Browsing Category

ଓଡିଶା

ସରିଲା ଗଣନା : ଭିତରକନିକାରେ ବଢିଲେ ଦେଶୀୟ ପକ୍ଷୀ

ରାଜନଗର: ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ପରେ ଶୁକ୍ରବାର ଅର୍ଥାତ ଆଜି ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟାରେ ଗତବର୍ଷଠାରୁ ୧୪୮୩ ବୃଦ୍ଧି ପାଇଛି। ଗତବର୍ଷ ଏଠାରେ ୧,୩୦,୭୯୬ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା

ବଂଶଧାରାରେ ବଢୁଛି ଜଳସ୍ତର, ଧାନ, ପନିପରିବା ଓ ମକା ଚାଷ ଉଜୁଡ଼ିବା ଆଶଙ୍କା

ଗୁଡ଼ାରୀ : ଲଗାଣ ବର୍ଷା ଯୋଗୁଁଁ ଗୁଡ଼ାରୀ ଅଞ୍ଚଳ ଦେଇ ପ୍ରବାହିତ ବଂଶଧାରା ନଦୀର ଜଳସ୍ରୋତ ବଢ଼ିବାରେ ଲାଗିଛି। ଗୁରୁବାର ରାତିଠାରୁ ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ନଦୀକୂଳିଆ ଅଞ୍ଚଳବାସୀଙ୍କ ସମେତ ଚାଷୀଙ୍କ ଚିନ୍ତା ବଢ଼ିଛି। ଉପରମୁଣ୍ଡରେ ବର୍ଷା ଲାଗି ରହିଲେ ନଦୀର ଜଳସ୍ତର ଆହୁରି ବଢି

ସୁରକ୍ଷା ପାଇଁ ସାର୍ବଜନୀନ ହେବନି ରତ୍ନଭଣ୍ଡାର ଗଣତି ରିପୋର୍ଟ : ଆଇନ ମନ୍ତ୍ରୀ

ପୁରୀ: ସାର୍ବଜନୀନ ହେବନି ରତ୍ନଭଣ୍ଡାର ଗଣତି ମଣତି ରିପୋର୍ଟ । ରତ୍ନଭଣ୍ଡାର ଗଣତି ମଣତି ତାଲିକା ଏକ ଗୁପ୍ତ ସେବା, ଏହା କୌଣସି ରିଲ୍ସ ନୁହେଁ । ସଂପୂର୍ଣ୍ଣ ସ୍ୱଚ୍ଛତାର ସହ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି କରାଯାଉଛି । ମହାପ୍ରଭୁଙ୍କ ନୀତି ବହୁଳତାକୁ ଦେଖି ରତ୍ନଭଣ୍ଡାର ଗଣତି

ଓରାଙ୍ଗଓଟାନ ଉଦ୍ଧାର ଘଟଣା : ଦୀଘାରୁ ୩ ଜଣଙ୍କୁ ଉଠାଇ ନେଲା ଏସଟିଏଫ ଟିମ୍

ଜଳେଶ୍ବର : ଭୋଗରାଇରୁ ଓରାଙ୍ଗ ଓଟାନ ଉଦ୍ଧାର ଘଟଣାରେ ପଶ୍ଚିମବଙ୍ଗ ଦୀଘାର ଏକ ଘରୋଇ ହୋଟେଲ ରୁ ୩ ଜଣଙ୍କୁ ଉଠାଇ ନେଲା ଏସଟିଏଫ ଟିମ୍ । ହୋଟେଲ ମାଲିକ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି । ହୋଟେଲ ମାଲିକଙ୍କ ଘର ହାଓଡା ଅଞ୍ଚଳର ବୋଲି ଜଣାପଡିଛି । ୩ ଜଣଙ୍କୁ ଉଠାଇ ନେଇ ଅଧିକ

‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ ଶୁଭାରମ୍ଭ; ଘରେ ବସି ମିଳିବ ୧୪ଟି ପୋଲିସ ସେବା

ଭୁବନେଶ୍ବର:ପୋଲିସ ତରଫରୁ ପ୍ରଦାନ କରାଯାଉଥିବା ବିଭିନ୍ନ ଜରୁରୀ ସେବା ପ୍ରାପ୍ତି ନିମନ୍ତେ ଆଉ ପୋଲିସ ଥାନା କିମ୍ବା ସମ୍ପୃକ୍ତ କାର୍ଯ୍ୟାଳୟକୁ ଯିବାର ଆବଶ୍ୟକତା ପଡିବ ନାହିଁ । ପୋଲିସ ସେବା ବ୍ୟବସ୍ଥାକୁ ଅଧିକ ସରଳ, ଦ୍ରୁତ, ସ୍ୱଚ୍ଛ, ନାଗରିକ-କେନ୍ଦ୍ରିକ ଓ ତ୍ଵରିତ ସେବା ଯୋଗାଇ ଦେବାକୁ

