Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କୂଅରୁ ମିଳିଲା ମହିଳାଙ୍କ ମୃତଦେହ…
ହିନ୍ଦୋଳ : ନିଜ ଝିଅକୁ ହରାଇଥିବା ଏଇ ବାପାର କୋହଭରା କଥା ଶୁଣିଲେ ଛାତି ଫାଟିପଡିବ। କେତେ ଆଦର ଯତନରେ ଝିଅକୁ ପାଳି ପୋଷି ବଡ କରିଥିଲେ । ସଂସାରର ନିୟମ ଅନୁଯାୟୀ ସବୁ ରୀତିନୀତି ମାନି ଝିଅକୁ ଶେଷ ବିବାହ କରାଇଲେ । ହେଲେ ଯେଉଁ ଘରକୁ ନିଜ ଝିଅକୁ ପଠାଇଥିଲେ ତା…
୨୦୨୪ ନିର୍ବାଚନ ଲଢ଼ିବେନି ନରସିଂହ ମିଶ୍ର…
ବଲାଙ୍ଗୀର: ରାଜ୍ୟ ରାଜନୀତିର ଅନ୍ୟତମ ଟାଣୁଆ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ୨୦୨୪ ନିର୍ବାଚନ ଲଢ଼ିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତାଙ୍କ ସ୍ଥାନରେ ସାନପୁଅ ସମରେନ୍ଦ୍ର ମିଶ୍ର କଂଗ୍ରେସ ଦଳରୁ ଲଢ଼ିବା ଆପାତଃତ ସ୍ଥିର ହୋଇଥିବା ଶ୍ରୀ ମିଶ୍ର ସୂଚନା…
ସାପକୁ ଦେଖି ଭୟଭୀତ ହୋଇ ଟଳି ପଡ଼ିଲେ ବୃଦ୍ଧା, ଉଡ଼ିଗଲା ପ୍ରାଣ ବାୟୁ…
ସତ୍ୟବାଦୀ: ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ସେବକସାହିରେ ଘଟିଛି ଏକ ଅଭାବନୀୟ ଘଟଣା, ଯାହା କେବଳ କାହାଣୀରେ ଶୁଣିବାକୁ ମିଳୁଥିଲା, ସେହିଭଳି ଏକ ଚାଞ୍ଚଲ୍ୟକର ଘଟଣା ଶନିବାର ସନ୍ଧ୍ୟାରେ ଘଟି ଯାଇଛି ଲକ୍ଷ୍ମୀଧର ଭୋଇଙ୍କ ପରିବାରରେ। ନାଗସାପକୁ ଦେଖି ଭୟଭୀତ…
ଯୁଦ୍ଧଭୂମୀରୁ ଫେରିଲେ ଆଉ ୧୯୭ ଜଣ ଭାରତୀୟ…
ନୂଆଦିଲ୍ଲୀ: ଯୁଦ୍ଧଭୂମୀ ଇସ୍ରାଏଲରୁ ୧୯୭ ଜଣ ଭାରତୀୟ ନାଗରିକଙ୍କୁ ନେଇ ରବିବାର ସକାଳେ ତୃତୀୟ ଚାର୍ଟର ବିମାନ ଦିଲ୍ଲୀରେ ପହଞ୍ଚିଛି। ଇସ୍ରାଏଲରୁ ଭାରତୀୟମାନଙ୍କୁ ଫେରାଇ ଆଣିବା ପାଇଁ ଏହି ସ୍ୱତନ୍ତ୍ର ବିମାନ ଗୁଡିକ ଅପରେସନ ଅଜୟର ଏକ ଅଂଶବିଶେଷ। ଅକ୍ଟୋବର ୭ ତାରିଖରେ…
ଗର୍ବା ଗୀତ ଲେଖି ଚର୍ଚ୍ଚାରେ ପିଏମ୍ ମୋଦି, ନବରାତ୍ରୀରେ ହେଲା ରିଲିଜ୍
ନୂଆଦିଲ୍ଲୀ: ସାମ୍ନାକୁ ଆସିଲା ପିଏମ ମୋଦୀଙ୍କର ଲୁକ୍କାୟିତ ପ୍ରତିଭା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବରାତ୍ରୀ ପୂର୍ବ ରୁ ଏକ ଗର୍ବା ଗୀତ ଲେଖିଥିଲେ । ଯାହାକି ଆଜି ରିଲିଜ୍ ହୋଇଛି । ୟୁଟ୍ୟୁବରେ ମୁକ୍ତିଲାଭ ହୋଇଥିବା ଏହି ଗୀତଟିକୁ…
କୋରାପୁଟରେ ପୁଣି ବ୍ୟାପିଲା ଝାଡ଼ାବାନ୍ତି: ଜଣଙ୍କର ମୃତ୍ୟୁ…
