Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କୋଇଲା ମନ୍ତ୍ରଣାଳୟର ସ୍ପଷ୍ଟୀକରଣ ପରେ ବି ଓପିସିଏଲ୍ ଓ ଓପିଜିସି ମିଶ୍ରଣ ଯୋଜନା ଆଗକୁ ବଢ଼ିବ
ଭୁବନେଶ୍ୱର: ଓଡ଼ିଶା କୋଲ୍ ଆଣ୍ଡ ପାୱାର ଲିମିଟେଡ୍ (OCPL)କୁ ଓଡ଼ିଶା ପାୱାର ଜେନେରେସନ୍ କର୍ପୋରେସନ୍ (OPGC) ସହିତ ମିଶ୍ରଣ ପ୍ରସ୍ତାବ ଅନୁମତିପ୍ରାପ୍ତ ନୁହେଁ ବୋଲି କୋଇଲା ମନ୍ତ୍ରଣାଳୟ ସ୍ପଷ୍ଟ କରିବାର ଗୋଟିଏ ଦିନ ପରେ ଓଡ଼ିଶା ସରକାର କହିଛନ୍ତି ଯେ ନେଇ ମନ୍ତ୍ରଣାଳୟ ସହିତ ଆଲୋଚନା!-->…
ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ସମ୍ବଲପୁର ଓ ଯାଜପୁରରେ ବିଶାଳ ପଦଯାତ୍ରା
ସମ୍ବଲପୁର : ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ସମ୍ବଲପୁରରେ ବିଶାଳ ପଦଯାତ୍ରା ଆୟୋଜିତ ହୋଇଛି। ଏହି ପଦଯାତ୍ରା ସମ୍ବଲପୁର ରିଜର୍ଭ ଗ୍ରାଉଣ୍ଡରୁ ଆରମ୍ଭ ହୋଇ ଲଷ୍ମୀ ଟକିଜ ଛକ, ଜେଲ ଛକ ଦେଇ ମହିଳା ମହାବିଦ୍ୟାଳୟ ଗ୍ରାଉଣ୍ଡ ପର୍ଯ୍ୟନ୍ତ ଯାଇଥିଲା। ଏଥିରେ!-->…
୨୦୨୪ ନିର୍ବାଚନ ସମୟରେ ବିଜୁ ବାବୁଙ୍କ ପୋଷ୍ଟର ଦେଖିବାକୁ ମିଳିଲା ନାହିଁ: ଭୂପିନ୍ଦର ସିଂହ
ଭୁବନେଶ୍ବର: ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟଙ୍କ ପରେ ବିଜେଡି ବିରୋଧରେ ବିଷୋଦଗାର କରିଛନ୍ତି ବରିଷ୍ଠ ନେତା ଭୂପିନ୍ଦର ସିଂହ। ସେ ନିଜର ଅସନ୍ତୋଷ ପ୍ରକାଶ କରି କହିଛନ୍ତି, ଆମେ ଏବେ ଧୈର୍ଯ୍ୟର ସହ କାମ କରୁଛୁ। କିନ୍ତୁ ଧୈର୍ଯ୍ୟର ସୀମା ଟପିଗଲେ ଆମେ ଚିନ୍ତା କରିବୁ। ଦଳରେ!-->…
୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶା ଅର୍ଥନୀତି: ମୁଖ୍ୟମନ୍ତ୍ରୀ
‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍କ୍ଲେଭ୍’ ଉଦ୍ଘାଟିତ : ଭୁବନେଶ୍ୱର ହେବ ଇଷ୍ଟର୍ଣ୍ଣ ରିଜିଅନ୍ର ମେଗା ଟେକ୍-ସିଟି, ରାଜ୍ୟରେ ପ୍ରକୃତ ଶିଳ୍ପ ବିପ୍ଲବ ଆରମ୍ଭ ହୋଇଛି
ଭୁବନେଶ୍ୱର, ୨୫।୧୧ : ଓଡ଼ିଶାରେ ଏବେ ପ୍ରକୃତ ଶିଳ୍ପ ବିପ୍ଲବର ସୂତ୍ରପାତ ହୋଇଛି, ଯାହା ରାଜ୍ୟର ଦଶା ଓ ଦିଶା!-->!-->!-->…
ବ୍ୟୁରୋକ୍ରାଟିକ୍ ଦଳ ହୋଇଗଲାଣି ବିଜେଡି: ଦେବାଶିଷ ସାମନ୍ତରାୟ
ଭୁବନେଶ୍ବର: ବ୍ୟୁରୋକ୍ରାଟିକ୍ ଦଳ ହୋଇଗଲାଣି ବିଜେଡି। ଯେଉଁ ବିଜୁ ବାବୁଙ୍କ ଆଦର୍ଶରେ ଦଳ ଗଢ଼ାଯାଇଥିଲା, ଆଉ ସେହି ଆଦର୍ଶ ନାହିଁ। ଦଳରେ କେହି ବିଜୁ ଲୟାଲିଷ୍ଟ ନାହାନ୍ତି କି ନବୀନଙ୍କ ଲୟାଲିଷ୍ଟ ନାହାନ୍ତି। କିଛି ହାରୁ ନେତା ଏବେ ଦଳକୁ ଚଳାଉଛନ୍ତି। ସେମାନେ ଭାବୁଛନ୍ତି, ପୁଣି ବିଜେଡି!-->…
