Browsing Category

ଓଡିଶା

ଗଞ୍ଜେଇ ଚୋରା ଚାଲାଣ ବେଳେ, ୪ ଜଣ ଗିରଫ…

ଭୁବନେଶ୍ବର : ଥମୁନି ନୀଳ ଜହର କାରବାର  । ଚୋରା ଚାଲାଣ ବେଳେ  ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି ଚନ୍ଦକା ପୋଲିସ  । କୌଣସି  ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ପିତାପାଲି-ବାରଙ୍ଗ ରୋଡରେ ଚଢାଉ କରିଥିଲା  । ଫଳରେ ୬୬ କେଜିର ଗଞ୍ଜେଇ ଜବତ କରିବା ସହ ଘଟଣାରେ ୪ ଜଣଙ୍କୁ…

ସମ୍ପର୍କୀୟ ପରିଚୟ ଦେଇ ଚୂନ ଲଗାଇଦେଲା ସାଇବର ଠକ…

ଯାଜପୁର : ସମ୍ପର୍କୀୟ ଭାବେ ପରିଚୟ ଦେଇ ଲକ୍ଷ ଲକ୍ଷ ଟଙ୍କା ଚୁନ ଲଗାଉଥିଲା ସାଇବର ଠକ । ଠକକୁ ଗିରଫ କରିଛି ଯାଜପୁର ପୋଲିସ୍ । ଫୋନରେ ଏମିତି ଭାବରେ କଥା କହୁଥିଲା କି ଯେମିତି ଅତି ନିକଟ ସମ୍ପର୍କୀୟ । ଏମିତି କରି ଅନେକ ଲୋକଙ୍କ ଟଙ୍କା ଲୁଟିଥିବା ଅଭିଯୋଗ ହୋଇଛି ।…

ନଭେମ୍ବର ୧ରୁ କଳାହାଣ୍ତିରେ ଗଡି଼ବ ‘ଲକ୍ଷ୍ମୀ ବସ୍’…

କଳାହାଣ୍ଡି: ବିକାଶ ପଥରେ ଆଗଉଛି ଓଡି଼ଶା। ଗାଁ ସହ ଯୋଡି଼ ହେଉଛି ସହର। ଏଣିକି ଦୁର୍ଗମ ଅଞ୍ଚଳରୁ ଆହୁରି ସହଜ ହେବ ଯାତ୍ରା। କାହିଁକିନା ମାଲକାନଗିରି, ଗଜପତି ପରେ ଏବେ କଳହାଣ୍ତି ଜିଲ୍ଲାରେ ଗଡି଼ବ ‘ଲକ୍ଷ୍ମୀ ବସ୍‌’। ଆସନ୍ତା ନଭେମ୍ବର ୧ରୁ କଳାହାଣ୍ତିରେ…

ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ: ଭି.କେ ପାଣ୍ଡିଆନ୍

ଭୁବନେଶ୍ବର: ଆଜି ମେଟ୍ରୋ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି ଭି.କେ ପାଣ୍ଡିଆନ୍ । ଗତକାଲି ପୁରୀ ଯାଇ ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିଥିବାବେଳେ ଆଜି ଭୋରରୁ ତ୍ରିଶୁଳିଆରେ ପହଞ୍ଚି ଭୁବନେଶ୍ବର-କଟକ ମେଟ୍ରୋ ପ୍ରକଳ୍ପର ସମୀକ୍ଷା କରିଛନ୍ତି…

ଢେଙ୍କାନାଳରେ ମା’ ଲକ୍ଷ୍ମୀଙ୍କ ଧରାବତରଣ…

ଢେଙ୍କାନାଳ : ଢେଙ୍କାନାଳରେ ଧରାବତରଣ କରିବେ ମା’ ଲକ୍ଷ୍ମୀ। ଶନିବାରଠାରୁ ସହରରେ ଆରମ୍ଭ ହେବ ମା’ଙ୍କ ଆରାଧନା। ଏଥିପାଇଁ ଉତ୍ସବମୁଖର ହୋଇପଡ଼ିଛି ସମଗ୍ର ଢେଙ୍କାନାଳ। ସହରରେ ଶେଷ ହୋଇଛି ସମସ୍ତ ସାଜସଜ୍ଜା। ଚଳିତବର୍ଷ ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ୮୦ ବର୍ଷରେ…

ସ୍ବାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ୱର : ଗତ ବୁଧବାରଠାରୁ ଉପବାସରେ ରହିଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ଶୁକ୍ରବାର ସ୍ବାଭାବିକ ହୋଇଛି। ଅପରାହ୍ନ ୧ଟାରେ ମହାସ୍ନାନ ହୋଇଥିଲା। ଅପରାହ୍ନ ୧ଟା ୩୦ରେ ମଙ୍ଗଳଆଳତି, ଅବକାଶ, ଦର୍ଶନ ପରେ ରୋଷହୋମ କରାଯାଇଥିଲା। ଏହାପରେ ଅନ୍ୟାନ୍ୟ ନୀତି…

ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା

ଭୁବନେଶ୍ୱର : ୨୦୨୪ ସାଧାରଣ ନିର୍ବାଚନ ଲାଗି ଭୋଟର ତାଲିକା ସଂଶୋଧନ ପାଇଁ ଶୁକ୍ରବାରଠାରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଖବରଦାତା ସମ୍ମିଳନୀ ଜରିଆରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ…

୫ମ ଥର ପାଇଁ କ୍ରୁଟ୍‌କୁ ‘ଉତ୍କର୍ଷ ପୁରସ୍କାର’…

ଭୁବନେଶ୍ୱର : ୧୬ତମ ଅର୍ବାନ ମୋବିଲିଟି ଇଣ୍ଡିଆ ସମ୍ମିଳନୀ ଏବଂ ଏକ୍ସ୍‌ପୋରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)କୁ ୨୦୨୩ ବର୍ଷ ପାଇଁ ଉତ୍କର୍ଷ ପୁରସ୍କାର ମିଳିବ। ଆସନ୍ତା ୨୯ ତାରିଖରେ କ୍ରୁଟ୍‌ର ଏମ୍‌ଡି ଅରୁଣ ବୋଥ୍ରା ଏହି ପୁରସ୍କାର ଗ୍ରହଣ କରିବାର କାର୍ଯ୍ୟକ୍ରମ