Browsing Category

ଓଡିଶା

ବ୍ରାଉନସୁଗର ବେପାରୀ ଗିରଫ, ୪୧ ଗ୍ରାମ ବ୍ରାଉନସୁଗର ଜବତ…

ତାଳଚେର: ପାର୍ବଣ ବେଳେ ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି । ତାଳଚେର ସହର ଉପକଣ୍ଠ ଓରା ସାହିରୁ ୪୧ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣେ ବେପାରିକୁ ଗିରଫ କରାଯାଇଛି ଏସଟିଏଫ । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ସେହି ସାହିର ସୁନୀଲ କୁମାର ଭୁତିଆ । ସୂଚନା…

ନଭେମ୍ବର ୯ରେ ରାଜ୍ୟର ସବୁ ଜଗନ୍ନାଥ ମନ୍ଦିର ସାମ୍ନାରେ ସଂକୀର୍ତ୍ତନ କରିବ କଂଗ୍ରେସ

ଭୁବନେଶ୍ବର: ଶ୍ରୀମନ୍ଦିରର ୪ ଦ୍ୱାର ଖୋଲିବା ପ୍ରସଙ୍ଗରେ କଂଗ୍ରେସ ଆସନ୍ତା ନଭେମ୍ବର ୯ ତାରିଖରେ ଓଡ଼ିଶାର ସମସ୍ତ ବ୍ଲକ, ସବଡିଭିଜନ ଓ ଏନ୍‌ଏସିରେ ଥିବା ଜଗନ୍ନାଥ ମନ୍ଦିର ଆଗରେ ସଂକୀର୍ତ୍ତନ ସତ୍ୟାଗ୍ରହ କରିବ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ…

ପାରିବାରିକ କଳହରୁ ସ୍ୱାମୀର ଯୌନାଙ୍ଗ କାଟିଦେଲା ସ୍ତ୍ରୀ…

ଅନୁଗୁଳ: ଝଗଡା ବେଳେ ସ୍ୱାମୀର ଯୌନାଙ୍ଗ କାଟିଦେଲା ସ୍ତ୍ରୀ । ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ କାଣ୍ଡସର ଗାଁର ଦାଣ୍ଡିଆ ସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର ସ୍ଵାମୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି । ସ୍ତ୍ରୀ ନାଁରେ ଥାନାରେ ଏତଲା ।…

ବାପାର ଗୋଇଠା ମାଡରେ ଗର୍ଭବତୀ ଝିଅର ମୃତ୍ୟୁ…

ମୟୂରଭଞ୍ଜ: ଗର୍ଭବତୀ ଝିଅର ପେଟକୁ ଲାତ ମାରିଲା ବାପା। ବିଧବା ଗର୍ଭବତୀ ଝିଅର ପେଟକୁ ବାପା ଗୋଇଠା ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ପଥରଖଣି ଗାଁରେ। ସୂଚନା ଅନୁସାରେ, ପଥରଖଣି ଗାଁର ଜିଠୁ…

ସିଆରପିଏଫ୍ କ୍ୟାମ୍ପରେ ସବ୍‌ ଇନ୍‌ସପେକ୍ଟରଙ୍କ ଆତ୍ମହତ୍ୟା

ନୂଆପଡ଼ା: ବୋଡେନ୍ ଥାନା ଖଡୁପାଣି ସିଆର୍‌ପିଏଫ୍‌ କ୍ୟାମ୍ପରେ ଅଘଟଣ। ନିଜ ବନ୍ଧୁକରୁ ଗୁଳିକରି ୧୯ନଂ ବାଟାଲିଅନ ସବ୍‌ ଇନ୍‌ସପେକ୍ଟରଙ୍କ ଆତ୍ମହତ୍ୟା। ମୃତକ ସବ୍‌ ଇନ୍‌ସପେକ୍ଟର ହେଲେ ଡି. ଗୁଣଶେଖରନ୍‌। ସେ ତାମିଲନାଡୁ ବାସିନ୍ଦା। କ୍ୟାମ୍ପରେ ନିଜ ଡ୍ୟୁଟି ସମୟରେ…

