Browsing Category

ଓଡିଶା

୨୦୨୪ରେ ରେକର୍ଡ ବିଜୟ ପାଇଁ ବିଜେପିର ରାଷ୍ଟ୍ରୀୟ ପଦାଧିକାରୀ ବୈଠକରେ ରଣନୀତି ପ୍ରସ୍ତୁତ ହୋଇଛି: ମନମୋହନ ସାମଲ

ଭୁବନେଶ୍ବର: ଓଡ଼ିଶାରେ ୫୧ ପ୍ରତିଶତ ଭୋଟ୍ ଟାର୍ଗେଟ ଉପରେ ଫୋକସ୍ କରିବାକୁ ବିଜେପିର ରାଷ୍ଟ୍ରୀୟ ପଦାଧିକାରୀ ବୈଠକରେ ନିଷ୍ପତ୍ତି ହୋଇଛି। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଳମ୍ବିତ ରାତି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ…

କୋଭିଡକୁ ନେଇ ଆତଙ୍କିତ ହେବାର ନାହିଁ: ସ୍ୱାସ୍ଥ୍ୟ ନିର୍ଦେଶକ…

ଭୁବନେଶ୍ବର: ରାଜ୍ୟରେ କୋଭିଡର ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର ମତ ରଖିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଦୁଇଜଣ କୋଭିଡ ରୋଗୀ ଚିହ୍ନଟ ହୋଇଛନ୍ତି। ହେଲେ ଏହାକୁ ନେଇ ଆତଙ୍କିତ ହେବାର ନାହିଁ। ସେମାନଙ୍କ ଭିତରେ ଲକ୍ଷଣ ବହୁତ କମ୍…

ଓଡ଼ିଶା-ଆନ୍ଧ୍ର ସୀମାନ୍ତ କୁର୍ମାନୁର ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ…

ମାଲକାନଗିରି: ମାଲକାନଗିରି ପୋଲିସକୁ ମିଳିଛି ବଡ଼ ସଫଳତା । ଆଜି ମାଟିତଳୁ ଉଦ୍ଧାର କଲା ବିପୁଳ ପରିମାଣର ମାଓ ସାମଗ୍ରୀ । ଆନ୍ଧ୍ର ଓ ଓଡ଼ିଶା ସୀମା କାଳିମେଳା ଥାନା ଅନ୍ତର୍ଗତ କୁର୍ମାନୁର ଜଙ୍ଗଲରେ ସର୍ଚ୍ଚ ଅପରେସନରେ ନିୟୋଜିତ ଏସ୍‌ଓଜି ଓ ଡିବିଏଫ୍‌ ଯବାନମାନେ ମାଟି…

ନିଶା କାରବାର ଅଭିଯୋଗ, ୨ ବେପାରୀଙ୍କୁ କୋର୍ଟ ଚାଲାଣ

ପୁରୀ : ନିଶା କାରବାର ଅଭିଯୋଗରେ ପୁରୀ କୁମ୍ଭାରପଡ଼ା ଥାନା ପୋଲିସ ଦୁଇ ଜଣ ନିଶା ବେପାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଦୁଇ ବେପାରୀ ବାଘଆଖଡ଼ା ମଠ ଲେନର ସଞ୍ଜୟ କୁମାର ସାହୁ ଓ ମୋହନ ଭୋଇ। ସେମାନଙ୍କ ଠାରୁ ୪୬ଟି କଫ ସିରଫ ବୋତଲ ,ଗୋଟିଏ…

ରାଜଧାନୀରେ ୨ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ଘଟଣାରେ ୮ ଗିରଫ…

ଭୁବନେଶ୍ୱର: ଗତକାଲି (ରବିବାର) ଏୟାରପୋର୍ଟ ଛକ ନିକଟରେ ଧାରୁଆ ଅସ୍ତ୍ରରେ ଦୁଇ ଜଣ ଯୁବକଙ୍କୁ ଆକ୍ରମଣ ଘଟଣା । ଏଥିରେ ୮ ଜଣଙ୍କୁ ଗିରଫ କରିଛି କମିଶନରେଟ ପୁଲିସ । ବର୍ତ୍ତମାନ ୮ ଅଭିଯୁକ୍ତଙ୍କୁ ଫରେଷ୍ଟ ପାର୍କ ଓ କେଦାରପଲ୍ଲୀ ବସ୍ତିରୁ ଗିରଫ କରାଯାଇଥିବା ବେଳେ, ଏଥିରେ…

