Browsing Category

ଓଡିଶା

୬୩ କିଲୋ ଗଞ୍ଜେଇ ଜବତ, ଜଣଙ୍କୁ ଗିରଫ କଲା ଅବକାରୀ ବିଭାଗ…

ଯାଜପୁର: ଜିଲ୍ଲା ଅବକାରୀ ମୋବାଇଲ ସ୍କ୍ୱାର୍ଡ ପକ୍ଷରୁ ମାନତିରା ଗାଁରେ ଚଢ଼ାଉ। ଗୋଟେ କାର ସହିତ ୬୩ କେଜି ଗଞ୍ଜେଇ ଜବତ ଓ ଜଣେ ଗିରଫ। ସୂଚନା ମୁତାବକ ଅବକାରୀ ଅଧିକ୍ଷକ ଅମରେନ୍ଦ୍ର କୁମାର ଜେନାଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ମୋବାଇଲ ସ୍କ୍ୱାର୍ଡ ଇନସିପେକ୍ଟର…

ଦୁଇ ଘଣ୍ଟା ପାଇଁ ଠପ୍ ହୋଇଗଲା ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ…

ପୁରୀ: ହକ୍ ପାଇଁ ହଲାବୋଲ୍ | ଦୁଇ ଘଣ୍ଟାଧରି ଅବରୋଧ ହେଲା ଜାତୀୟ ରାଜପଥ | ପର୍ଯ୍ୟଟକଙ୍କ ଠାରୁ ସାଧାରଣ ଲୋକେ ଦୁର୍ଦ୍ଦଶା ଭୋଗିଥିବାବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଅଟକି ଯାଇଥିଲା ଶହଶହ ଗାଡି। ବାସ୍ତବରେ ଆଜି ହକ୍ ପାଇଁ ପୁରୀ ଭୁବନେଶ୍ବର ଜାତୀୟ ରାଜପଥ…

ନିଶା ଦେଇ ଲୁଟୁଥିବା ଅଭିଯୁକ୍ତ ଗିରଫ…

ଭୁବନେଶ୍ୱର: ଯାତ୍ରୀଙ୍କୁ ନିଶା ଦେଇ ଲୁଟୁଥିବା ମାମଲାରେ ଖାରବେଳନଗର ଥାନା ପୁଲିସ ଦୁଇଦିନ ତଳେ ଚାରିଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବାବେଳେ ଆଜି ଆଉ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ସୂଚନାଯୋଗ୍ୟ ଯେ, ବିଶ୍ଵସ୍ତ ସୂତ୍ରରୁ ହସ୍ତଗତ ହୋଇଥିବା ସୂଚନା ଆଧାରରେ…

ରାଜ୍ୟର ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରହେଲା ନିୟମିତ, ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ବର: ନିୟମିତ ଅଙ୍ଗନବାଡି କେନ୍ଦ୍ର ହେଲା ରାଜ୍ୟର ସମସ୍ତ ମିନି ଅଙ୍ଗନବାଡି କେନ୍ଦ୍ର। ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୧୯୯ ଜଣଙ୍କୁ ପଣବନ୍ଦୀ କରି ରଖିଛି ହମାସ…

ଇସ୍ରାଏଲ ସହ ଲଢ଼େଇ କରୁଥିବା ପାଲେଷ୍ଟାଇନର ଆତଙ୍କବାଦୀ ସଂଗଠନ ହମାସ ୧୯୯ ଜଣ ନୀରିହ ଲୋକଙ୍କୁ ପଣବନ୍ଦୀ କରି ରଖିଛି। ଗାଜା ଷ୍ଟ୍ରିପ୍‌ ଦେଇ ଇସ୍ରାଏଲରେ ପଶିବା ପରେ ହମାସ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ହତ୍ୟା କରିଥିଲେ। ଏହାପରେ ସୀମାନ୍ତ ଅଞ୍ଚଳରେ ଥିବା…

କାର୍ତ୍ତିକ ମାସ ପୂର୍ବରୁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଦାବିରେ ଗର୍ଜିଲା କଂଗ୍ରେସ…

