଭ ହେବ ଦ୍ବିତୀୟ ବିମାନ ସେଵା। ସପ୍ତାହକୁ ସୋମବାର ଓ ଶୁକ୍ରବାର ଏହି ଦୁଇ ଦିନ ଉଡ଼ିବ ବିମାନ। ଏନେଇ ଟ୍ବିଟ୍ କରି ସୂଚନା ଦେିଇଛି ବିମାନ ସେବା ଯୋଗାଉଥିବା ସଂସ୍ଥା ଇଣ୍ଡିଆ ଓ୍ବାନ୍ ଏୟାର।…

ସାଲେପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଡିଭିଜନର ସହକାରୀ ଯନ୍ତ୍ରୀ ଗିରଫ…

କଟକ/ଡେରାବିଶ: କଟକ ଜିଲ୍ଲା ସାଲେପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଡିଭିଜନର ସହକାରୀ ଯନ୍ତ୍ରୀ ଅର୍ଜୁନ ଚରଣ ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସହକାରୀ ଯନ୍ତ୍ରୀ ଅର୍ଜୁନ ଚରଣ ସାହୁଙ୍କ ଆଖିଖୋସା…

ପଞ୍ଚଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର ବାଣ ଜବତ, ମାଲିକ ଅଟକ…

ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ଆଡଙ୍ଗବଜାରେ ଥିବା ଏକ ବାଣ ଗୋଦାମରେ ସୋର ପୁଲିସ ଅଚନାକ ଭାବେ ଚଢ଼ଉ କରି ପଞ୍ଚ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର ବାଣ ଜବତ କରିଥିବା ଜଣାପଡିଛି। ସୂଚନା ଅନୁସାରେ ସୋର ଥାନାଧିକାରୀ ପ୍ରଭାଂଶୁ ଶେଖର ମିଶ୍ରଙ୍କ ନେତୃତ୍ୱରେ ଏସ ଆଇ ବିଜୟ…