Browsing Category

ଓଡିଶା

କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ମାନ୍ୟତା…

ଭୁବନେଶ୍ବର: କେନ୍ଦ୍ରାପଡା ସହ ସାରା ଓଡିଶା ପାଇଁ ଖୁସି ଖବର। କେନ୍ଦ୍ରାପଡ଼ାର ପ୍ରସିଦ୍ଧ ମିଠା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ ମାନ୍ୟତା। କେନ୍ଦ୍ରାପଡ଼ା ମିଷ୍ଟାନ୍ନ ରସାବଳି ସଂଘର ଆବେଦନକୁ ମଞ୍ଜୁରୀ କରାଯିବା ସହ ଜିଆଇ ମାନ୍ୟତା ପ୍ରଦାନ କରାଯାଇଛି। ଗୁଣବତ୍ତା ଓ ମାନ ଯାଞ୍ଚ ପରେ…

ଜଳେଶ୍ୱର ଜିକେ ଭଟ୍ଟର ମେଡିକାଲରେ ପଶିଲା ପାଣି

ଜଳେଶ୍ବର: ହସ୍ପିଟାଲରେ ଲହଡି ଭାଙ୍ଗୁଛି ପାଣି । ରୋଗୀ ସେବା ବାଧାପ୍ରାପ୍ତ । ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଳକ ଜିକେ ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ଷା ପାଣି ଲହଡି ଭାଙ୍ଗୁଛି । ହନ୍ତସନ୍ତ ହେଉଛନ୍ତି ରୋଗୀ । ଲଘୁଚାପ ପ୍ରଭାବରେ ଗତକାଲି ରାତିରୁ ପ୍ରବଳ…

ଔଷଧ ଅଭାବ ହେତୁ ନୁହେଁ; ରୋଗୀ ଶେଷ ପର୍ଯ୍ୟାୟରେ ଆସୁଥିବାରୁ ମୃତ୍ୟୁ ହୋଇଛି: ମହାରାଷ୍ଟ୍ର ହସ୍ପିଟାଲ୍‌…

ମୁମ୍ବାଇ: ମହାରାଷ୍ଟ୍ରର ନାଣ୍ଡେଡ଼ ଜିଲ୍ଲା ସରକାରୀ ହସ୍ପିଟାଲ୍‌ରେ ପୁଣି ୭ ଜଣଙ୍କର ମୃତ୍ୟୁ ଘଟି ମୃତକଙ୍କ ସଂଖ୍ୟା ୩୧ରେ ପହଞ୍ଚିଛି। ହସ୍ପିଟାଲ୍‌ରେ ଔଷଧ ଅଭାବରୁ ମୃତ୍ୟୁ ହେଉଥିବା ଅଭିଯୋଗ ହୋଇଥିବା ବେଳେ ଏହାକୁ ଖଣ୍ଡନ କରିଛନ୍ତି ଡାକ୍ତରଖାନା…

୨୦୨୪ ନିର୍ବାଚନ ଓଡ଼ିଶାରେ ଫୁଲ୍ ଦମରେ ଲଢ଼ିବ ବିଜେପି : ଅନୁରାଗ ଠାକୁର…

ଭୁବନେଶ୍ୱର: ଏଥର ଓଡ଼ିଶାରେ ଫୁଲ ଦମରେ ଲଢିବ ବିଜେପି । ଭଲ ଫଳ ମଧ୍ୟ କରିବ ।  ଦଳୀୟ କର୍ମକର୍ତ୍ତାଙ୍କ  ଦମରେ ଲଢିବ ବିଜେପି । ଓଡ଼ିଶାରେ ମୋଦିଙ୍କ ଲୋକପ୍ରିୟତା ବଢୁଛି । ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତିକି ଗୁରୁତ୍ୱ ଦେଉଛନ୍ତି ଏବଂ ଦେଇଛନ୍ତି ୭୫ ବର୍ଷ ମଧ୍ୟରେ…