ପୁରୀ: ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାର ଅଳଙ୍କାର ଗଣତି ଆଦି ଦାବିରେ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରା କରାଯାଇଛି। ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ବିଧାୟକ ତାରା ବାହୀନିପତି ଓ ପୁରୀ ଜିଲ୍ଲା…

ଦୋଷମୁକ୍ତ ହେଲେ ଦୁଇ ମୁଖ୍ୟ ଅଭିଯୁକ୍ତ, ରଦ୍ଦ ହେଲା ଫାଶୀ

ବହୁ ଚର୍ଚ୍ଚିତ ନଏଡା ନିଠାରୀ ମାମଲାରେ ଆସିଲା କୋର୍ଟଙ୍କ ବଡ଼ ରାୟ। ରଦ୍ଦ ହେଲା ଦୁଇ ମୁଖ୍ୟ ଅଭିଯୁକ୍ତଙ୍କ ଫାଶୀ ଦଣ୍ଡାଦେଶ। କେବଳ ସେତିକି ନୁହେଁ ଏମାନେ ଦୋଷମୁକ୍ତ ମଧ୍ୟ ହୋଇଛନ୍ତି। ଆଜି ଆହ୍ଲାବାଦ ହାଇକୋର୍ଟ ନିଠାରୀ ହତ୍ୟାକାଣ୍ଡ ମାମଲାର ଦୁଇ ମୁଖ୍ୟ…

ଲାଞ୍ଚ ଟଙ୍କାରେ ୮୦ ଲକ୍ଷରେ ଫ୍ଲାଟ କିଣି ମାଙ୍କୁ ଉପହାର ଦେଇଥିଲେ ଡାକ୍ତର…

ଭୁବନେଶ୍ବର: ଜାହାଜ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେବା ମାମଲାରେ ସିବିଆଇ ହାତରେ ଗିରଫ ହୋଇଥିବା ବନ୍ଦର ସ୍ବାସ୍ଥ୍ୟ ସଂଗଠନ(ପିଏଚଓ)ର ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କର ସୋମବାର ଦ୍ବିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ଶେଷ ହୋଇଛି । ତାଙ୍କୁ ସ୍ବତନ୍ତ୍ର…

ଭାରତକୁ ଚନ୍ଦ୍ରଯାନ-୩ ଟେକ୍ନୋଲୋଜି ମାଗିଥିଲା ନାସା: ଇସ୍ରୋ ମୁଖ୍ୟ

ଚନ୍ଦ୍ରଯାନ-୩ର ସଫଳତା ଭାରତର ଅଭିବୃଦ୍ଧିକୁ ଏକ ମାଇଲେଜ୍ ଦେଇଛି। ଏହି ସଫଳତାରେ ଭାରତର ମହାକାଶ ପ୍ରଯୁକ୍ତିବିଦ୍ୟାକୁ ପ୍ରଶଂସା କରିବାକୁ ବାଧ୍ୟ ହୋଇଛି ସାରା ବିଶ୍ୱ। ଆଉ ଇସ୍ରୋ ବୈଜ୍ଞାନିକଙ୍କ ମନୋବଳ ମଧ୍ୟ ଦ୍ୱିଗୁଣିତ ହୋଇଯାଇଛି। କାରଣ ବିଶ୍ୱ ସର୍ବ ଶ୍ରେଷ୍ଠ…

୫୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଗିରଫ…

କେନ୍ଦୁଝର : କ୍ରାଇମବ୍ରାଞ୍ଚ STF କବ୍ଜାରେ ବ୍ରାଉନସୁଗର ବେପାରୀ । ମୟୁରଭଞ୍ଜରୁ ବ୍ରାଉନସୁଗାର ଆଣି କେନ୍ଦୁଝରକୁ ଫେରୁଥିଲା ବ୍ରାଉନସୁଗାର ବେପାରୀ ଦେବାନନ୍ଦ ସାମଲ । ସିଲୁଆଁ ଛକ ନିକଟରେ ମାଡ଼ି ବସିଲା STF । ଦେବାନନ୍ଦ ଆନନ୍ଦପୁର ଅଞ୍ଚଳର । ତା’ ନିକଟରକୁ ୫୨୦…