Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୂର୍ବତନ ପୋଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ…
ଭୁବନେଶ୍ୱର,୧୦।୧୦: ପୂର୍ବତନ ପୋଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ ଘଟିଛି। ମତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ଡେଙ୍ଗୁରେ ଆକ୍ରାନ୍ତ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳେ ତାଙ୍କର ମୃତ୍ୟୁ…
ନିର୍ଭୟରେ ବୁଲୁଛି ମହାବଳ ‘ଟି-୧୯’…
ବାରିପଦା : ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ନିର୍ଭୟରେ ଚଳପ୍ରଚଳ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ବନବିଭାଗ ପୋଷ୍ଟ କରିଛି। ପାଟ୍ରୋଲିଂ ସମୟରେ ରେଞ୍ଜର ଶିଶିର ବେହେରା ଏହା ଚିତ୍ର ଉତ୍ତୋଳନ କରିବା ପରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କର୍ତ୍ତୃପକ୍ଷ ଏହାକୁ ସୋସିଆଲ ମିଡିଆ…
ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ କେନ୍ଦୁଝର ଜିଲା ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୩ ହଜାର ୫ଶହ ୬୮ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି।
ଜିଲାର ୧୩ଟି ବ୍ଲକ୍ରୁ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ବହୁ…
ଆମ ଓଡ଼ିଶା ନବୀନ ଓଡ଼ଶା କାର୍ଯ୍ୟକ୍ରମର ଶୁଭାରମ୍ଭ, ରାଜ୍ୟବ୍ୟାପି ଖର୍ଚ୍ଚ ହେବ ୩୩୯୭ କୋଟି ଟଙ୍କା…
ଭୁବନେଶ୍ବର: ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ…
ମୁଖ୍ୟ ଅଭିଯୁକ୍ତର ସହଯୋଗୀକୁ ଗିରଫ କଲା ଏସଟିଏଫ୍…
ଭୁବନେଶ୍ବର: ଆରଟିଆଇ ଅଧିକାରୀ କହି ୪୦ କୋଟି ଠକିବା ଘଟଣାର ମୁଖ୍ୟ ଅଭିଯୁକ୍ତ କାହ୍ନୁ ଚରଣ ପ୍ରଧାନର ସହଯୋଗୀ ଲକ୍ଷ୍ମଣ ମାଢ଼ିକୁ ଗିରଫ କରିଛି କ୍ରାଇମ୍ ବ୍ରାଞ୍ଚ ଏସଟିଏଫ୍। ଲକ୍ଷ୍ମଣ ରେଭେନ୍ସା କଲେଜର ଛାତ୍ର ବୋଲି ଜଣାପଡ଼ିଛି। ରେଭେନ୍ସା ହଷ୍ଟେଲରେ ରହି ପଢ଼ୁଥିବା ଲକ୍ଷ୍ମଣକୁ କଟକରୁ…
ସରକାରୀ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଅଦାଲତକୁ ଯିବ ବିଜେପି: କଟାକ୍ଷ କଲା ବିଜେଡି…
ଭୁବନେଶ୍ବର: ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଆପତ୍ତି ଉଠାଇଛି ବିଜେପି। ଏଣେ ଏହାର ଜବାବ ରଖିଛି ବିଜେଡି।
‘ଆମ ଓଡ଼ିଶା ନବୀନ ଓଡ଼ିଶା’ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଆପତ୍ତି ଉଠାଇ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କହିଛନ୍ତି, ଏହା ବିରୁଦ୍ଧରେ…
୨୫ଟି ପୌରସଂସ୍ଥାରେ ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ ‘ମୁକ୍ତା ସଫ୍ଟ ୧.୦’
ଭୁବନେଶ୍ୱର : ସହରାଞ୍ଚଳର ଗରିବ ଅଧିବାସୀଙ୍କ ଜୀବିକା ସୁରକ୍ଷା ନିମନ୍ତେ ଗୋଷ୍ଠୀ ଦାରା ସଞ୍ଚାଳିତ ତଥା ସମାଜର ସାଧାରଣ ସ୍ତରରୁ ଯୋଜନା ପ୍ରସ୍ତୁତ କରୁଥିବା ‘ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ମୁକ୍ତା’ ଓ ସରକାରଙ୍କ ଏକ ପ୍ରମୁଖ ପଦକ୍ଷେପ ରୂପେ ଆଦୃତ ହୋଇଛି।
ରାଜ୍ୟର ୧୧୫ଟି ପୌର ସଂସ୍ଥା…
ଦୀର୍ଘଦିନ ଶାସନରେ ରହିବା ସତ୍ତ୍ୱେ କାହିଁକି ଜାତିଗତ ଜନଗଣନା କଲାନି କଂଗ୍ରେସ: ଧର୍ମେନ୍ଦ୍ର…
ଭୁବନେଶ୍ୱର :ଜାତିଗତ ଜନଗଣନା ଆଳରେ ସୋମବାର କଂଗ୍ରେସ ସମାଜକୁ ବିଭାଜିତ କରି ରାଜନୈତିକ ରୁଟି ସେକିବା ପାଇଁ ଚେଷ୍ଟା କରିଛି। ସ୍ବାଧୀନତା ପରଠାରୁ ୟୁପିଏ-୨ ପର୍ଯ୍ୟନ୍ତ କଂଗ୍ରେସ ଜାତିଗତ ଜନଗଣନାକୁ ତୀବ୍ର ବିରୋଧ କରିଥିଲା ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଟୁଇଟ୍ କରି କହିଛନ୍ତି।…
ବ୍ରହ୍ମପୁର ପୋଲିସ ଜିଲ୍ଲା ରେ ଜୁଆ ଆଡ୍ଡା ପାଇଁ ଯୋଗାଡ଼ ଚାଲିଛି…!
ଜୁଆ ଆଡ୍ଡା ଚାଲିଲେ- ଧରିଲେ ପୋଲିସ ର ହିଁ ଲାଭ ! ଏଠାରେ ଯୁଆଡ଼ି ଜଳକା...
ଉର୍ମାଗଡ଼ ଜଳପ୍ରପାତରେ ଖସିପଡ଼ି ଦଶମ ଶ୍ରେଣୀ ଛାତ୍ର ନିଖୋଜ…
ଫୁଲବାଣୀ: କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ପର୍ଯ୍ୟଟନ ସ୍ଥଳୀ ଉର୍ମାଗଡ଼ ଜଳପ୍ରପାତରେ ଖସିପଡ଼ି ଜଣେ ଛାତ୍ର ନିଖୋଜ ହୋଇଯାଇଛନ୍ତି। ନିଖୋଜ ଛାତ୍ର ଜଣକ ହେଲେ କଟ୍ରିଙ୍ଗିଆ ପଞ୍ଚାୟତ ନାକଡ଼ିସରୁ ଗ୍ରାମର ଲିଙ୍ଗା ବେହେରାଙ୍କ ପୁଅ ରାଖଲ ବେହେରା (୧୫)। ସେ…