Browsing Category

ଓଡିଶା

ହଇଜା ନେଲା ଆଉ ଏକ ଜୀବନ

ରାଉରକେଲା : କଲେରା ଆକ୍ରାନ୍ତଙ୍କ ସଂଖ୍ୟା କମ ହେଉଥିବା ପ୍ରଶାସନ ତରଫରୁ କୁହାଯାଉଥିବା ବେଳେ ଏବେ ମଧ୍ୟ ସ୍ଥିତି ଚିନ୍ତା ଜନକ ରହିଛି। ହଇଜା ନେଇଛି ଆଉ ଏକ ମୁଣ୍ଡ। ମୃତକ ହେଲେ ପଙ୍କଜ ମଣ୍ଡଳ। ତାଙ୍କର ବୟସ ୪୪ ବର୍ଷ। ପଙ୍କଜଙ୍କୁ ମିଶାଇ ଆଜି ସୁଦ୍ଧା ୧୫ ଜଣଙ୍କ…

ଘରୋଇ ନର୍ସିଂ ହୋମରେ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁଁ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ଯାଜପୁର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ଚାଲିଗଲା ମହିଳାଙ୍କ ଜୀବନ l ନର୍ସିଂହୋମ ଘେରିଲେ ପରିବାର ଲୋକେ । ଯାଜପୁର ମାନସାପୋଲ ନିକଟରେ ଓମ ସାଇ ନର୍ସିଂହୋମରେ ଗର୍ଭବତୀ ମହିଳାଙ୍କର ମୃତ୍ୟୁ ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି l ମୃତ…

+2 ଫେଲ୍‌ ଥିଲା ଡାକ୍ତର ବୁଖାରି, କିନ୍ତୁ ୬ଟି ଭାଷାରେ ଥିଲା ପାରଙ୍ଗମ

ଭୁବନେଶ୍ୱର : ସନ୍ଦିଗ୍ଧ କାଶ୍ମୀର ଆତଙ୍କୀ ସୟିଦ ଇଶାନ ବୁଖାରିକୁ ନେଇ ଆସିଛି ନୂଆ ତଥ୍ୟ l STF ହାତରେ ସନ୍ଦିଗ୍ଧ ଆତଙ୍କବାଦୀ ବୁଖାରୀର CDR। ତା ମୁହଁରୁ ଗୋଟି ଗୋଟି ସତ ଉଗାରୁଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏକାଧିକ ଲୋକଙ୍କ ସହ ହ୍ଵାଟ୍ସଆପ ସହ ଫୋନରେ କଥା…

ବିଚ୍‌ ରାସ୍ତାରେ ଜିଆର୍‌ଏସ୍‌ଙ୍କୁ ଛୁରାମାଡ଼

ଗଞ୍ଜାମ: ବିଚ୍ ରାସ୍ତାରେ ଜିଆର୍‌ଏସ୍‌ଙ୍କୁ ଛୁରାମାଡ଼। ଗ୍ରାମ ରୋଜଗାର ସେବଙ୍କୁ ଗାଁ ମଝିରେ ଛୁରାମାଡ଼ କଲେ ଦୁର୍ବୃତ୍ତ। ଫଳରେ ସେ ଗୁରୁତର ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗଞ୍ଜାମ ଜିଲ୍ଲା ବୁଗୁଡା ଥାନା କଳମ୍ବ ଆନ୍ତରପଡାରେ ଘଟିଛି ଏଭଳି କିଛି…

ସୁନ୍ଦରଗଡରେ ମାଓ ପୋଷ୍ଟର, ଗୋ ଚାଲାଣ ବନ୍ଦ ପାଇଁ ଚେତାବନୀ

ସୁନ୍ଦରଗଡ : ସୁନ୍ଦରଗଡରେ ମାଓ ପୋଷ୍ଟର । ଗୋ ଚାଲାଣ ବନ୍ଦ ପାଇଁ ଲାଗିଲା ପୋଷ୍ଟର । ସୁନ୍ଦରଗଡ ଘୋରୋଇ ବସଷ୍ଟାଣ୍ଡରେ ଲାଗିଛି ପୋଷ୍ଟର। ଗତକାଲି ରାତି ଏହି ପୋଷ୍ଟର ଲାଗିଥିବା ଅନୁମାନ କରାଯାଉଛି। ଛତିଶଗଡ ,ଝାରଖଣ୍ଡ ସମେତ ସୁନ୍ଦରଗଡ଼ରେ ଦିନକୁ ଦିନ ଗୋ ଚାଲାଣ ବୃଦ୍ଧି…

ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ

ପୁରୀ : ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଗତକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯାଇଛି। ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯଜ୍ଞ ନେଇ ଆଲୋଚନା…

ପୁରୀ: ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଯଜ୍ଞ ନେଇ ଗତକାଲି ସନ୍ଧ୍ୟାରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଯଜ୍ଞ, ସଂକୀର୍ତ୍ତନ ଓ ବେଦପାଠ ପାଇଁ ଗଠିତ ତିନୋଟି ସବକମିଟିର କାର୍ଯ୍ୟ ସମ୍ପର୍କରେ ଆଲୋଚନା…

ଲୋକାର୍ପିତ ହୋଇଛି ବାଲୁକାଶିଳ୍ପୀ ମାନସ କୁମାର ସାହୁଙ୍କ ବାଲୁକା ପାର୍କ…

ପୁରୀ: ଚାଲିଛି ପର୍ଯ୍ୟଟନ ଋତୁ । ପୁରୀ ବେଳାଭୂମିରେ ଲାଗି ରହୁଛି ପର୍ଯ୍ୟଟକଙ୍କ ଭିଡ଼ । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବାଲୁକା ଶିଳ୍ପୀ ମାନସ ସାହୁଙ୍କ ନିଆରା ପ୍ରୟାସ । ସବୁବର୍ଷ ଭଳି ଚଳିତବର୍ଷ ମଧ୍ୟ ଖ୍ରୀଷ୍ଟମାସ ଉପଲକ୍ଷେ ପୁରୀ ଲାଇଟ୍ ହାଉସ ନିକଟସ୍ଥ ମାନସ…

ପଦ୍ମପୁୁରକୁ ଜିଲ୍ଲା ମାନ୍ୟତା ଦେବାକୁ ପ୍ରସ୍ତୁତି ବେଳେ ରାଜ୍ୟ ସରକାରକୁ ହାଇକୋର୍ଟଙ୍କ ଝଟକା

କଟକ: ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦେବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଥିବା ବେଳେ ହାଇକୋର୍ଟ ଏହି ମାମଲାରେ ଦାୟର ଆବେଦନର ଶୁଣାଣି କରି ଏକ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି। ଯେଉଁଥିରେ ହାଇକୋର୍ଟଙ୍କ ବିନା ନିର୍ଦ୍ଦେଶରେ ନୂଆ ଜିଲ୍ଲା ଗଠନ…

ASO ଚୟନ: ମେରିଟ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ

କଟକ: ASO ଚୟନ ମେରିଟ ଲିଷ୍ଟ କାଏମ୍‌ ରଖିଛନ୍ତି ହାଇକୋର୍ଟ । OPSC ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି ବୋଲି କହିବା ସହ ୧୧୦୪ ଜଣଙ୍କ OPSC ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ। ତେବେ ଯେଉଁଠୁ ପ୍ରକ୍ରିୟା ବନ୍ଦ ରହିଥିଲା ସେଠାରୁ ହିଁ ଚାଲୁ…