କୋରାପୁଟ: ଗତ କିଛିଦିନର ବ୍ୟବଧାନ ପରେ ପୁଣି କୋରାପୁଟ ଜିଲ୍ଲାରେ ଆତଙ୍କ ଖେଳାଇଲାଣି ଝାଡାବାନ୍ତି । ଜିଲ୍ଲାର ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପିଣ୍ଡା ପଦର ପଞ୍ଚାୟତ ଅଧୀନସ୍ଥ ଦେଓ ଖଡକ ଗାଁରେ ଝାଡ଼ାବାନ୍ତିରେ ଜଣଙ୍କର ମୃତ୍ୟୁ ଓ ୪ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ସେମାନଙ୍କୁ…
୪୦୦ ଟଙ୍କାରେ ମିଳିବ ଗ୍ୟାସ୍ ସିଲିଣ୍ଡର୍, ପ୍ରତିଶ୍ରୁତି ଦେଲେ କେସିଆର୍…
ଆଗକୁ ୪୦୦ ଟଙ୍କାରେ ମିଳିବ ଗ୍ୟାସ୍ ସିଲିଣ୍ଡର। କେବଳ ସେତିକି ନୁହେଁ ସରକାରୀ ଭତ୍ତା ମଧ୍ୟ ବଢ଼ିବ। ୪ ହଜାରକୁ ବୃଦ୍ଧି କରାଯିବ ସରକାରୀ ଭତ୍ତା। ଏଭଳି କିଛି ପ୍ରତିଶ୍ରୁତିରେ ପୋତି ପକାଇଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ।
ଆସନ୍ତା ନଭେମ୍ବର ୩୦…
ବାହାନଗା ଦୁର୍ଘଟଣା ପରେ ଏଆଇ ସଂଲଗ୍ନ ଫୋରେନସିକ ପରୀକ୍ଷାଗାର ବସାଇବାକୁ ଏମ୍ସର ଯୋଜନା
ଭୁବନେଶ୍ୱର: ରାଜଧାନୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ଏକ ହାଇଟେକ୍ ଆଞ୍ଚଳିକ ଫୋରେନସିକ୍ ଲାବୋରେଟୋରି ପ୍ରତିଷ୍ଠା କରିବାକୁ ଯୋଜନା କରୁଥିବା ସୂଚନା ମିଳିଛି। ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ବହୁସଂଖ୍ୟକ ମୃତାହତ ହେଲେ ଶବ ଚିହ୍ନଟ ଓ ସଂରକ୍ଷଣରେ…
ଭୂମିକମ୍ପରେ ଥରିଲା ରାଜଧାନୀ, ତୀବ୍ରତା ୩.୧ ରେକର୍ଡ…
ଭୟଙ୍କର ଭୂମିକମ୍ପରେ ଥରିଲା ଦେଶର ରାଜଧାନୀ ଦିଲ୍ଲୀ। ଆଜି ମଧ୍ୟାହ୍ନ ୪ଟା ୮ ମିନିଟ୍ରେ ଦିଲ୍ଲୀ ଏନ୍ସିଆର୍ରେ ପୁଣି ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୧ ରେକର୍ଡ କରାଯାଇଛି। ଫଳରେ ଲୋକେ ଭୟଭୀତ ହୋଇପଡିଛନ୍ତି।
ଦିଲ୍ଲୀ ସମେତ…
ପାର୍ବଣ ବେଳେ ରାଜଧାନୀରେ ଥିବା ବାର ଓ ପବ ଉପରେ ପୋଲିସର ଚଢ଼ାଉ…
ଭୁବନେଶ୍ୱର: ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ଥିବା ବାର୍, ନାଇଟ୍ କ୍ଲବ୍, ପବ୍, ଡ୍ୟାନ୍ସ ବାର୍ ଉପରେ କମିସନରେଟ୍ ପୁଲିସ ପକ୍ଷରୁ କଡ଼ା ନଜର ରଖାଯାଇଛି। ଶନିବାର ରାତିରେ ଚନ୍ଦ୍ରଶେଖରପୁର, ପଟିଆ, ମଞ୍ଚେଶ୍ୱର, ଇନଫୋସିଟି ସମେତ ବିଭିନ୍ନ ଅଞ୍ଚଳରେ ଥିବା ବାର୍ ଓ…