ପୋଖରୀରେ ବୁଡି ଦୁଇ ନାବାଳିକାଙ୍କ ମୃତ୍ୟୁ…

ସାଲେପୁର : ଦୁଇଜଣଙ୍କ ସଲିଳ ସମାଧି । ପୋଖରୀରେ ବୁଡି ଦୁଇ ନାବାଳିକାଙ୍କ ମୃତ୍ୟୁ । କଟକ ସଦର ଥାନା କୁରାଙ୍ଗ ପ୍ରଧାନ ଗାଁରେ ଘଟିଛି ଅଘଟଣ । ମୃତକ ହେଲେ ଅସ୍ରଫ୍ ଅହମ୍ମଦଙ୍କ ଝିଅ ସାଫିଆ ଖାତୁନ୍ ଓ ରାଜେଶ ସାହାନିଙ୍କ ଝିଅ ନନ୍ଦିନୀ କୁମାରୀ । ଦୁଇଜଣ ପଞ୍ଚାୟତ…

ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ବୁଡି ଯାଇ ପର୍ଯ୍ୟଟକ ମୃତ…

ପୁରୀ : ସମୁଦ୍ର ଗାଧୁଆ ପାଲଟିଲା କାଳ। ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ବୁଡି ଯାଇ ପର୍ଯ୍ୟଟକ ମୃତ। ଚକ୍ରତୀର୍ଥ ବେଳା ଭୂମିରେ ଗାଧୋଇବା ସମୟରେ ପ୍ରବଳ ଲହଡ଼ି ମାଡ଼ରେ ଜଣେ ପର୍ଯ୍ୟଟକ ଭାସିଯାଇଥିଲେ। ସେଠାରେ ଥିବା ଲାଇଫ ଗାର୍ଡମାନେ ତାଙ୍କୁ ତୁରନ୍ତ ଉଦ୍ଧାର କରି…

ମା’କୁ ଖୁଣ୍ଟିରେ ବାନ୍ଧିଥିବା ନିଷ୍ଠୁର ପୁଅକୁ ଗିରଫ କଲା ପୋଲିସ…

କେନ୍ଦୁଝର: କୋବି ଚୋରି ଅଭିଯୋଗରେ ମାକୁ ଖୁଣ୍ଟିରେ ବାନ୍ଧି ପକାଇଥିବା ନିଷ୍ଠୁର ପୁଅ ଶତ୍ରୁଘ୍ନ ମହନ୍ତ ଗିରଫ। ପୋଲିସ ନିଜ ଆଡୁ ମାମଲା ରୁଜୁ କରି ଏହି ଗିରଫ କରିଛି। ପରେ ଶତ୍ରୁଘ୍ନକୁ କୋର୍ଟରେ ହାଜର କରାଯାଇଥିବା ଜଣାପଡ଼ିଛି। ସଂପୃକ୍ତ ଖବରଟି ସୋଶିଆଲ ମିଡିଆରେ…

ବାହାରୁ ଆସୁଥିବା ଧାନ ବେପାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ…

ଭୁବନେଶ୍ବର : ଚିନ୍ତା ବଢାଇଲେ ବାହାର ବେପାରୀ । ବାହାରୁ ଆସୁଥିବା ଧାନ ବେପାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ରହିଛି । ବେପାରୀ ଏବଂ ଦଲାଲଙ୍କ ଉପରେ ଦୃଷ୍ଟି ଦେବାକୁ ସମବାୟ ବିଭାଗ ନିର୍ଦ୍ଦେଶ ଦେଇଛି । ଚେକ ପଏଣ୍ଟ ଗୁଡିକରେ ଚେକିଂ କୁ କଡାକଡି କରିବାକୁ ପରାମର୍ଶ…

ଖଣ୍ଡା ବୁଲାଇ ଡରାଉଥିଲା ଯୁବକ, ନିଜେ ହେଲା ଗୁରୁତର…

ଭୁବନେଶ୍ୱର : ଏବେ ଚାଲିଆଡେ ନୂଆବର୍ଷ ପାଇଁ ସେଲିବ୍ରେସନର ମାହୋଲ । ଯେପରି କିଛି ଅଘଟଣ ନଘଟେ ସେଥିପାଇଁ ସଜାଗ କମିସନରେଟ ପୋଲିସ୍ । ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ଯେପରି କୌଣସି ଅଘଟଣ ନଘଟେ ସେଥିପାଇଁ ଗାଇଡଲାଇନ୍ ପ୍ରସ୍ତୁତ କରାଯାଇଛି । କିନ୍ତୁ ଏତେ ସବୁ ପରେ ବି…