Browsing Category

ଓଡିଶା

ଶବ ବ୍ୟବଚ୍ଛେଦ ରିପୋର୍ଟକୁ ଗ୍ରହଣ କଲାନି ପରିବାର, ସିବିଆଇ ତଦନ୍ତ ଦାବି…

ରାଉରକେଲା : ରାଉରକେଲା ଉଦ୍‌ତନଗର ଥାନା ଏଏସ୍‌ଆଇ ଆଲିଶା ଲୁଗୁନଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ଦାବି କରିଛି ତାଙ୍କ ପରିବାର। ଆଜି ଆଲିଶାଙ୍କ ସ୍ୱାମୀ ସଞ୍ଜୟ ଲାକ୍ରା ସାମ୍ବାଦିକ ସମ୍ମିଳନୀ କରି ଏହି ଦାବି କରିଛନ୍ତି। ଆଲିଶାଙ୍କ ମୃତ୍ୟୁକୁ ନେଇ ରାଉରକେଲା ଏସପି ମିତ୍ରଭାନୁ…

ନାବାଳକକୁ ମାରି ମହାନଦୀରେ ଫିଙ୍ଗିଦେଲେ..!

କଟକ : କଟକ ଜିଲ୍ଲାର ବାରଙ୍ଗ ଥାନା ଅନ୍ତର୍ଗତ ନରାଜ ସ୍ଥିତ ମହାନଦୀରୁ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ନାବାଳକଙ୍କ ପରିଚୟ ମିଳିନାହିଁ। ଆଜି ମହାନଦୀରେ ମତ୍ସ୍ୟଜୀବୀ ମାନେ ମାଛ ମାରୁଥିବା ବେଳେ ଜଣେ ନାବାଳକଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ଏନେଇ…

ଛୁଟିରେ ଯାଇଛନ୍ତି ଡାକ୍ତର; ଡାକ୍ତରଖାନାରେ ରୋଗୀ ଦେଖିଲେ ବିଧାୟକ…

ରାଜଗାଙ୍ଗପୁର : ପୂଜା ପାଇଁ ଛୁଟିରେ ଯାଇଛନ୍ତି ଡାକ୍ତର। ଡାକ୍ତରଖାନାରେ ନାହାନ୍ତି ଆବଶ୍ୟକ ଡାକ୍ତର। ଫଳରେ ହଇରାଣ ହେଉଛନ୍ତି ରୋଗୀ। ଏହା ଦେଖି ନିଜେ ରୋଗୀ ଦେଖିଛନ୍ତି ବିଧାୟକ। ଏହି ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ।…

୩ ଦିନ ପରେ ରିସର୍ଚ୍ଚ ଜାହାଜ ‘ସମୁଦ୍ର କୌସ୍ତୁଭ’ ଉଦ୍ଧାର…

ପାରାଦୀପ  : ପାରାଦୀପ ତଟଠାରୁ ୩୫ ନଟିକାଲ ମାଇଲ (୬୩ କିମି) ସମୁଦ୍ରରେ ବିପଦରେ ରହିଥିବା ରିସର୍ଚ୍ଚ ଜାହାଜ ‘ସମୁଦ୍ର କୌସ୍ତୁଭ’ ବୁଧବାର  ପାରାଦୀପ ପାଖରେ ପହଞ୍ଚଛି  |  ଯେଉଁ ସ୍ଥାନରେ ସମୁଦ୍ର କୌସ୍ତୁଭ ରହିଛି ତାକୁ ଆଙ୍କରେଜ ଅଞ୍ଚଳ ବୋଲି କୁହାଯାଇଛି। କୂଳ ପାଖକୁ ଆସିବା ପରେ ଜାହାଜ…

ଯାତ୍ରୀବାହୀ ଡଙ୍ଗାର ନିଖୋଜ ଚାଳକଙ୍କ ମୃତଦେହ ଉଦ୍ଧାର…

ବ୍ରହ୍ମଗିରି: ଚିଲିକା ହ୍ରଦରେ ପର୍ଯ୍ୟଟକମାନଙ୍କୁ ଡଲଫିନ୍ ଦେଖାଉଥିବା ବେଳେ ଯାତ୍ରୀବାହୀ ଡଙ୍ଗାର ଯେଉଁ ଚାଳକ ନିଖୋଜ ହୋଇଯାଇଥିଲେ, ଆଜି ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ ନିଖୋଜ ଚାଳକ ବିକ୍ରମ ଜାଲିଙ୍କ ମୃତଦେହ ଭାସୁଥିବାର ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ। ଏନେଇ…

ତମାଖୁମୁକ୍ତ ଗାଁ ଅଭିଯାନରେ ଓଡ଼ିଶା ଶ୍ରେଷ୍ଠ…

ଭୁବନେଶ୍ୱର, : ତମାଖୁମୁକ୍ତ ଗାଁ ଅଭିଯାନରେ ସାରା ଦେଶରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନ ହାସଲ କରିଛି। ଏହା ଟବାକୋ ଫ୍ରି ୟୁଥ୍‌ କ୍ୟାମ୍ପେନ-୨୦୨୩ ଅଧୀନରେ ହୋଇଥିଲା। ଏହି ଅଭିଯାନ ଗତ ଜୁଲାଇ ଓ ଅଗଷ୍ଟ ପର୍ଯ୍ୟନ୍ତ ଚାଲିଥିଲା। ଭାରତ ସରକାରଙ୍କ ପକ୍ଷରୁ ଓଡ଼ିଶାକୁ ଏହି…

ହର ଓ ଆରତୀ କୁ ନେଇ ଗଞ୍ଜାମ ବିଜେଡି ରେ ଚର୍ଚ୍ଚା : ପୋଲସରା ଓ ଖଲ୍ଲିକୋଟ ପାଇଁ ବଳ କଶା କଷି ଆରମ୍ଭ…!

ନଈ ନ ଦେଖୁଣୁ …..ଲମ୍ପ..! ବ୍ରହ୍ମପୁର: ଆଗାମୀ ସାଧରାଣ ନିର୍ଵାଚନ ଯେତିକି ପାଖେଇ ଆସୁଛି ସେତିକି ଟିକେଟ ପାଇଁ ଲବି ହେଉଛି। ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ହର ଓ ଆରତୀ ବିଜେଡି ପାଇଁ ନୂଆ ମୁହଁ ଭାବେ ଉଭା ହୋଇଛନ୍ତି। ପୋଲସରା ର ପୂର୍ବତନ

ରାଜକୁମାର ରାଓଙ୍କୁ ଜାତୀୟ ଆଇକନ୍ ନିଯୁକ୍ତ କଲେ ଭାରତୀୟ ନିର୍ବାଚନ ଆୟୋଗ…

ନୂଆଦିଲ୍ଲୀ: ବଲିଉଡ ଅଭିନେତା ରାଜକୁମାର ରାଓଙ୍କୁ ଜାତୀୟ ଆଇକନ୍ ଭାବେ ନିଯୁକ୍ତ କରିବା ପାଇଁ ନିଷ୍ପତ୍ତି ନେଲେ ଭାରତୀୟ ନିର୍ବାଚନ ଆୟୋଗ। ଆୟୋଗ ଆସନ୍ତାକାଲି ରାଜକୁମାର ରାଓଙ୍କୁ ଆଇକନ୍ ଭାବରେ ନିଯୁକ୍ତ କରି ଅଧିକାରୀକ ଭାବେ ଏହାର ଘୋଷଣା କରିବେ ବୋଲି ଜଣାପଡ଼ିଛି।…