Browsing Category

ଓଡିଶା

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ସଂଖ୍ୟା ୩କୁ ବୃଦ୍ଧି…

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ଗତ ୭ ଦିନ ମଧ୍ୟରେ ୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬୨୮ ନୂଆ କୋଭିଡ୍-୧୯ ସଂକ୍ରମଣ…

ଭିଜିଲାନ୍ସ ଜାଲରେ ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର, ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ

ଭିଜିଲାନ୍ସ ଜାଲରେ ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର । ଭୁବନେଶ୍ବର ଇଡକୋ ଚିଫ୍ ମ୍ୟାନେଜର ସରୋଜ କାନ୍ତ ମହାନ୍ତିଙ୍କ ଘରେ ରେଡ୍ । ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଉଛି । ଭୁବନେଶ୍ବର ଶୈଳଶ୍ରୀ ବିହାରରେ ଥିବା…

ବୁଦ୍ଧେଶ୍ୱରୀ କଲୋନୀରେ ବିରୋଧ ଘଟଣା; କ୍ଷୋଭର ସହ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା…

ଭୁବନେଶ୍ୱର: ରାଜଧାନୀର ବୁଦ୍ଧେଶ୍ୱରୀ କଲୋନୀ ଦେଇ ସାଂସଦ ଅପରାଜିତା ଷଡ଼ଙ୍ଗୀ ଯାଉଥିବା ବେଳେ କିଛି ଲୋକ ଆସି ତାଙ୍କ କାର ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାସ୍ତା ଅବରୋଧ କରିବା ପରେ ଅପରାଜିତା ଷଡ଼ଙ୍ଗୀ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିର ସମ୍ମୁଖୀନ…

ଗର୍ଭବତୀଙ୍କୁ ୩ କିମି କାନ୍ଧରେ ବୋହିଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ…

ରାୟଗଡା : ରାୟଗଡାରେ ପୁଣି ଜନନୀ ଯନ୍ତ୍ରଣା । ୩ କିମି ଖାଲ ଖମା, ନଈ ନାଳରେ କାନ୍ଧରେ ବୁହା ହୋଇ ମେଡ଼ିକାଲ ଗଲେ ଗର୍ଭବତୀ । ରାୟଗଡା ଜିଲ୍ଲା ସୀମାନ୍ତ ଲକ୍ଷ୍ମୀପୁର ବ୍ଲକ ପିପଲ ପଦର ପଞ୍ଚାୟତ ଅନ୍ତର୍ଗତ ବାଘମାରି ଗ୍ରାମର ଘଟଣା । ଗର୍ଭବତୀ ମହିଳା ଅଭି…

ଜାନୁଆରୀରେ ମାଲକାନଗିରି ବିମାନବନ୍ଦରର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆସନ୍ତାମାସ ଜାନୁଆରୀରେ ମାଲକାନଗିରି ବିମାନବନ୍ଦରର ଉଦଘାଟନ କରିବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଉଲ୍ଲେଖନୀୟ ଭିତ୍ତିଭୂମି ପ୍ରକଳ୍ପ ଏହି ଅଞ୍ଚଳରେ ପରିବର୍ତ୍ତନ ଆଣିବ, ଅର୍ଥନୈତିକ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବ ଏବଂ ଓଡ଼ିଶାର…

କୁମ୍ଭୀର ଗଣନା ପାଇଁ ଜାନୁଆରୀ ୫ରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ…

ରାଜନଗର: ଜାନୁଆରୀ ୫ରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ଗଣନା ପାଇଁ ଜାନୁଆରୀ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ । ୯ଦିନ ଧରି ବନ୍ଦ ରହୁଥିବାରୁ ପର୍ଯ୍ୟଟକଙ୍କୁ ନଆସିବାକୁ ରାଜନଗର ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବୋଟ୍…

ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନ ତ୍ୱରାନ୍ୱିତ କରିବାକୁ ବ୍ୟାଙ୍କଗୁଡ଼ିକୁ ରାଜ୍ୟ ସରକାରଙ୍କ ଅନୁରୋଧ…

ଭୁବନେଶ୍ୱର: ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଧାର୍ଯ୍ୟ ଲକ୍ଷ୍ୟ ହାସଲ କରିବାକୁ ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ଋଣ ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ରାଜ୍ୟ ସରକାର ବ୍ୟାଙ୍କଗୁଡ଼ିକୁ ଅନୁରୋଧ କରିଛନ୍ତି। ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ଜଣାପଡ଼ିଛି ଯେ…

ଆନନ୍ଦ ଭବନରୁ ଶଙ୍ଖ ଭବନକୁ ସାଇକେଲ ଶୋଭାଯାତ୍ରା…

କଟକ : ବିଜୁ ଜନତା ଦଳର ଆଜି ୨୭ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ କଟକ ସ୍ଥିତ ଆନନ୍ଦ ଭବନରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଅନେକ ନେତା, ମନ୍ତ୍ରୀ ଓ କର୍ମୀମାନେ ଆସି ମାଲ୍ୟର୍ପଣ କରିଥିଲେ । ଆନନ୍ଦ ଭବନ ଠାରୁ ଭୁବନେଶ୍ୱର ଶଙ୍ଖ ଭବନ ପର୍ଯ୍ୟନ୍ତ ବିଶାଳ ସାଇକେଲ ଯାତ୍ରା ଅନୁଷ୍ଠିତ…

୨୭ ବର୍ଷରେ ପାଦ ଥାପିଲା ବିଜେଡି; ରାଜ୍ୟବ୍ୟାପୀ ଗଣଦୌଡ, ରକ୍ତଦାନ, ବୃକ୍ଷରୋପଣ କାର୍ଯ୍ୟକ୍ରମ…

ଭୁବନେଶ୍ବର : ୨୭ ବର୍ଷରେ ପାଦ ଥାପିଲା ବିଜେଡି । ଆଜି ଦଳ ତାର ୨୭ତମ ପ୍ରତିଷ୍ଠା ଦିବସ ପାଳନ କରୁଛି । ଏଥିଲାଗି ପୁରା ସଜେଇ ହୋଇଛି ଶଙ୍ଖ ଭବନ । ସବୁ ପ୍ରସ୍ତୁତି ପ୍ରାୟ ସରିଛି । ପ୍ରତି ନିର୍ବାଚନମଣ୍ଡଳୀ ସହ ଶଙ୍ଖ ଭବନରେ ମଧ୍ୟ ପାଳନ ହେବ…

ଶ୍ରୀମନ୍ଦିରରେ ବଢ଼ିବ ସୁରକ୍ଷା ବ୍ୟବସ୍ଥା; ସ୍ବତନ୍ତ୍ର ବାଟାଲିୟନ୍‌କୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ, ମୁତୟନ ହେବେ…

ଭୁବନେଶ୍ୱର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ଅଧିକ ମଜବୁତ୍‌ ହେବ। ରାଜ୍ୟ ସରକାର ଏଥି ପାଇଁ ପଦକ୍ଷେପ ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ବତନ୍ତ୍ର ବାଟାଲିୟନ୍‌ ମୁତୟନ ହେବେ। ଏଥି ପାଇଁ ସ୍ବତନ୍ତ୍ର ବାଟାଲିୟନ୍‌ ଗଠନ ହେବ।…