୭,୨୯୩ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି
ଭୁବନେଶ୍ବର: ଆଜି କେବଳ ଶାସନ କ୍ଷେତ୍ରରେ ଆପଣମାନଙ୍କର ଯାତ୍ରାର ଆରମ୍ଭ ନୁହେଁ, ବରଂ ଏହା ଏକ ଅପୂର୍ବ ମୁହୂର୍ତ୍ତ। ଆଜିଠାରୁ ଆପଣମାନଙ୍କର ଏକ ନୂଆ ଯାତ୍ରା ଆରମ୍ଭ ହୋଇଛି। ଆପଣମାନଙ୍କୁ ବ୍ୟକ୍ତିଗତ ଭାବେ ଆର୍ଥିକ ସୁରକ୍ଷା ମିଳିବ। ଏଥି ପାଇଁ ଆମକୁ ସମାଜ ପାଇଁ କାମ କରିବାକୁ ପଡ଼ିବ। ନିଜର!-->…
ଡିଭାଇଡର୍ ଭାଙ୍ଗି କଣ୍ଟେନର୍ ସହ ପିଟିହେଲା ବୋଲେରୋ, ଘଟଣାସ୍ଥଳରେ ଚାଲିଗଲା ୩ ଜୀବନ, ୨ ଗୁରୁତର
ଟାଙ୍ଗୀ: ୧୬ ନଂ ଜାତୀୟ ରାଜପଥ କଟକଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବଇଁଚୁଆ ରଜକଣା ଛକରେ ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ବୋଲେରୋ ଡିଭାଇଡର୍ ଭାଙ୍ଗି ବିପରୀତ ଦିଗରୁ ଆସୁଥିବା ଏକ କଣ୍ଟେନର ସହ ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ତିନିଜଣଙ୍କର ମୃତ୍ୟୁ!-->…
ବିଜେଡିର ପଦ ଛାଡ଼ିଲେ ବରିଷ୍ଠ ନେତା ଏବଂ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ
ଭୁବନେଶ୍ବର: ପୁଣି ବିଜେଡିରେ ହଲଚଲ୍। ଦଳୀୟ ପଦ ଛାଡ଼ିଲେ ବିଜେଡିର ବରିଷ୍ଠ ନେତା ଏବଂ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ସେ ବିଜେଡିର ସିନିଅର ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି।!-->…
ବିଧାନସଭା ପରିସରରେ କମିଶନର: କଡ଼ାକଡ଼ି ସିକ୍ୟୁରଟି ଯାଞ୍ଚ
ଭୁବନେଶ୍ୱର,୨୫।୧୧: ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ସିକ୍ୟୁରଟି ଯାଞ୍ଚ କଡ଼ାକଡ଼ି କରାଯାଇଛି। ପୋଲିସ କମିଶନର ଏସ. ଦେବଦତ୍ତ ସିଂ ବିଧାନସଭା ପରିସରରେ ସୁରକ୍ଷା ଯାଞ୍ଚ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି।!-->…
ହ୍ୟୁମାନ ସାଗରଙ୍କ ମୃତ୍ୟୁ ପଛରେ ବଡ଼ ଷଡ଼ଯନ୍ତ୍ର: ସିବିଆଇ ତଦନ୍ତ ପାଇଁ ଦାବି କଲା ବଲାଙ୍ଗୀର ଖ୍ରୀଷ୍ଟିଆନ ୟୁଥ୍…
ବଲାଙ୍ଗୀର : କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ବିବାଦ ଥମିବାର ନାଁ ନେଉନାହିଁ। ମଙ୍ଗଳବାର ବଲାଙ୍ଗୀର ଏସ୍ପି ଅଫିସକୁ ବଲାଙ୍ଗୀର ଖ୍ରୀଷ୍ଟିଆନ ୟୁଥ୍ ଫୋରମ ଯାଇ ଗୁରୁତର ଅଭିଯୋଗ ଆଣିଛନ୍ତି। ହ୍ୟୁମାନ ସାଗରଙ୍କ ମୃତ୍ୟୁ ପଛରେ ବିରାଟ ଷଡ଼ଯନ୍ତ୍ର ରହିଛି ଏବଂ ଏହାର ତଦନ୍ତ ଜରୁରୀ ବୋଲି!-->…