Browsing Category

ଓଡିଶା

କ୍ରାଇମବ୍ରାଞ୍ଚ EOW ପଞ୍ଜାରେ ଜମି ଦଲାଲ…

ଭୁବନେଶ୍ବର: କ୍ରାଇମବ୍ରାଞ୍ଚ EOW ପଞ୍ଜାରେ ଜଣେ ଜମି ଦଲାଲ। ଜମି ଦଲାଲ ବିଚିତ୍ର ବେହେରାକୁ ଗିରଫ କଲା ଅର୍ଥନୈତିକ ଅପରାଧ ଶାଖା। ଭୁବନେଶ୍ୱର ମଳିପଡାରୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଜାଲ ଆଧାର କାର୍ଡ, ଜମି କାଗଜ ପତ୍ର ଓ ନକଲି ଫଟୋ ଲଗାଇ ଜମି ବିକ୍ରି…

କାର୍ଗୋ ପରିଚାଳନାରେ ରେକର୍ଡ କଲା ଆଦାନୀ ଧାମରା ପୋର୍ଟ…

ଧାମରା:ଆଦାନି ଧାମରା ପୋର୍ଟର ରେକର୍ଡ । କାର୍ଗୋ ପରିଚାଳନାରେ ଆଦାନୀ ଧାମରା ପୋର୍ଟ ସର୍ବକାଳୀନ ରେକର୍ଡ କରିଛି । ଆଦାନୀ ପୋର୍ଟସ ଆଣ୍ଡ ସ୍ପେଶାଲ ଇକୋନମିକ ଜୋନ ଅଧିନରେ ଥିବା ଧାମରା ବନ୍ଦର ଗତ ୨୪ ଘଣ୍ଟା ମଧ୍ୟରେ୨, ୨୬. ୬୧୦ ମେଟ୍ରିକ ଟନ କାର୍ଗୋ…

ଶ୍ରୀମନ୍ଦିର ଗର୍ଭଗୃହରେ ମାରପିଟ୍ ଘଟି ପଡ଼ିଲା ରକ୍ତଛିଟା…

ପୁରୀ: ଶ୍ରୀମନ୍ଦିର ରତ୍ନ ସିଂହାସନ ନିକଟରେ ରକ୍ତଛିଟା। ପସରାଉଠା କର୍ମଚାରୀ ଓ ଜଣେ ସେବାୟତଙ୍କ ମଧ୍ୟରେ ମାରପିଟ୍। ଖେଇକୁ ନେଇ ଜଣେ ପତ୍ରୀବଡୁ ସେବାୟତଙ୍କ ମୁଥ ମାଡ଼ରେ ଅନ୍ୟ ଜଣେ ଅଣସେବାୟତଙ୍କ ଫାଟିଲା ନାକ। ରକ୍ତଛିଟା ପଡ଼ିବାରୁ ଠାକୁରଙ୍କ ବଡ଼ ମହାସ୍ନାନ।…

କଟକର ବିପର୍ଯ୍ୟସ୍ତ ରାସ୍ତାଘାଟ ଓ ଡ୍ରେନ୍ ମାମଲାରେ ସମସ୍ତ ବିଭାଗକୁ କଡ଼ା ତାଗିଦ କଲେ ହାଇକୋର୍ଟ…

କଟକ: ହାଇକୋର୍ଟରେ କଟକ ସହରର ବିପର୍ଯ୍ୟସ୍ତ ରାସ୍ତାଘାଟ ଓ ଡ୍ରେନ୍ ମାମଲାରେ ବିଭିନ୍ନ ବିଭାଗର ୯ ଜଣ ପଦାଧିକାରୀ ଆଜି ହାଜର ହୋଇଥିଲେ। ସିଏମସି ସିଟିଇଂଜିନିୟର ,ଗେଲ ପ୍ରବନ୍ଧକ, ୱାଟକୋ ପ୍ରବନ୍ଧକ,ଆରଆଣ୍ଡବି ନିର୍ବାହୀ ଯନ୍ତ୍ରୀଙ୍କ ସମେତ ୯ ଜଣ ଅଧିକାରୀ କୋର୍ଟଙ୍କ…

ମହମ୍ମଦ ମୋକିମଙ୍କୁ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ…

କଟକ: ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ । ଏକ ମିଥ୍ୟା ସତ୍ୟପାଠ ମାମଲାରେ ହାଜର ନ ହେବା କାରଣରୁ ବିଧାୟକ ମୋକିମଙ୍କୁ ଶୁକ୍ରବାର ଏହି ଜରିମାନା ଦେବାକୁ ଆଦେଶ ଦେଇଛନ୍ତି କୋର୍ଟ ।…

୧.୨୭ ଲକ୍ଷ ଟଙ୍କାରେ ବିକ୍ରି ହେଲା ୨ କୁଇଣ୍ଟାଲ ଓଜନର ବଡ଼ ମାଛ…

ଜଳେଶ୍ୱର : ପଶ୍ଚିମବଙ୍ଗର ଦିଘା ମୁହାଣରେ ଥିବା ମାଛ ମାର୍କେଟରେ ଆଜି ଏକ ବିରାଟକାୟ କୋଇଭୋଲା ମାଛ ବିକ୍ରି ହୋଇଛି। ମାଛଟିର ଓଜନ ୨ କୁଇଣ୍ଟାଲ ଥିଲା। କୋଲକାତାର ଏକ ଫାର୍ମା କମ୍ପାନୀ ମାଛଟିକୁ ୧ ଲକ୍ଷ ୨୭ ହଜାର ଟଙ୍କାରେ କିଣି ଥିଲା। ପାରାଦୀପରୁ ଏହି…

ଶ୍ରୀମନ୍ଦିରରେ ‘ଶାଳୀନତାପୂର୍ଣ୍ଣ ପୋଷାକ’କୁ ନେଇ ଜାରି ହେଲା ନିୟମାବଳୀ…

ପୁରୀ: ନୂଆବର୍ଷ ଅର୍ଥାତ୍‍ ଜାନୁୟାରୀ ୧ ତାରିଖରୁ ଶ୍ରୀମନ୍ଦିରକୁ ‘ଶାଳୀନତାପୂର୍ଣ୍ଣ’ ପୋଷାକ ପିନ୍ଧିବାକୁ ପ୍ରଶାସନ ଭକ୍ତଙ୍କୁ ଅନୁରୋଧ କରିଛି। ଯଦି ତାହା ନହେବ ତେବେ ସେମାନଙ୍କୁ ଶ୍ରୀମନ୍ଦିର ପ୍ରବେଶ ବାରଣ କରାଯିବ। ଶ୍ରୀମନ୍ଦିରର ବିଭିନ୍ନ ଦ୍ୱାରରେ ଉପସ୍ଥିତ…

ପୂର୍ବତନ ଡିଜିଙ୍କ ଘରେ କଳାକନା ବୁଲାଇ ଦେଲେ ଲୁଟେରା…

ଭୁବନେଶ୍ୱର: CRPFର ପୂର୍ବତନ ଡିଜିଙ୍କ ଘରେ କଳାକନା ବୁଲାଇ ଦେଲେ ଲୁଟେରା। CRPFର ପୂର୍ବତନ ଡିଜି ବ୍ରଜ ବିହାରୀଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପୁରୁଣା ଭୁବନେଶ୍ୱର ରଥ ରୋଡ଼ ସ୍ଥିତ ଘରୁ ଚୋରି ହୋଇଥିବା ନେଇ ପୂର୍ବତନ ଡିଜି ଲିଙ୍ଗରାଜ ଥାନାରେ ଏତଲା ଦେଇଛନ୍ତି। ଘରୁ ନଗଦ…

ବନ୍ଧା ହେଲେ ସ୍ୱାସ୍ଥ୍ୟ ସଙ୍ଗଠନ ଅଧିକାରୀ, ୫୦ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ସିବିଆଇ

ପାରାଦୀପ: ଗିରଫ ହେଲେ ପାରାଦୀପ ପୋର୍ଟ ହେଲଥ ଅଫିସ ଡାକ୍ତର। ୫୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କୁ ଗିରଫ କରିଛି ସିବିଆଇ। ମାରାଥନ୍ ରେଡ୍ ବେଳେ ମିଳିଥିଲା କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି। ଘର ଓ ଅଫିସ ସମେତ…

ଝାରସୁଗୁଡ଼ାରୁ କୋଲକାତା ଓ ବେଙ୍ଗାଳୁରୁକୁ ଉଡ଼ିବ ବିମାନ

ଝାରସୁଗୁଡ଼ା: ଝାରସୁଗୁଡ଼ାରୁ ଉଡ଼ିବ ଆଉ ୨ ବିମାନ। ନଭେମ୍ବର ୫ରୁ ଝାରସୁଗୁଡାରୁ କୋଲକାତା ଓ ୧୫ରୁ ବେଙ୍ଗାଳୁରୁକୁ ଉଡିବ ବିମାନ । ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ବେଙ୍ଗାଳୁରୁ ଓ କୋଲକାତା ଭଳି ଦୁଇ ପ୍ରମୁଖ ସହର ସହ ସିଧାସଳଖ ଯୋଡି ହେବ ।…