Browsing Category

ଓଡିଶା

ନିଯୁକ୍ତି ପ୍ରକ୍ରିୟାରେ ଓପିଏସସିର ଭେଦଭାବ ନୀତି, ବର୍ଷିଲେ ହାଇକୋର୍ଟ

କଟକ: ଓଡ଼ିଶା ସିଭିଲ୍ ସର୍ଭିସ୍ ନିଯୁକ୍ତି ସମୟରେ ସରକାରୀ କର୍ମଚାରୀ ଓ ପୂର୍ବତନ ସେନା ଅଧିକାରୀଙ୍କ ଏନ୍ଓସି ଓ ଡିସଚାର୍ଜ ସାର୍ଟିଫିକେଟ୍ ଦାଖଲ ମାମଲାରେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ଭିନ୍ନ ଭିନ୍ନ ନିୟମ ରହିପାରିବ ନାହିଁ ବୋଲି ହାଇକୋର୍ଟ ରାୟ ଦେଇଛନ୍ତି। ଓଡ଼ିଶା ସିଭିଲ…

ବରଗଡ଼ରେ ସ୍କ୍ରବ୍ ଟାଇଫସରେ ପୁଣି ଜଣଙ୍କର ମୃତ୍ୟୁ…

ବରଗଡ଼ : ବରଗଡ଼ରେ ସ୍କ୍ରବ୍ ଟାଇଫସରେ ପୁଣି ଜଣଙ୍କର ମୃତ୍ୟୁ। ବରଗଡ଼ରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି। ମୃତ ବ୍ୟକ୍ତି ଜଣକ ସୋହେଲା ଅଞ୍ଚଳର ଜଣେ ୪୮ ବର୍ଷୀୟ ବ୍ୟକ୍ତି। ବେସରକାରୀ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ବରଗଡ଼…

କେନାଲରୁ ହାତ ଗୋଡ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଯାଜପୁର: ବିଞ୍ଝାରପୁର ଥାନା ଅନ୍ତର୍ଗତ ସିଂହପୁରରେ ଅଭାବନୀୟ ଘଟଣା ଘଟିଛି  । ଖରସ୍ରୋତା କେନାଲ ରୁ ରଶି ଯୋଗେ ବନ୍ଧା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି  । ମୃତକ ଜଣକ ଚନ୍ଦନପୁର ପଞ୍ଚାୟତ…

ଏମ୍ସ ଭୁବନେଶ୍ବରରେ ଶିଶୁ କ୍ୟାନସର ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ବଢ଼ାଇଲା ଚିନ୍ତା…

ଭୁବନେଶ୍ୱର: ରାଜ୍ୟରେ ଏମ୍ସ ଏକମାତ୍ର ସରକାରୀ ହସ୍ପିଟାଲ ଯେଉଁଠି କର୍କଟ ରୋଗରେ ଆକ୍ରାନ୍ତ ଶିଶୁଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଉଛି। ତେବେ ଆଶାଠାରୁ ଅଧିକ ବେଗରେ କ୍ୟାନସର ରୋଗୀ ଏହି ଅନୁଷ୍ଠାନକୁ ଆସୁଛନ୍ତି ଯାହା ଏବେ ଚିନ୍ତାଜନକ ଏବଂ କେବଳ ପ୍ରାପ୍ତ ବୟସ୍କ…

ଭୁବନେଶ୍ବର ଜିଜିପି କଲୋନୀରେ ରସି ଲଗାଇ ଜୀବନ ହାରିଲେ ଯୁବକ…

ଭୁବନେଶ୍ବର : ଭୁବନେଶ୍ବର ଜିଜିପି କଲୋନୀରେ ଯୁବକଙ୍କ ଆତ୍ମହତ୍ୟା । ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା କରିଥିବା ସନ୍ଦେହ । ବେକରେ ରସି ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ । ମୃତ ଯୁବକ ବାଲିପାଟଣାର ସଚିତ୍ର ବାରିକ ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ମଞ୍ଚେଶ୍ୱର…

ବଡ଼ ବାପାଙ୍କୁ ମିଶି ହାଣି ଦେଲେ ପୁତୁରା ଓ ଭାଇ

କଳାହାଣ୍ଡି : ପାରିବାରିକ କଳହରୁ ସର୍ବନାଶ । ନିଜ ବଡ଼ ବାପାକୁ ହାଣିଲେ ପୁତୁରା ଓ ଭାଇ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଯୁଗସାଇପାଟଣା ପଞ୍ଚାୟତ ସିକେରଗୁଡ଼ା ଗାଁର ଘଟଣା । ଗୁଣିଗାରେଡି ଓ…

ସୁନ୍ଦରଗଡରେ ୨୪ ଘଣ୍ଟାରେ ପୁଣି ୩ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ…

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲାର ପିଛା ଛାଡୁନି ସ୍କ୍ରବ୍ ଟାଇଫସ୍ । ଦିନକୁ ଦିନ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୩ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା…

ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି: ଏଥି ପାଇଁ ରାଜନେତା ମାନେ ଦାୟି.. !

ବ୍ରହ୍ମପୁର : ୧-୧୦ମଣିଷ ତିଆରି କରିବା ର କାରଖାନା ତଥା ସରକାରୀ ବିଦ୍ୟାଳୟ ପାଇଁ ୫ ଟି ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ସରକାର ନୂତନ କୋଠା କରି ବିଦ୍ୟାଳୟ କରୁଛନ୍ତି। କିନ୍ତୁ ସାରା ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇ ପଡିଛି। କେଉଁଠି ବିଦ୍ୟାଳୟ ରେ

ସ୍ୱଚ୍ଛତା ହିଁ ସେବା ନାମରେ ଡ୍ରାମା : କେବଳ ଟିଭି ଓ ଗଣମାଧ୍ୟମ ରେ ମୁହଁ ଦେଖାଇବାକୁ ହାଇ ଡ୍ରାମା..!

ବ୍ରହ୍ମପୁର:୧-୧୦ ଆଜି ସବୁଆଡ଼େ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଜାକଜମକରେ ବହୁ ଅର୍ଥ ବିନିଯୋଗ ରେ ଚାଲିଛି। ରାଜନେତା ଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀମାନେ ଝାଡ଼ୁ ଧରି ଭିଜୁଆଲ ଓ ଫୋଟ କୁ ଅପେକ୍ଷା କରି ସ୍ୱଚ୍ଛତା ଅଭିଯାନ କରୁଥିବା ଦେଖିବାକୁ ମିଳିଛି।ଯଦି ହୃଦୟର ସହ ସହରର ବିଭନ୍ନ

ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଲେ ୬ ଜଣିଆ କେନ୍ଦ୍ରୀୟ ଟିମ୍…

ସୁନ୍ଦରଗଡ଼:, ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ୬ ଜଣିଆ କେନ୍ଦ୍ରୀୟ ଟିମ୍ ପହଞ୍ଚିଛନ୍ତି।। ତାଙ୍କ ସହ ରାଜ୍ଯର ୨ ଜଣ ସଦସ୍ଯ ରହିଛନ୍ତି। ଟିମ୍ ପ୍ରଥମେ ଜିଲ୍ଲା ମୁଖ୍ଯ ଚିକିତ୍ସାଧିକାରୀଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗ ଦେଇ…