Browsing Category

ଓଡିଶା

ରାସ୍ତାରେ ଉଡ଼ିଲା ଟଙ୍କା…ସବୁ ଚିରାଫଟା…

ଭୁବନେଶ୍ବର: ଭୁବନେଶ୍ୱର ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ସମ୍ମୁଖ ରାସ୍ତାରେ ବୁଧବାର ଚିରାଫଟା ୫ ଶହ, ୨ ଶହ ଓ ୧୦୦ ଟଙ୍କିଆ ଉଡ଼ିଥିଲା। ଯାତାୟାତ କରୁଥିବା ଲୋକେ ଏତେ ପରିମାଣର ଟଙ୍କା ପଡ଼ିଥିବା ଦେଖି ଗହଳି ଜମାଇ ଥିଲେ। ପରେ ରିଜର୍ଭ ବ୍ୟାଙ୍କକୁ ଚିରାଫଟା ‌ଟଙ୍କା ବଦଳ ପାଇଁ ଆସିଥିବା ସାଧାରଣ…

କଟକ ସହରର ରାସ୍ତାଘାଟ ଓ ଡ୍ରେନ୍ ସମସ୍ୟାକୁ ନେଇ ହାଇକୋର୍ଟ କ୍ଷୁବ୍ଧ…

କଟକ : ବର୍ଷ ବର୍ଷ ଧରି ବିପର୍ଯ୍ୟସ୍ତ ଅବସ୍ଥାରେ ଥିବା କଟକ ସହରର ରାସ୍ତାଘାଟ ଓ ଡ୍ରେନ୍ ସମସ୍ୟାକୁ ନେଇ ହାଇକୋର୍ଟ କ୍ଷୁବ୍ଧ। ଏଥିପାଇଁ ସହରବାସୀ ଭୋଗୁଥିବା ସମସ୍ୟା ଓ ଏହାକୁ ନେଇ ବିଭିନ୍ନ ସଂସ୍ଥାର ଆଭିମୁଖ୍ୟ ଉପରେ ବିଚାର କରି ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ଉଚ୍ଚ ନ୍ୟାୟାଳୟ।…

ଗଛ କାଟି ଖାନ୍‌ନଗର ରିଂରୋଡ୍‌ ପ୍ରଶସ୍ତୀକରଣ…

କଟକ : ଏବେ ଉନ୍ନତୀକରଣ ନାମରେ କଟାଚାଲିଛି ବହୁ ପୁରୁଣା ଗଛ। ରିଙ୍ଗରୋଡକୁ ୬ ଟିକିଆ କରିବା ନାମରେ ବର, ଚାକୁଣ୍ଡା, ଆମ୍ବ, ଓସ୍ତ ଭଳି ବହୁ ବଡ଼ ବଡ଼ ଗଛ କାଟି ଦିଆଯାଇଛି। ବର୍ଷବର୍ଷ ଧରି ପଥଚାରୀଙ୍କୁ ଛାଇ ଦେଉଥିବା ଗଛଗୁଡ଼ିକ କଟାହୋଇଯିବା ପରେ ରିଙ୍ଗରୋଡରେ ଏବେ ଟିକେ…

ପୂଜା ମଣ୍ଡପରେ ଲାଗିବ ବିଦ୍ୟୁତ୍‌ ମିଟର…

କଟକ : ଚଳିତବର୍ଷ ପ୍ରତ୍ୟେକ ପୂଜା ମଣ୍ଡପରେ ବିଦ୍ୟୁତ୍‌ ମିଟର ଲଗାଯିବ। ଏନେଇ ବିଦ୍ୟୁତ୍‌ ବିତରକ କମ୍ପାନୀ ଟାଟା ପାୱାର୍‌ ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିଷ୍ପତ୍ତି ହୋଇଛି । ଏହାକୁ ନେଇ ପୂଜା କମିଟି କର୍ମକର୍ତ୍ତାମାନଙ୍କ ମଧ୍ୟରେ…

ଦେଢ଼ ବର୍ଷର ପୁଅକୁ ହତ୍ୟା କଲା ନୃଶଂସ ବାପା: ବନ୍ଧା ହେଲା ଅଭିଯୁକ୍ତ

ରାଉରକେଲା: ନୃଶଂସ ବାପାର ଉନ୍ମତ୍ତ କାଣ୍ଡ। ପାରିବାରିକ କଳହକୁ କେନ୍ଦ୍ରକରି ଟାଙ୍ଗିଆରେ ହାଣି ନିଜର ଦେଢ଼ ବର୍ଷର ପୁଅକୁ ହତ୍ୟା କଲା ବାପା। ପତ୍ନୀ ଓ ଦୁଇ ପଡ଼ୋଶୀ ଗୁରୁତର। ଅଭିଯୁକ୍ତ ବୁଧେଶ୍ୱର ସିଂହ ଗିରଫ। ଗୁରତର ଆହତ ହେଉଛନ୍ତି ପତ୍ନୀ ପ୍ରମିଳା ସିଂ, ଦୁଇ…

