Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନିର୍ମାଣାଧୀନ ପାଣି ଟାଙ୍କିରୁ ଦୁଇଟି କଙ୍କାଳ ଉଦ୍ଧାର…
ଯାଜପୁର: ଯାଜପୁର ଜିଲ୍ଲାରେ ଚାଞ୍ଚଲ୍ୟ। ନିର୍ମାଣାଧୀନ ପାଣି ଟାଙ୍କିରୁ ଉଦ୍ଧାର ହେଲା ଦୁଇଟି କଙ୍କାଳ। ଯାଜପୁର ସଦର ଥାନା ନିଶ୍ଚନ୍ତା ଗାଁରେ ଏଭଳି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ଏହି କଙ୍କାଳ ମଣିଷର କିମ୍ବା କୌଣସି ପଶୁଙ୍କର ତାହା…
ରାଜ୍ୟରେ ଆସନ୍ତା ଦୁଇ ଦିନ ବର୍ଷା ସମ୍ଭାବନା, ରାତି ତାପମାତ୍ରା ୧୧ ଡିଗ୍ରୀକୁ ଖସିଲା…
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଦୁଇ ଦିନ ବର୍ଷା ସମ୍ଭାବନା ରହିଛି । ଏଥିସହିତ ପୁଣି ରାଜ୍ୟକୁ ଫେରିଛି ଶୀତ । ଜି ଉଦୟଗିରିରେ ଗତ ୨୪ ଘଣ୍ଟା ମଧ୍ୟରେ ରାତ୍ରିକାଳୀନ ତାପମାତ୍ର ୧୧ ଡିଗ୍ରୀ ସେଲ୍ସିୟସକୁ ଖସିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଗତ…
ଐତିହ୍ୟକୁ ନଷ୍ଟ ନକରି ପ୍ରକଳ୍ପ କରାଯାଉ : ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ
ପୁରୀ : ପରିକ୍ରମା ପ୍ରକଳ୍ପ , ଚାରିଦ୍ବାର ଖୋଲିବା , ଭିଡ ମଧ୍ୟରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପ୍ରସଙ୍ଗରେ କ୍ଷୋଭ ପ୍ରକାଶ କରିଛନ୍ତି ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ । ପ୍ରତିଦିନ ପୁରୀକୁ ଦେଶର କୋଣ ଅନୁକୋଣରୁ ଭକ୍ତମାନେ ଆସୁଛନ୍ତି ।…
ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ…
ଭୁବନେଶ୍ୱର: ଜି.ଉଦୟଗିରିରୁ ଦୁଇ ଦୁଇ ଥରର ବିଧାୟକ ହୋଇଥିବା ସାଲୁଗା ପ୍ରଧାନ ହୋଇପାରନ୍ତି ଓଡ଼ିଶା ବିଧାନସଭାର ପରବର୍ତ୍ତୀ ଉପବାଚସ୍ପତି । ଶ୍ରୀ ପ୍ରଧାନ ଆଜି ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି । ସାଲୁଗାଙ୍କୁ ଉପବାଚସ୍ପତି ପ୍ରାର୍ଥୀ କରି ବିଜେଡି ଖେଳିଛି…
ଏସଟିଏଫ୍ ପଞ୍ଝାରେ ବାଘ ଛାଲ ବେପାରୀ
ନୟାଗଡ : ଥମୁନି ବାଘ ଛାଲ ବେପାରୀଙ୍କ ପ୍ରାର୍ଦୁଭାବ । ବାଘ ଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବାବେଳେ ମାଡି ବସିଲା ଏସଟିଏଫ୍ । ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ ଦଶପଲ୍ଲା ଅଞ୍ଚଳରେ । ସୂଚନା ଅନୁସାରେ ଦୁଇ ଜଣ ବାଘ ଛାଲ ବେପାରୀ ୧୦…
ଲମ୍ବା ଲାଇନରେ ଛିଡା ହୋଇ ଅଚେତ୍ ହେଲେ ଭକ୍ତ
ପୁରୀ: ଚାଲିଛି ଧର୍ମମାସ କାର୍ତ୍ତିକ । ଆଉ ଆଜି ହେଉଛି କାର୍ତ୍ତିକ ମାସର ଶେଷ ସୋମବାର । ପୁରୀ ଶ୍ରୀମନ୍ଦିରରେ ଦର୍ଶନ କରିବାକୁ ଭକ୍ତଙ୍କର ପ୍ରବଳ ଗହଳି ପରିଲକ୍ଷିତ ହୋଇଛି । ସକାଳୁ ସକାଳୁ ଲମ୍ବା ଲାଇନରେ ଛିଡା ହୋଇ ମହାପ୍ରଭୂଙ୍କୁ ଦର୍ଶନ କରୁଛନ୍ତି…
ଭାରତର ପରାଜୟକୁ ସହ୍ୟ କରିନପାରି ଜୀବନ ହାରିଲେ ଯୁବକ…
ଯାଜପୁର : କ୍ରିକେଟ ଖେଳ ନିଶା ହେଲା କାଳ। ଭାରତର ପରାଜୟ କୁ ସହ୍ୟ ନ କରି ପାରି ଜୀବନ ହାରିଲେ ୨୩ବର୍ଷୀୟ ଯୁବକ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଜରୀ ପଞ୍ଚାୟତ କୁଳସାହି ଗାଁରେ । ମୃତକ ଗାଁର ନୀଳମଣି ଦାସ ଙ୍କ ସାନ ପୁଅ…
ପୋଲତଳୁ ମିଳିଲା ନବଜାତ ଶିଶୁ କନ୍ୟା ମୃତଦେହ
ବାଲେଶ୍ବର : ପୁଣି ଅଲୋଡା ହେଲା ଶିଶୁ କନ୍ୟା । ଏମିତି କିଛି ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ସହଦେବଖୁଣ୍ଟା ଅରଡ ବଜାରରୁ । ଲୁଣିଆ ଝୋଡି ପୋଲ ନିକଟରୁ ଏକ ନବଜାତ ଶିଶୁର ମୃତଦେହ ଉଦ୍ଧାର ହୋଇଛି । କିଏ ଓ କାହିଁକି ଏଠାରେ ମୃତଦେହ…
କଡା ସୁରକ୍ଷା ମଧ୍ୟରେ ବାରିପଦାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…
ବାରିପଦା: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ବାରିପଦା ପୋଲିସ ପଡ଼ିଆରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ଏଠାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ…
ବନ ବିଭାଗର ଗଜସାଥୀଙ୍କୁ କଚାଡିଲା ହାତୀ
ବଲାଙ୍ଗୀର: ଥମୁନି ହାତୀ ଆତଙ୍କ । ହାତୀ ମଣିଷ ଲଢେଇ ଭିତରେ କେତେବେଳେ ମଣିଷ ତାର ଜୀବନ ହାରୁଛି ତ ଆଉ କେତେବେଳ ହାତୀର ଜୀବନ ଯାଉଛି । ଏହାରି ମଧ୍ୟରେ ବଲାଙ୍ଗୀରରୁ ଜିଲ୍ଲାରୁ ଆସିଛି ଏକ ଅଭାବନୀୟ ଘଟଣା । ହାତୀ ଆକ୍ରମଣରେ ବନ ବିଭାଗର ଗଜସାଥୀ ଗୁରୁତର…