Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭୁବନେଶ୍ୱରରେ ରୋଜଗାର ମେଳାର ଦଶମ ପର୍ଯ୍ୟାୟରେ ୧୭୬ ଜଣଙ୍କୁ ନିଯୁକ୍ତିପତ୍ର ଦେଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶେଷ ନୀତି ଓ ପ୍ରଭାବଶାଳୀ ପଦକ୍ଷେପ କାରଣରୁ ଆଜି ଦେଶରେ ବେରୋଜଗାରୀ ହ୍ରାସ ପାଇବା ସହ କର୍ମନିଯୁକ୍ତିରେ ମହିଳା ମାନଙ୍କ ଭାଗିଦାରୀ ବଢିଛି ବୋଲି ଶନିବାର ଭୁବନେଶ୍ୱର ଠାରେ ‘ରାଷ୍ଟ୍ରୀୟ ରୋଜଗାର ମେଳା’ ଦଶମ…
ଅମୃତ କଳସ ଧରି ବିଜେପିର ଶୋଭାଯାତ୍ରା
ଭୁବନେଶ୍ବର : ଅମୃତ କଳସ ଧରି ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି ବିଜେପି କାର୍ଯ୍ୟକର୍ତ୍ତା। ୩୧୪ ବ୍ଲକରୁ ୩୧୪ ଅମୃତ କଳସ ଧରି ବିଜେପିର ୬୩୦ କାର୍ଯ୍ୟକର୍ତ୍ତା ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟ ଠାରୁ ମାଷ୍ଟର କ୍ୟାଣ୍ଟିନ ଯାଏ ଶୋଭାଯାତ୍ରା କରି…
ଚୋରା ବାଲି ମାଫିଆ ସମ୍ରାଟ ମୁଦୁଲି କୁ ଗଞ୍ଜାମ ଏସପିଙ୍କ ମାରାଥନ ଜେରା…!
ସହଯୋଗୀ ବାଲି ମାଫିଆଙ୍କ ନିକଟ ରେ ଥିବା ପୁଳା ପୁଳା ଟଙ୍କା ପୋଲିସ କବ୍ଜା ରେ !ଭୁବନେଶ୍ୱର:୨୮-୧୦ ଗଞ୍ଜାମ ଜିଲ୍ଲାର ଚୋରା ବାଲି କାରବାର ର ସମ୍ରାଟ କୃପାସିନ୍ଧୁ ମୁଦୁଲି ଙ୍କୁ ଗଞ୍ଜାମ ଏସପି ଙ୍କ ମାରାଥନ ଜେରା ପରେ ପୁଣି ରିମାଇଣ୍ଡ ରେ ଆସିବ ସମ୍ରାଟ। ସମ୍ରାଟ ଙ୍କ ଇଶାରା ରେ!-->!-->!-->…
ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତଙ୍କ ପାଇଁ ୨ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ପାରା ଏସିଆନ୍ ଗେମ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଓଡିଶାର ପ୍ରମୋଦ ଭାଗବତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି। ଚୀନ୍ର ହାଙ୍ଗଝୋଉରେ ଚାଲିଥିବା ଏସୀୟ ପାରା ଗେମ୍ସରେ ପାରା ବ୍ୟାଡମିଣ୍ଟନ୍ ପୁରୁଷ…
ସ୍ୱରୂପଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କଲେ ନବୀନ ଓ ଧର୍ମେନ୍ଦ୍ର…
ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ, ଗୀତିକାର ସ୍ୱରୂପ ନାୟକଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ନବୀନ ଟ୍ୱିଟ କରି ଲେଖିଛନ୍ତି ଯେ ‘ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ୱରୂପ ନାୟକଙ୍କ ଦେହାନ୍ତ…