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅକ୍ଟୋବର ୨୬ରୁ ଘରକୁ ଘର ବୁଲି ଭୋଟର ତାଲିକା ଯାଞ୍ଚ

ଭୁବନେଶ୍ୱର: ଆଗାମୀ ୨୦୨୭ ମସିହାରେ ଅନୁଷ୍ଠିତ ହେବାକୁ ଥିବା ପଞ୍ଚାୟତ ଏବଂ ମ୍ୟୁନିସିପାଲିଟି ନିର୍ବାଚନ ପାଇଁ ରାଜ୍ୟରେ ଏବେଠାରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି । ସ୍ଥାନୀୟ ସ୍ୱାୟତ୍ତ ଶାସନ ନିର୍ବାଚନକୁ ସ୍ୱଚ୍ଛ, ଅବାଧ ଏବଂ ସୁରୁଖୁରୁରେ ସମ୍ପନ୍ନ କରିବା ଲକ୍ଷ୍ୟରେ ରାଜ୍ୟ ନିର୍ବାଚନ

ଭିଜିଲାନ୍ସ ଜାଲରେ ST/SC ବିଭାଗର ୨ ଅଡିଟର, ଚଢ଼ାଉ ବେଳେ ପୁଳାପୁଳା ନଗଦ ଜବତ

ବାରିପଦା: ଭିଜିଲାନ୍ସ ଜାଲରେ ୨ ଅଡିଟ ଅଫିସର । ବାରିପଦା ସହରରୁ ଦୁଇ ଅଡିଟ୍ ଅଫିସରଙ୍କୁ ଧରିଲା ଭିଜିଲାନ୍ସ । ଗାଡିରୁ ୫ ଲକ୍ଷ ୮୦ ହଜାର ଟଙ୍କା ଜବତ । ବାରିପଦାରେ ରହୁଥିବା ଏକ ହୋଟେଲ ରୁମରୁ ୮ ଲକ୍ଷ ୭୦ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ବିଭାଗ । ଗତକାଲି ବିଳମ୍ବିତ ରାତିରେ

ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ବିବାଦ: ବାଚସ୍ପତିଙ୍କ ନିଷ୍ପତ୍ତିକୁ ହାଇକୋର୍ଟରେ ଚାଲେଞ୍ଜ କଲା ବିଜେଡି

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ସମୟରେ ଦଳୀୟ ନିର୍ଦ୍ଦେଶ ଉଲ୍ଲଂଘନ କରି କ୍ରସ୍ ଭୋଟିଂ କରିଥିବା ୮ ଜଣ ବିଧାୟକଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗ ଏବେ ହାଇକୋର୍ଟରେ ପହଞ୍ଚିଛି । ଏହି ମାମଲାରେ ବିଧାନସଭା ବାଚସ୍ପତିଙ୍କ ନିଷ୍ପତ୍ତିକୁ କଡ଼ା ଚାଲେଞ୍ଜ କରି ପ୍ରମୁଖ ବିରୋଧୀ ଦଳ ବିଜୁ ଜନତା ଦଳ

କେନାଲରେ ବୁଡ଼ି ୨ ବର୍ଷର ଶିଶୁ ମୃତ

କାମାକ୍ଷାନଗର : କାମାକ୍ଷାନଗର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗାଁରେ ଘଟିଛି ଅଘଟଣ । ଘର ନିକଟରେ ଥିବା କେନାଲରେ ବୁଡ଼ିଯାଇ ଜଣେ ୨ ବର୍ଷର ଶିଶୁର ମୃତ୍ୟୁ ଘଟିଛି । ମୃତ ଶିଶୁ ଜଗନ୍ନାଥପୁର ଗାଁର ମଳୟ ମଲ୍ଲିକଙ୍କ ପୁଅ ମହେଶ ମଲ୍ଲିକ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ, ମହେଶ ଘର ନିକଟରେ

ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳରେ ବର୍ଷା ସହ ପ୍ରବଳ ପବନ ବହିବା ନେଇ ସତର୍କତା ଜାରି କଲା IMD

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ରକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ (IMD) ଆଗାମୀ ୪୮ ଘଣ୍ଟା ପାଇଁ ପବନ ସମ୍ବନ୍ଧୀୟ ସତର୍କତା ଜାରି କରିଛି। IMD ଅନୁଯାୟୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବାଂଲାଦେଶ, ପଶ୍ଚିମବଙ୍ଗ,