ଯୁବକଙ୍କ ଅଭାବନୀୟ କାଣ୍ଡ, ବିଷ ପିଇ ମରିବା ପୂର୍ବରୁ କଲେ ଭିଡିଓ…

ବାଲେଶ୍ବର: ଏବେ ଜୀବନ ହାରିବା ଯେମିତି ଏକ ଟ୍ରେଣ୍ଡ ପାଲଟିଛି। ପୁଣି ଆତ୍ମହତ୍ୟା ପୂର୍ବରୁ ଭିଡିଓ କରିବାର ନିଶା ବି କିଛି କମ୍ ନୁହେଁ । ଏବେ ଜଣେ ଯୁବକ ବିଷ ପିଇ ଆତ୍ମହତ୍ୟା କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି । ଘଟଣା ସ୍ଥାନୀୟ ଅଞ୍ଚଳରେ…

ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା…

ଭୁବନେଶ୍ୱର: ଗତକାଲି (ସୋମବାର) ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଏବଂ ଏହାର ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ରହିଛି ଏବଂ ସମୁଦ୍ର ପତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ…

ମଲରେ ନାବାଳକର ଆଖିବୁଜା ଗୁଳିଚାଳନା, ୪ ମୃତ…

ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକର ଏକ ବିଳାସପୂର୍ଣ୍ଣ ମଲରେ ଅଘଟଣ। ଜଣେ ୧୪ ବର୍ଷୀୟ ନାବାଳକର ଆଖିବୁଜା ଗୁଳିଚାଳନାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ କେତେ ଜଣ ଆହତ ମଧ୍ୟ ହୋଇଛନ୍ତି। ଗୁଳି ଶବ୍ଦ ହେବା ପରେ ଅଧିକାଂଶ ଲୋକେ ଭୟରେ…

ଜଟଣୀରେ କ୍ୟାନସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଭିତ୍ତି ସ୍ଥାପନ, ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ…

ଖୋର୍ଦ୍ଧା :ଜଟଣୀ ନାଇଜର ପରିସରରେ କ୍ୟାନସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଭିତ୍ତି ସ୍ଥାପନ। ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୬୦ ଏକର ଜମିରେ ୬୫୦ କୋଟି ଟଙ୍କା ବ୍ୟୟରେ ୨୦୦ ଶଯ୍ୟା ବିଶିଷ୍ଟ ହୋମି ଭାବା କ୍ୟାନସର ହସପିଟାଲ ଓ ରିସର୍ଚ୍ଚ ସେଣ୍ଟର ନିର୍ମିତ ହେବ।…

ଲୋକସେବା ଭବନରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ…

ଭୁବନେଶ୍ୱର: ରାଜଧାନୀରେ ଥିବା ଲୋକସେବା ଭବନରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ଲୋକସେବା ଭବନର ପ୍ରଥମ ମହଲାରେ ନିଆଁ ଲାଗିଥିଲା। ଏହି ପ୍ରଥମ ମହଲାରେ ରାଜସ୍ୱ ବିଭାଗର କାର୍ଯ୍ୟାଳୟ ରହିଛି। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାଯାଇଛି।…

ସୁନ୍ଦରଗଡରେ ୨୪ ଘଣ୍ଟାରେ ଆଉ ୪ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ, ୩୦୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା…

ସୁନ୍ଦରଗଡ଼ : ସୁନ୍ଦରଗଡ଼ରେ ଚିନ୍ତା ବଢ଼ାଇଛି ସ୍କ୍ରବ ଟାଇଫସ୍ । ୨୪ ଘଣ୍ଟାରେ ଆଉ ୪ ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ସୁନ୍ଦରଗଡରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୩୦୮ରେ ପହଞ୍ଚିଛି । ସେହିପରି ବରଗଡ଼ରେ ୨ ଦିନ ତଳେ ଜଣଙ୍କର ମୃତ୍ୟୁ ହୋଇଥିଲା । ବରଗଡ଼…