ଏଲିସ୍ଙ୍କ ମୃତ୍ୟୁ ପ୍ରସଂଗ: ସିବିଆଇ ତଦନ୍ତ ଦାବି କଲେ ସ୍ବାମୀ…
ରାଉରକେଲା: ଏଏସ୍ଆଇ ଏଲିଶ ଲୁଗୁନଙ୍କ ମୃତ୍ୟୁକୁ ନେଇ ବିବାଦ ଥମିବାର ନାଁ ନେଉନି। ଏକ୍ସାଇଟେଡ୍ ଡେଲିରିୟମ୍ ଲକ୍ଷଣ ବା ଅତ୍ୟଧିକ ଉତ୍ତେଜନା କାରଣରୁ ଏଲିସଙ୍କ ମୃତ୍ୟୁ ହୋଇଥିବା ରାଉରକେଲା ଏସ୍ପି ସୂଚନା ଦେଇଥିଲେ। ତେବେ ଏହାକୁ ସିଧାସଳଖ ଖଣ୍ଡନ କରିଛନ୍ତି ପରିବାରବର୍ଗ। ବାସ୍ତବରେ…
ବିଜେପିର ‘ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ: ୧୩, ୧୨୮ଟି ଗାଁରୁ ସଂଗ୍ରହ ହୋଇଛି ମାଟି , ଆସନ୍ତାକାଲି ଯିବ…
ଭୁବନେଶ୍ବର : ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମକୁ ନେଇ ବିଜେପି ପକ୍ଷରୁ ପ୍ରେସମିଟ୍ ଅନୁଷ୍ଠିତ ହୋଇଛି । ଏ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଅଗଷ୍ଟ ୯ ତାରିଖରୁ ଓଡିଶାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ସ୍ବାଧୀନତାର ଅମୃତ ମହୋତ୍ସବର ଶେଷ…
‘ଓଡ଼ିଶାବାସୀ ମତେ ବହୁତ ସ୍ନେହଶ୍ରଦ୍ଧା ଓ ସମ୍ମାନ ଦେଇଛନ୍ତି’ ବିଦାୟୀ ବେଳେ ଭାବ ବିହ୍ବଳ ହେଲେ ରାଜ୍ୟପାଳ ଗଣେଣୀ ଲାଲ୍
ଓଡ଼ିଶା ଛାଡିଲେ ରାଜ୍ୟବାସୀଙ୍କ ପ୍ରିୟ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍। ଓଡ଼ିଶା ଛାଡିବା ପୂର୍ବରୁ ଭାବବିହ୍ବଳ ହୋଇ ପଡି ବିଦାୟୀ ରାଜ୍ୟପାଳ କହିଥିଲେ, ମୁଁ ଓଡ଼ିଶାରୁ ବହୁତ କିଛି ଶିଖିଛି ଓ ପାଇଛି। ଓଡ଼ିଶାବାସୀ ମତେ ବହୁତ ସ୍ନେହଶ୍ରଦ୍ଧା ଓ ସମ୍ମାନ ଦେଇଛନ୍ତି। ମୁଁ…
ରାଜ୍ୟର ଅଧିକାଂଶ ଜିଲ୍ଲାରେ ଶୀତ ଅନୁଭୂତ…
ଖସୁଛି ପାରଦ । ବଢୁଛି ଶୀତ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଶୀତ ଅନୁଭୂତ ହେଲାଣି । ଆଗକୁ ଆହୁରୀ କମିପାରେ ତାପମାତ୍ରା । ଗତ ୨୪ ଘଣ୍ଟାରେ ଜି. ଉଦୟଗିରିରେ ସର୍ବନିମ୍ନ ରାତ୍ରି ତାପମାତ୍ର ୧୩ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । କୋରାପୁଟରେ ୧୩.୮ ଏବଂ…
ଏନସିଟିଇ ଆଞ୍ଚଳିକ କମିଟିର ସଦସ୍ୟ ହେଲେ ଡକ୍ଟର ବି.ସି. ଦାସ
କଟକ: ରାଷ୍ଟ୍ରୀୟ ଶିକ୍ଷକ ଶିକ୍ଷା ପରିଷଦ (ଏନ୍ସିଟିଇ) ପୂର୍ବାଞ୍ଚଳ କମିଟିର ସଦସ୍ୟ ରୂପେ ମନୋନୀତ ହେଲେ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗ ବରିଷ୍ଠ ଶିକ୍ଷାବିତ୍ ଡକ୍ଟର ବିକଳି ଚରଣ ଦାସ । ବର୍ତ୍ତମାନ ଡକ୍ଟର ଦାସ ରେଭେନସା ବିଶ୍ବବିଦ୍ୟାଳୟ ସ୍ନାତକୋତ୍ତର ଶିକ୍ଷା…