Browsing Category

ଓଡିଶା

ଚିକିତ୍ସାରେ ଅବହେଳା ଯୋଗୁଁ ଚାଲିଗଲା ପ୍ରସୂତିଙ୍କ ଜୀବନ; ମେଡିକାଲରେ ଉତ୍ତେଜନା

ପୁରୀ: ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା । ମୃତକ ହେଉଛନ୍ତି ପୁରୀ ସଦର ଶାସନ ଦାମୋଦରପୁର ଗାଁର ଗଙ୍ଗାଧର ପରିଡ଼ାଙ୍କ ଝିଅ ରୋଜାଲିନ ପରିଡ଼ା । ସେ ପ୍ରସବ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପରିବାର ଲୋକେ ସଦର ମୁଖ୍ୟ ଚିକିତ୍ସାଳୟ ମାତୃ ଓ ଶିଶୁ

ପ୍ରଶ୍ନପତ୍ର ଲିକ ରୋକିବା ପାଇଁ ରାଜ୍ୟର ୨୧୧ ପରୀକ୍ଷା ହବରେ ଲଗାଯିବ AI କ୍ୟାମେରା

ଭୁବନେଶ୍ୱର : ପ୍ରଶ୍ନପତ୍ର ଲିକ ରୋକିବ AI କ୍ୟାମେରା ! ଉଭୟ ପରୀକ୍ଷାର୍ଥୀ ଓ ପର୍ଯ୍ୟବେକ୍ଷକ ଉପରେ ନଜର ରଖିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ଯୁକ୍ତ ଦୁଇ ପରୀକ୍ଷାର ପ୍ରଶ୍ନପତ୍ର ଲିକ ରୋକିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବ୍ୟବହାର କରିବ ଉତ୍କୃଷ୍ଟ AI

ମୁଖାଗ୍ନି ଦେଇ ବାପାଙ୍କ ଶେଷ ଇଚ୍ଛା ପୂରଣ କଲେ ଝିଅ

ନବରଙ୍ଗପୁର: ବାପାଙ୍କୁ ମୁଖାଗ୍ନି ଦେଲେ ଝିଅ । ଶ୍ମଶାନରେ ମୁଖାଗ୍ନି ଦେଇ ବାପାଙ୍କ ଶେଷ ଇଚ୍ଛା ପୂରଣ କଲେ। ନବରଙ୍ଗପୁର ଜିଲ୍ଲାର ବିଜେପି ଦଳର ପ୍ରତିଷ୍ଠାତା ଗଙ୍ଗାଧର ସାମନ୍ତରାୟଙ୍କ ମୃତ୍ୟୁ ପରେ ଝିଅ ସ୍ବାଗତିକା ସାମନ୍ତରାୟ ମୁଖାଗ୍ନି ଦେଇ ସମସ୍ତଙ୍କ ପାଇଁ ଏକ ଉଦାହରଣ ପାଲଟିଛନ୍ତି

ସଡକ ଦୁର୍ଘଟଣାରେ ଚାଲିଗଲା ୨ ଭାଇଙ୍କ ଜୀବନ

ଗୁଣୁପୁର : ରାୟଗଡ଼ା ଜିଲ୍ଲା ଗୁଣୁପୁର ଥାନା ଅନ୍ତର୍ଗତ ଲିମାମୋଡା ଗ୍ରାମ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣାରେ ଦୁଇ ଯୁବକ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ମୁନା କିମ୍ବାକା ଏବଂ କୃଷ୍ଣ କିମ୍ବାକା ବୋଲି ଜଣାପଡ଼ିଛି। ସେମାନେ ଗୁଡାରି ବ୍ଲକର

ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ଛାଡ଼ିଲେ ବରିଷ୍ଠ IAS ଅଧିକାରୀ ଅରବିନ୍ଦ ପାଢ଼ୀ

ଭୁବନେଶ୍ୱର: ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ । ବରିଷ୍ଠ IAS ଅଧିକାରୀ ଅରବିନ୍ଦ ପାଢ଼ୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ଛାଡ଼ିବା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ ଛାଡିବା ବେଳେ ଏକ ପୋଷ୍ଟରେ ଲେଖିଛନ୍ତି, “ପ୍ଲାଟଫର୍ମରେ ମୋର ଉପସ୍ଥିତି ସବୁବେଳେ ସରଳ ନୀତି ଉପରେ

ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍‌ ଗାନ କଲେ ଛାତ୍ରଛାତ୍ରୀ-ଶିକ୍ଷକ ଶିକ୍ଷୟିତ୍ରୀ

ଭୁବନେଶ୍ବର: ଆଜି ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ବନ୍ଦେ ମାତରମ୍ ଗାନ କରାଯାଇଛି । ‘ବନ୍ଦେ ମାତରମ୍‌’ର ୧୫୦ତମ ବାର୍ଷିକୀ ଅବସରରେ ସାମୂହିକ ଭାବେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଗାନ କରିଛନ୍ତି । ଛାତ୍ରଛାତ୍ରୀ ବନ୍ଦେ ମାତରମ୍ ଗାନ

୧୩ ଓ ୧୪ରେ ପୁଣି ଶୀତରେ ଥରିବ ସମଗ୍ର ରାଜ୍ୟ

ଭୁବନେଶ୍ୱର: ଦୁଇ ଦିନ ପରେ ପୁଣି ଶୀତରେ ଥରିବ ସମଗ୍ର ରାଜ୍ୟ । ଆକାଶରୁ ବାଦଲ ହଟିବା ପରେ ପୁଣି ବିଭିନ୍ନ ସ୍ଥାନରେ ଶୀତର ପ୍ରକୋପ ବଢ଼ିବ । ମଙ୍ଗଳବାର ଓ ବୁଧବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପାରଦ ପୁଣି ତଳମୁହାଁ ହେବ ଏହି ସମୟରେ ଅଧିକ ଶୀତ ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ

ନୂଆ ଲୋକସେବା ଭବନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଗକୁ ବିଧାନସଭା ଆସନ ସଂଖ୍ୟା ବଢିପାରେ । ବିଧାନସଭାରେ ଆଉ ୫୦ଟି ସିଟ୍ ବଢ଼ିପାରେ । ସେଣ୍ଟ୍ରାଲ ଭିଷ୍ଟା ଢାଞ୍ଚାରେ ହେବ ନୁଆ ଲୋକସେବା ଭବନ ଓ ବିଧାନସଭା । ସୀମା ନିର୍ଦ୍ଧାରଣ ପରେ ବଢ଼ିପାରେ ବିଧାନସଭା ସିଟ୍ ସଂଖ୍ୟା ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ୭୦

କମିଶନରେଟ ପୋଲିସକୁ ବଡ଼ ସଫଳତା : ୨୦ କୋଟି ଟଙ୍କାର ଠକେଇ, ଆନ୍ତଃରାଜ୍ୟ ଗ୍ୟାଙ୍ଗର ୧୨ସାଇବର ଠକଙ୍କୁ ବାନ୍ଧିଲା…

ଭୁବନେଶ୍ବର : ୨୦କୋଟି ଟଙ୍କାର ସାଇବର ଠକେଇ । କମିଶନରେଟ ପୋଲିସକୁ ବଡ଼ ସଫଳତା । ଆନ୍ତଃରାଜ୍ୟ ଗ୍ୟାଙ୍ଗର ୧୨ଗିରଫ । ଏଥିରେ ବିହାରର ୭, କେରଳର ୪, ଓଡ଼ିଶାରୁ ଜଣେ ଗିରଫ । ସେମାନଙ୍କ ନିକଟରୁ ୩୦ କି ପ୍ୟାଡ ମୋବାଇଲ, ୩୦ ଆଣ୍ଡ୍ରଏଡ ମୋବାଇଲ ଏବଂ ଅନେକ ଗୁରୁତ୍ଵ ପୂର୍ଣ୍ଣ

ବ୍ୟବସାୟୀଙ୍କୁ ପଥରରେ ଛେଚି ହତ୍ୟା

କଟକ: କଟକରେ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା । ଖାନନଗର ଅଞ୍ଚଳର ରାସ୍ତା କଡ଼ରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ । ମୃତ ମାଛ ବ୍ୟବସାୟୀ ପୁରୀଘାଟ ଅଞ୍ଚଳର ପପୁ ଦାଶ । ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ପୂର୍ବ ଶତ୍ରୁତା ନା