Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ୪ ଓଡ଼ିଆ ଶ୍ରମିକ…
ଭୁବନେଶ୍ଵର: ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା…
ଏଣିକି CBSE ଘୋଷଣା କରିବନି ମାର୍କ ଓ ଡିଭିଜନ…
ଭୁବନେଶ୍ବର: ଏଣିକି ସିବିଏସଇ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପରୀକ୍ଷାର୍ଥୀ ରଖିଥିବା ମାର୍କ କିମ୍ବା ଡିଭିଜନ ଘୋଷଣା କରିବ ନାହିଁ । ଏପରିକି ଦଶମ ଓ ଦ୍ବାଦଶ ଶ୍ରେଣୀ ପାସ୍ କରିଥିବା ଛାତ୍ରଛାତ୍ରୀଙ୍କୁ ଗ୍ରେଡ, ଡିଭିଜନ କି ଡିସ୍ଟିକସନ ଦିଆଯିବ ନାହିଁ । ଏଭଳି…
ନବରଙ୍ଗପୁରରେ ଡବଲ ମର୍ଡର, ଦୁଇ ବର୍ଷର ପୁଅକୁ ହତ୍ୟାକଲା ବାପା…
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ମୈଦଲପୁର ଥାନା ଅନ୍ତର୍ଗତ ବୁଜୁମାପଦର ଗ୍ରାମରେ ଡବଲ ମର୍ଡର । ଦୁଇ ବର୍ଷ ର ଛୁଆ କୁ ହତ୍ୟା କଲା ମଦ୍ୟପ ବାପ । ଏହା ସହ ମଦ୍ୟପ ଜଣଙ୍କ ପୋଡ଼ଶୀଙ୍କୁ ମଧ୍ୟ ହତ୍ୟାକରିଥିବା ଅଭିଯୋଗ ହୋଇଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…
ଝାରସୁଗୁଡା ଜିଲ୍ଲା ଲଖନ୍ପୁରଠାରେ ITI ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ…
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାର ଲଖନ୍ପୁରଠାରେ ଏକ ITI ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ଏବଂ ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ।…
ସମ୍ବଲପୁର ମଣ୍ଡଳ କାରାଗାରରୁ ବିଚାରାଧୀନ କଏଦୀ ଚମ୍ପଟ…
ସମ୍ବଲପୁର : ସମ୍ବଲପୁର ମଣ୍ଡଳ କାରାଗାରରୁ ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛି । ସିସିଟିଭି ଆଧାରରେ ଛାନଭିନ୍ କରୁଛି ସମ୍ବଲପୁର ପୋଲିସ ।
ସୂଚନାଯୋଗ୍ୟ ଯେ, ଗୁରୁବାର ସନ୍ଧ୍ୟା ସମୟରେ ବାଥରୁମ୍ ଯିବା ବାହାନାରେ ଚମ୍ପଟ ମାରିଥିଲେ । ତେବେ ସନ୍ଧ୍ୟାରେ କଏଦୀ ଜଣକ…
ଜଳଖିଆ ଦୋକାନୀ ସସ୍ମିତା ବେହେରା ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତ ନିଖିଲ ଜେନା ଗିରଫ…
ଭୁବନେଶ୍ଵର: ଜଳଖିଆ ଦୋକାନୀ ସସ୍ମିତା ବେହେରା ହତ୍ୟା ମାମଲା । ଦୀର୍ଘ ୨୩ ଦିନ ପରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ ନିଖିଲ ଜେନା । ଅଭିଯୁକ୍ତକୁ ନେଇ ସିନ୍ ରିକ୍ରିଏଟ କରିଛି ଚନ୍ଦକା ଥାନା ପୋଲିସ । ହତ୍ୟାକାଣ୍ଡରେ ବ୍ୟବହୃତ ହୋଇଥିବା ଛୁରୀ ଜବତ କରିଛି ପୋଲିସ ।
ସୂଚନା…
ପତ୍ନୀଙ୍କ ପେଟକୁ ଲାତ ମାରି ଜୀବନ ନେଇଗଲା ସ୍ୱାମୀ…
ଗଜପତି : ସଇତାନ୍ ସାଜିଲା ସ୍ୱାମୀ । ସାମାନ୍ୟ କଥାରୁ ସ୍ତ୍ରୀର ନେଇଗଲା ଜୀବନ । ସାରା ଜୀବନ ସାଥି ହୋଇ ବାଟ ଚାଲିବ ବୋଲି କଥା ଦେଇଥିଲା ସ୍ୱାମୀ । ହେଲେ ମଝି ରାସ୍ତାରେ ଧୋକା ଦେଇ ସ୍ତ୍ରୀର ଜୀବନ ନେଇଗଲା । ଏଭଳି ଅଭାବନୀୟ ଘଟଣା ଗଜପତି ଜିଲ୍ଲା ଗାରାବନ୍ଧ ଥାନା…
ପାରାଦୀପ ଜାହାଜରୁ ୨୨ ପ୍ୟାକେଟ କୋକେନ ଜବତ
ପାରାଦୀପ: ପାରାଦୀପ ବନ୍ଦର ପିଆଇସିଟି ବର୍ଥରେ ଚାଞ୍ଚଲ୍ୟ । ଷ୍ଟିଲ ପ୍ଲେଟ ନେଇ ପାରାଦୀପ ଆସିଥିବା MV DEBI PANAMA ଜାହାଜରୁ ଆଜି ସକାଳେ ୨୨ଟି ସନ୍ଦିଗ୍ଧ ପ୍ୟାକେଟ ମିଳିଥିଲା । ଜାହାଜଟି ଇଣ୍ଡୋନେସିଆରୁ ଆସିଥିଲା । ଜାହାଜ ଭିତରୁ ସନ୍ଦେହଜନକ ପ୍ୟାକେଟ ମିଳିବା ଘଟଣାର…
ବ୍ୟାଙ୍କ ଶାଖାରେ ସନ୍ଦିଗ୍ଧ ଭାବେ ବୁଲୁଥିବା ୩ ଯୁବକ ଅଟକ, ତଦନ୍ତ ଜାରି…
ଘଷିପୁରା: ବ୍ୟାଙ୍କ ଅଫ ଇଣ୍ଡିଆ ଘଷିପୁରା ଶାଖାରେ ସନ୍ଦିଗ୍ଧ ଭାବେ ବୁଲୁଥିବା ୩ ଜଣ ଯୁବକଙ୍କୁ ଉଠାଇ ନେଲା ଘଷିପୁରା ପୋଲିସ। ଘଷିପୁରା ଅଞ୍ଚଳରେ ଦିନକୁ ଦିନ ଚୋରି, ରାହାଜାନି ବଢିବାକୁ ଲାଗିଥିବା ବେଳେ ଏଥିପ୍ରତି ସଜାଗ ରହିବାକୁ ତୀକ୍ଷ୍ଣ ନଜର ରଖିଛି ପୋଲିସ ବିଭାଗ।…
ଟ୍ରକ ସହ ଟ୍ରକ ମୁହାଁମୁହିଁ ଧକ୍କା: ଚାପି ହୋଇ ଜଣେ ମୃତ…
କୁଚିଣ୍ଡା : ଟ୍ରକ ସହ ଟ୍ରକ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର। ସମ୍ବଲପୁର ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥ ଚିନିମହୁଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ…