Browsing Category

ଓଡିଶା

ରାହୁଲ ଗାନ୍ଧୀଙ୍କ ବିକୃତଚିତ୍ର ପ୍ରଦର୍ଶନ ବିରୋଧରେ କଂଗ୍ରେସର ପ୍ରତିବାଦ…

ଭୁବନେଶ୍ୱର, ୭।୧୦ : ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ସଭାପତି ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଶୁକ୍ରବାର ମୋଦି ସରକାରଙ୍କ ଘୃଣା ଓ ହିଂସା ରାଜନୀତି ପ୍ରତିବାଦରେ ବିକ୍ଷୋଭ କରାଯାଇଛି। ଭାଜପା ଓ…

ନୂଆ ବର୍ଷରେ ମେଟ୍ରୋ ଶିଳାନ୍ୟାସ, ୫୯୨୯ କୋଟିର ମୋଟ ବ୍ୟୟବରାଦ ବହନ କରିବେ ରାଜ୍ୟ ସରକାର…

ଭୁବନେଶ୍ବର: ଜାନୁଆରୀ ପହିଲାରେ ମେଟ୍ରୋ ରେଲ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଭୁବନେଶ୍ବର ମେଟ୍ରୋ ରେଲ ଡିପିଆରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ୫୯୨୯ କୋଟିର ମୋଟ ବ୍ୟୟବରାଦ ବହନ କରିବାକୁ ଥିବାବେଳେ…

ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ। ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି…

ସୀମାନ୍ତ ଛତିଶଗଡର ବିଜାପୁର ଅଞ୍ଚଳରୁ ଅପହୃତ ଯବାନଙ୍କୁ ଛାଡିଲେ ମାଓବାଦୀ…

ମାଲକାନଗିରି,୬।୧୦ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ଜଣେ ଯବାନଙ୍କୁ ମାଓବାଦୀ ମାନେ ଅପହରଣ କରି ନେଇଥିବା ବେଳେ ଆଜି ତାଙ୍କୁ ଛାଡିଛନ୍ତି ମାଓବାଦୀ । ମିଳିଥିବା ସୂଚନା ଅନୁଯାୟୀ ଗତ କିଛିଦିନ ପୂର୍ବେ ବିଜାପୁର ଜିଲ୍ଲାର ଉସପାରି ଗ୍ରାମ ନିକଟରେ ବସ୍ତର

ଚାଷ ଜମିରେ କୀଟନାଶକ ଔଷଧ ବ୍ୟବହାର ଉପରେ ରୋକ୍ ଲଗାଇଲେ ସରକାର…

ଭୁବନେଶ୍ୱର: ରାଜ୍ୟ ସରକାର ଅତ୍ୟନ୍ତ ବିଷାକ୍ତ କୀଟନାଶକ ଔଷଧ ବ୍ୟବହାର ଉପରେ ରୋକ୍ ଲଗାଇଛନ୍ତି। ଏହି ରାସାୟନିକ ପଦାର୍ଥର ମଣିଷ ଓ ଜୀବଜନ୍ତୁଙ୍କ ସ୍ୱାସ୍ଥ୍ୟ ଉପରେ ପଡୁଥିବା କୁପ୍ରଭାବକୁ ରୋକିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଏହି ନିଷେଧାଦେଶ ତୁରନ୍ତ କାର୍ଯ୍ୟକାରୀ ହୋଇଛି,…

ଦୁଇ ବର୍ଷରେ ଟିପିଏସ୍ଓଡିଏଲ୍ ନିର୍ମାଣ କରିଛି ୧୯୧୮ ସୁରକ୍ଷା ପାଚେରୀ…

ବ୍ରହ୍ମପୁର: ସାଧାରଣ ଜନତାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ବିଦ୍ୟୁତ ଡିଷ୍ଟ୍ରିବ୍ୟୁସନ ସବ-ଷ୍ଟେସନ(ଡିଏସଏସ)ଗୁଡିକୁ ପାଚେରୀ ଘେରା କରାଯାଇଛି । ସବ-ଷ୍ଟେସନ ଚାରିପଟେ ପାଚେରୀ ନିର୍ମାଣ କରିବା ଦ୍ୱାରା…

ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମାର ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଲେ ଓଡ଼ିଆ ପୁଅ

ଭଦ୍ରକ: ଓଡିଶା ପାଇଁ ଗୌରବ ଆଣିଲେ ଚାନ୍ଦବାଲି ପୁଅ ଚିତ୍ତରଂଜନ ତ୍ରିପାଠୀ  । ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମାର ନିର୍ଦ୍ଦେଶକ ଭାବେ ପାଇଲେ ନିଯୁକ୍ତି । ଅଭିନେତା, ପ୍ରଯୋଜକ ଓ ନିର୍ଦ୍ଦେଶକ ତଥା ନାଟ୍ୟକର୍ମୀ ଚିତ୍ତରଂଜନ ତ୍ରିପାଠୀ ଦିଲ୍ଲୀସ୍ଥିତ ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମାର…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲଢିବେ ଲୋକସଭା ନିର୍ବାଚନ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକସଭା ନିର୍ବାଚନ ଲଢିବେ। ଜାତୀୟ ଗଣମାଧ୍ୟମ ପିଟିଆଇକୁ ସାକ୍ଷାତକାର ଦେବା ଅବସରରେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥର ପ୍ରତ୍ଯକ୍ଷ ନିର୍ବାଚନ ମଇଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର। ଓଡ଼ିଶାରୁ ସେ ଲୋକସଭା…

କଲେଜ ହଷ୍ଟେଲରୁ ଡାକ୍ତରୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ଭୁବନେଶ୍ୱର:ରାଜଧାନୀରେ ରହି ମେଡିକାଲ ପଢୁଥିଲେ । ଏକ ଘରୋଇ କଲେଜରେ ପଢୁଥିଲେ । ଆଜି ତାଙ୍କର ମୃତ ଦହେ ବନ୍ଦ କୋଠରୀରୁ ଉଦ୍ଧାର କରାଯାଇଛି । ଛାତ୍ରୀ ଜଣକ ଡେଣ୍ଟାଲ ବିଭାଗର ୨ ବର୍ଷର ଛାତ୍ରୀ ଥିଲେ । ସେ ପଶ୍ଚିମବଙ୍ଗ ହୁଗୁଳି ଜଲ୍ଲାରୁ ଆସି ଏଠାରେ ହଷ୍ଟେଲରେ ରହି ମେଡିକାଲ…

ଏସୀୟ କ୍ରୀଡ଼ା ୨୦୨୩: ହକିରେ ଭାରତ ଜିତିଲା ସ୍ୱର୍ଣ୍ଣ

ଡିଫେଣ୍ଡିଂ ଚାମ୍ପିୟନ ଜାପାନକୁ ହରାଇ ଏସିଆନ ଗେମ୍ସ ହକିରେ ଭାରତ ଜିତିଛି ସ୍ୱର୍ଣ୍ଣ। ଭାରତୀୟ ପୁରୁଷ ଟିମ ଆଜି ଫାଇନାଲରେ ୨୦୧୮ର ଚାମ୍ପିୟନ ଜାପାନକୁ ୫-୧ ଗୋଲରେ ମାତ ଦେଇଛି। ଏହି ସ୍ୱର୍ଣ୍ଣ ପଦକ ଲଢ଼େଇରେ ଭାରତ ପାଇଁ ଗୋଲ କରିଛନ୍ତି ଓଡ଼ିଆ ପୁଅ ଅମିତ ରୋହିଦାସ। ତାଙ୍କ ବ୍ୟତୀତ ଦଳର…