ଶିଶୁ କଲ୍ୟାଣ କମିଟି ସଦସ୍ୟାଙ୍କୁ ହତ୍ୟା: ଅଭିଯୁକ୍ତ ଡ୍ରାଇଭର ଗିରଫ…

ବ୍ରହ୍ମପୁର: ଗୋଷାଣୀନୂଆ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ ଶିଶୁ କଲ୍ୟାଣ କମିଟି ସଦସ୍ୟଙ୍କୁ ସୌଦାମିନୀ ରଥଙ୍କୁ ହତ୍ୟା ଘଟଣାରେ ଡ୍ରାଇଭର ଗିରଫ ହୋଇଛନ୍ତି। ଏନେଇ ପୁଲିସ ସୂଚନା ଦେଇଛି। ‌ତେବେ କେଉଁ କାରଣରୁ ଅଭିଯୁକ୍ତ ଏଭଳି ହତ୍ୟାକାଣ୍ଡ ଭିଆଇଛି, ସେନେଇ ପୁଲିସ…

ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହ ଯୋଡ଼ିବ: ମୁଖ୍ୟମନ୍ତ୍ରୀ

ମାଲକାନଗିରି/ଭୁବନେଶ୍ବର: ମାଲକାନଗିରି ମୋର ଅତି ପ୍ରିୟ। ମାଲକାନଗିରି ହିଁ ଓଡିଶା ବିକାଶର ଲଞ୍ଚ ପ୍ୟାଡ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରି ଏହା କହିଛନ୍ତି। ଏହି ଅବସରରେ…

ବିଜେପି ସାଂସଦମାନେ ଦିବାସ୍ୱପ୍ନ ଦେଖାନ୍ତି, ପ୍ରତିଶ୍ରୁତି ଦିଅନ୍ତି, ହେଲେ କାମ ବେଳକୁ ଭୁଲି ଯାଆନ୍ତି- ବିଜେଡି

ଭୁବନେଶ୍ୱର: ଜାତୀୟ ରାଜପଥକୁ ନେଇ ବିଜେପି ଉପରେ ବର୍ଷିଛି ବିଜେଡି । କଟକ-ସମ୍ବଲପୁର ଜାତୀୟ ରାଜପଥ ଅତ୍ୟନ୍ତ ଦୟନୀୟ   ସ୍ଥିତିରେ ରହିଛି । ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ଅବହେଳା ଏବଂ ରକ୍ଷଣା ବେକ୍ଷଣ ଅଭାବରୁ ଶହ ଶହ ଦୁର୍ଘଟଣା ଘଟୁଛି । ଅନେକ ଜୀବନ ଗଲାଣି ।   ଉପକୂଳ ରାଜପଥ ଓ…

ସିକ୍କିମ ବନ୍ୟାରୁ ଜୀବନ ବଞ୍ଚାଇ ଓଡିଶା ଫେରିଲେ ୪ ଓଡ଼ିଆ…

ଆନନ୍ଦପୁର: ରଖିବ ହରି ତ ମାରିବ କିଏ । ଭଗବାନ ଯାହାର ଜୀବନ ରଖିବେ ତା ଜୀବନ ବା କିଏ ନବ? ଯେତେ ବଡ ପ୍ରଳୟ ଆସୁ ପଛେ । ଠିକ୍ ଏମିତି କିଛି ଘଟିଛି ୪ ଓଡିଆଙ୍କ କ୍ଷେତ୍ରରେ । କିଛି ଦିନ ତଳେ ସିକ୍କିମରେ ସୃଷ୍ଟି ହୋଇଥିବା ବନ୍ୟା ବିପର୍ଯ୍ୟୟରୁ ଅଳ୍ପକେ ବର୍ତ୍ତି ଘରେ…

ରାଜ୍ୟରେ ‘ମିଶନ ଶକ୍ତି ସ୍କୁଟର’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର : ସଶକ୍ତ ମହିଳା । ସଶକ୍ତ ଓଡ଼ିଶା । ଗତିଶୀଳତା ହିଁ ସଶକ୍ତିକରଣ । ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ । ଲୋକସେବା ଭବନ କନଭେନସେଣ୍ଟରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ବିଏଲଏଫ ଓ ଡିଏଲଏଫଙ୍କ ପାଇଁ କରାଯାଇଛି ଗାଡି…