Browsing Category

ଓଡିଶା

ପୋକ୍ସୋ କୋର୍ଟର ଐତିହାସିକ ରାୟ: ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ…

ସୁନ୍ଦରଗଡ଼,୧୯।୧୦ : ସୁନ୍ଦରଗଡ଼ ଜିଲା ଟାଉନ୍‌ ଥାନା ଅଞ୍ଚଳରେ ଗତ ୨୦୧୬ ଅକ୍ଟୋବରରେ ଘଟିଥିବା ୪ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି। ସୁନ୍ଦରଗଡ଼ ପୋକ୍ସୋ କୋର୍ଟ ଜଜ୍‌ ତଥା ପ୍ରିଜାଇଡିଂ ଅଫିସର ମହେନ୍ଦ୍ର କୁମାର…

ଗ୍ୟାସ୍‌ ଟାଙ୍କି ଫାଟି ଭୟଙ୍କର ବିସ୍ଫୋରଣ, ଦୁଇ ଗୁରୁତର…

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ନରସିଂହପୁର ପଞ୍ଚାୟତ ପୁରୁଣା ଗାଁରେ ଆଜି ମଧ୍ୟାହ୍ନରେ ଏକ ଗ୍ୟାସ୍‌ ଟାଙ୍କି ଫାଟି ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଜଣେ ପୁରୁଷ ଓ ମହିଳା ଗୁରୁତର ହୋଇଥିବା ଜଣାଯାଇଛି। ସେମାନଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ…

ରଘୁବର ଦାସ ହେବେ ଓଡ଼ିଶାର ରାଜ୍ୟପାଳ

ନୂଆଦିଲ୍ଲୀ : ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ। ସେ ଓଡ଼ିଶାର ରାଜ୍ୟପାଳ ହେବେ। ତାଙ୍କୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପଦରେ ନିଯୁକ୍ତ କରିଛନ୍ତି। ଏବେ ଓଡ଼ିଶାର ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ କାର୍ଯ୍ୟ…

ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଭୁଲିପାରିବେନି ଓଡ଼ିଶାବାସୀ

ଭୁବନେଶ୍ବର: ୨୦୧୮ ମେ’ ୨୫ରେ ଓଡ଼ିଶାର ୨୫ତମ ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ୍‌ ନିଯୁକ୍ତ ହୋଇଥିଲେ। ରାଷ୍ଟ୍ରପତିଙ୍କ ଦ୍ବାରା ନିଯୁକ୍ତି ପାଇବାର ୪ ଦିନ ପରେ ଅର୍ଥାତ୍‌ ମେ’ ୨୯ରେ ତତ୍‌କାଳୀନ ଓଡ଼ିଶାର ଭାରପ୍ରାପ୍ତ ରାଜ୍ୟପାଳ ସତ୍ୟପାଲ୍‌ ମଲ୍ଲିକଙ୍କଠାରୁ…

କ୍ୟାପିଟାଲ ହସ୍ପିଟାଲରେ ହେବ ନାର୍କୋ ଟେଷ୍ଟ…

ଭୁବନେଶ୍ବର : କୌଣସି ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ପାଇଁ ଆଉ ମୁମ୍ବାଇ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ। ଏଣିକି ଭୁବନେଶ୍ୱରରେ ବି ହୋଇପାରିବ ନାର୍କୋ ଟେଷ୍ଟ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ କରାଯିବ। ତା’ପୁଣି ଆସନ୍ତା…

ଟୋଲ୍‌ପ୍ଲାଜାରେ ଫାଙ୍କା ଗୁଳି ଚାଳନା, ଧରାପଡ଼ିଲେ ୪

ପିପିଲି : ପୁରୀ-ଭୁବନେଶ୍ବର ୩୧୭ ନମ୍ବର ଜାତୀୟ ରାଜପଥରେ ପିପିଲି ନିକଟରେ ଅବସ୍ଥିତ ଟୋଲ୍‌ ପ୍ଲାଜାରେ ଆଜି ଗୁରୁବାର ଭୋର୍‌ରୁ ପଇସା ନେଣଦେଣକୁ ନେଇ ଫାଙ୍କା ଗୁଳି ଚାଳନା ହୋଇଛି। ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ। ଗୋଟିଏ କାର୍‌ରେ ଡ୍ରାଇଭର ସମେତ ୭…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌, ଜଳିଗଲେ ଉଭୟ ଗାଡ଼ି…

ଭଦ୍ରକ : ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌। ପରେ ଉଭୟ ବାଇକ୍‌ ଓ ଟ୍ରକ୍‌ ଜଳି ଯାଇଥିଲେ। ବାଇକ୍‌ରେ ବସିଥିବା ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାଟି ଘଟିଛି ଭଦ୍ରକର ବରପଦାରେ। ବରପଦା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ…

ଅଜଣା ରୋଗରେ ପୀଡ଼ିତ ହୋଇ ୧୦ଜଣ ମୃତ୍ୟୁ ବରଣ କରିଥିବା ଅଭିଯୋଗ…!

କେନ୍ଦୁଝର : ଗାଁ ମଶାଣୀରେ ଲିଭୁନି ଜୁଇ! ଗାଁ ଲୋକଙ୍କ ଭିତରେ ଭୟର ବାତାବରଣ ଖେଳି ଯାଇଛି। ଏ ଭୟ ଜୀବନ ପାଇଁ। କାରଣ ମାସେରେ ଗଲାଣି ୧୦ ମୁଣ୍ଡ।। ଆହୁରି ଅନେକ ଅସୁସ୍ଥ ହୋଇ ଘରେ ରହି ଚିକିତ୍ସିତ ହେଉଛନ୍ତି। ହେଲେ ଦୁଃଖର ବିଷୟ ଆଜି ପର୍ଯ୍ୟନ୍ତ ଗାଁରେ ପହଞ୍ଚି ପାରିନି ମେଡ଼ିକାଲ୍‌…

୨୫ରୁ ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ…

ଭୁବନେଶ୍ୱର: ଗତକାଲି (ବୁଧବାର) ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି (ଅକ୍ଟୋବର ୧୯, ୨୦୨୩, ଗୁରୁବାର) ସକାଳ ୮ଟା ୩୦ ସୁଦ୍ଧା ସେହି ଅଞ୍ଚଳରେ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି। ତେବେ, ଏହା କ୍ରମଶଃ…

ଅନ୍ତରାଜ୍ୟ ବ୍ୟାଙ୍କ ଠକେଇ : ବନ୍ଧା ହେଲେ ୩ ଠକ…

ଭୁବନେଶ୍ବର: ଓଡ଼ିଶା ପୁଲିସର କ୍ରାଇମବ୍ରାଞ୍ଚ ସ୍ପେସଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବଡ଼ଧରଣର ଅନ୍ତରାଜ୍ୟ ବ୍ୟାଙ୍କ ଆକାଉଣ୍ଟ ସ୍କାମର ପର୍ଦାଫାସ କରିଛି। ଏସ୍‌ଟିଏଫ୍‌ ୩ ଜଣ ଆନ୍ତରାଜ୍ୟ ଠକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଶେଖ ହାପିଜୁଲ, ଶେଖ ଜାହାଙ୍ଗୀର ଓ ଶେଖ…