Browsing Category

ଓଡିଶା

ଶ୍ରୀଜଗନ୍ନାଥ ବିଶ୍ୱବିଦ୍ୟାଳୟରେ ପ୍ରଥମ ଥର ପାଇଁ ଆୟୋଜିତ ହେଲା ବିଶ୍ଵ ଅନ୍ତରୀକ୍ଷ ସପ୍ତାହ, ଯୋଗଦେଲେ ଇସ୍ରୋ ଉପ…

ପୁରୀ: ପୁରୀ ଶ୍ରୀଜଗନ୍ନାଥ ବିଶ୍ୱବିଦ୍ୟାଳୟରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଛି ବିଶ୍ଵ ଅନ୍ତରୀକ୍ଷ ସପ୍ତାହ।ଏହି କାର୍ଯ୍ୟକ୍ରମରେ ଇସ୍ରୋ ଶ୍ରୀହରିକୋଟା ଅନ୍ତରୀକ୍ଷ ଗବେଷଣା କେନ୍ଦ୍ରର ଉପ ନିର୍ଦ୍ଦେଶକ ପି.ସୁନୀଲ ଯୋଗଦେଇ ଛାତ୍ର ଛାତ୍ରୀଙ୍କୁ ମହାକାଶ ବିଜ୍ଞାନ ପ୍ରତି…

ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ମୁଖ୍ୟ ସଚେତକ ହେଲେ ମାନସ ମଙ୍ଗରାଜ…

ଭୁବନେଶ୍ବର: ସାଂସଦ ମାନସ ମଙ୍ଗରାଜ ହେଲେ  ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ମୁଖ୍ୟ ସଚେତକ । ଦଳ ପକ୍ଷରୁ ତାଙ୍କୁ  ଏହି ନିଯୁକ୍ତି ଦିଆଯାଇଛି । ଆଜି ଏକ ପ୍ରେସ ବିଜ୍ଞପ୍ତିରେ ଏ ନେଇ ସୂଚନା ଦିଆଯାଇଛି । ମାନସ ମଙ୍ଗରାଜଙ୍କୁ  ମୁଖ୍ୟ ସଚେତକ  ଭାବେ ନିଯୁକ୍ତି ଦେଇଛନ୍ତି ବିଜେଡି…

ବିପିନ ପ୍ରଧାନ ଗୋଷ୍ଠୀର ଯମୁନା ନାୟକ ନିର୍ବାଚିତ…

ବ୍ରହ୍ମପୁର : ଶେଷ ହୋଇଛି ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନ । ଫଳାଫଳ ବି ସାମ୍ନାକୁ ଆସିସାରିଛି । ବିପିନ ପ୍ରଧାନ ଗୋଷ୍ଠୀର ଯମୁନା ନାୟକ ବ୍ଲକ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଫଳାଫଳ ସାମ୍ନାକୁ ଆସିବା ପରେ ବିପିନ ପ୍ରଧାନ ଗୋଷ୍ଠୀଙ୍କ ମଧ୍ୟରେ…

ଭିଜିଲାନ୍ସ ଜାଲରେ ମାର୍କେଟିଙ୍ଗ ଇନ୍ସପେକ୍ଟର, ୧୪୦୦୦ ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ…

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ମାର୍କେଟିଙ୍ଗ ଇନ୍ସପେକ୍ଟର ସୁଶାନ୍ତ ମଲ୍ଲିକ। ଭବାନୀପାଟଣା ଥୁଆମୂଳ ରାମପୁର ବ୍ଲକ ମାର୍କେଟିଙ୍ଗ ଇନ୍ସପେକ୍ଟର ସୁମନ୍ତ ମଲ୍ଲିକ ୧୪,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସୂଚନା ଅନୁସାରେ, ବ୍ଲକ ଅଫିସରେ…

ଆବାସିକ କଲୋନୀ ପାଇଁ ୪୨୯ଟି ରାସ୍ତା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଗତ ଅଗଷ୍ଟ ମାସ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ…