ନେତାଜୀ ବସ ଟର୍ମିନାଲ ବୁଲିଲେ 5T ଅଧ୍ୟକ୍ଷ ଭି କେ ପାଣ୍ଡିଆନ…

କଟକ : କଟକ ନେତାଜୀ ବସ ଟର୍ମିନାଲ ବୁଲିଲେ ଫାଇଭ ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଆଜି ଭୋର ସମୟରେ ଖାନନଗରରେ ବୁଲି ଦେଖିଲେ ବସଷ୍ଟାଣ୍ଡ। ଉଦଘାଟନ ପରେ ବସ ଟର୍ମିନାଲ ବୁଲି ଦେଖିବା ସହିତ ସୁବିଧା ଅସୁବିଧା ବୁଝିଥିଲେ। ଏହି ଗସ୍ତ ସମୟରେ ଉପସ୍ଥିତ ଥିଲେ ସିଡିଏ ଅଧ୍ୟକ୍ଷ…

ପ୍ରତିଘରୁ ସୃଷ୍ଟି ହେବେ ବିପର୍ଯ୍ୟୟ ମୁକାବିଲା ଯୋଦ୍ଧା

ଭୁବନେଶ୍ବର : ଆଜି ଓଡ଼ିଶା ପାଳୁଛି ବିପର୍ଯ୍ୟୟ ପ୍ରସ୍ତୁତି ଦିବସ । ୧୯୯୯ ମସିହା ଏହି ଦିନରେ ଘଟିଯାଇଥିବା ମହାବାତ୍ୟାକୁ ମନେ ପକାଉଛି ସାରା ରାଜ୍ୟ । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏଥିରେ…

ଖସୁଛି ପାରଦ, ଫୁଲବାଣୀରେ ତାପମାତ୍ରା ୧୩ ଡିଗ୍ରୀ ରେକର୍ଡ

ଭୁବନେଶ୍ୱର: ଖସୁଛି ପାରଦ ବଢୁଛି ଶୀତ। ରାଜ୍ୟରେ ଧିରେ ଧୀରେ ବୃଦ୍ଧି ପାଉଛି ଶୀତ ଲହରି। ଏହାରି ମଧ୍ୟରେ କନ୍ଧମାଳରେ ଗତ ତିନି ଚାରି ଦିନ ହେଲା ରାତି ତାପମାତ୍ରା କ୍ରମାଗତ ଭାବେ ଖସିବାରେ ଲାଗିଛି। ସୁଲୁସୁଲିଆ ପବନ ସାଙ୍ଗକୁ ଚାରିଆଡେ ଘନ କୁହୁଡି। ଭାରତୀୟ…

ନଭେମ୍ବେର ୧ରୁ କୋରାପୁଟରେ ଇକୋ ରିଟ୍ରିଟ୍‌

କୋରାପୁଟ: ଆରମ୍ଭ ହୋଇସାରିଛି ଶୀତ। ଅଳଶି ଫୁଲର ସୁନେଲି ରଂଗର ଚାଦରରେ ଘୋଡାଇ ହୋଇଛି କୋରାପୁଟର ପ୍ରକୃତିରାଣୀ। ମନୋରମ ପ୍ରକୃତି ଓ ପରିବେଶଭରା କୋରାପୁଟ ଏବେ ଭୂସ୍ୱର୍ଗ ପାଲଟିଛି। ଏଇ କମନୀୟ ପରିବେଶକୁ ଉପଭୋଗ ପାଇଁ ପର୍ଯ୍ୟଟକଙ୍କ ଲାଗି ଦେଓମାଳି ପାଦଦେଶର ପୁଟସିଲ ଠାରେ ଖୁବ ଶୀଘ୍ର…

ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଅବସରରେ ମିନି ମାରାଥନ…

ଭୁବନେଶ୍ୱର : ଆଜି ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ । ଏହି ଅବସରରେ ଆଜି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି । ସକାଳ ୭ଟା ୩୦ମିନିଟ ସମୟରେ ଆରମ୍ଭ…