ପାସ କରିନଥିବା ଛାତ୍ରଛାତ୍ରୀ ପାଇଛନ୍ତି ପିଏମ୍ଏସ୍ ଯୋଜନାର ଲାଭ, ସିଏଜି ଖୋଲିଲେ ଦୁର୍ନୀତିର ଚିଠା…

ଭୁବନେଶ୍ୱର: ଓଡ଼ିଶାରେ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ଅଧୀନରେ ମାଟ୍ରିକ୍ ପରବର୍ତ୍ତୀ ଛାତ୍ରବୃତ୍ତି (ପିଏମ୍ଏସ୍) ଯୋଜନାର କାର୍ଯ୍ୟ କାରିତାରେ ଦୁର୍ନୀତି ଓ ଜାଲିଆତି ନେଇ ସନ୍ଦେହ ପ୍ରକାଶ କରିଛନ୍ତି ଭାରତର ମହାଲେଖା ନିୟନ୍ତ୍ରକ (ସିଏଜି)। ସିଏଜି ଜାଣିବାକୁ ପାଇଛନ୍ତି ଯେ…

ଧର୍ମଗଡକୁ ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ…

ଧର୍ମଗଡ଼: ଆଜି ୧୨ ଘଣ୍ଟିଆ ଧର୍ମଗଡ଼ ବନ୍ଦ । ଧର୍ମଗଡକୁ ଜିଲ୍ଲା ମାନ୍ୟତା ଦାବି କରି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଜିଲ୍ଲା ଗଠନ କ୍ରିୟାନୁଷ୍ଠାନ କମିଟି । ଆଜି ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ୟ୍ୟନ୍ତ ଧର୍ମଗଡ଼ ଉପଖଣ୍ଡ ବନ୍ଦ ଡାକରା ଦିଆଯାଇଛି । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି…

କୁଚିଣ୍ଡାରେ ଅଜଣା ଗାଡି ଧକ୍କାରେ ଦୁଇ ମୃତ…

ସମ୍ବଲପୁର: ସମ୍ବଲପୁର କୁଚିଣ୍ଡା ଥାନା ପାରୁଆଭାଡି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଆଜି ସକାଳେ ଅଜଣା ଗାଡି ଧକ୍କାରେ ଦୁଇ ଜଣ ଙ୍କର ମୃତ୍ୟୁ ଘଟିଛି  । ମୃତକ ପାରୁଆଭାଡି ଗାଁର ମୁକ୍ତେଶ୍ବର ଧାନ  ଏବଂ ପଣ୍ଡରୀକଟା ଗାଁର ଦଧି ଦର୍କା ବୋଲି ଜଣାପଡିଛି । ସୂଚନା ମୂତାବକ ଏମାନେ ଦୁଇ…

ଶ୍ରଦ୍ଧା ମୋର ଫିଜିଓ ଥେରାପିଷ୍ଟ, ଗୃହରେ ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ଵର: ଶ୍ରଦ୍ଧା କିଏ ? ମୁଖ୍ୟମନ୍ତ୍ରୀ ନବୀନଙ୍କ ସହ ରୋମ ଗସ୍ତରେ ସେ କାହିଁକି ଯାଇଥିଲେ ? ତାଙ୍କୁ କିଏ ଟିକେଟ୍ ଦେଇଥିଲା ? ଗତ କିଛି ଦିନ ହେବ ରାଜ୍ୟବାସୀଙ୍କ ମନରେ ଏହି ପ୍ରଶ୍ନ ଉଙ୍କି ମାରୁଥିଲା। ବିରୋଧୀ ମଧ୍ୟ ଏହାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଥିଲେ। ଏହି କ୍ରମରେ…

ଦିନକ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ…

ଭୁବନେଶ୍ବର : ସରିଲା ମୌସୁମୀ ଅଧିବେଶନ । ଦିନକ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହକୁ ମୁଲତବୀ କରାଯାଇଛି । ମୌସୁମୀ ଅଧିବେଶନ ବେଶ ସରଗରମ ରହିଥିଲା । ଗତ ୨୨ରୁ ବିଧାନସଭା ଅଧିବେଶନ ଆରମ୍ଭ ହୋଇଥିଲା । ୨୮ ହଜାର ୨୦୦ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ…