Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସହ ୨୨ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା…
ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ସଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ…
ଅଶାନ୍ତ ଗଞ୍ଜାମ : ବାଲି ବ୍ୟବସାୟ କୁ କେନ୍ଦ୍ର କରି ନିର୍ମମ ଭାବେ ହତ୍ୟା…
ଦିନକୁ ଦିନ ଗୋଟିଏ ପରେ ଗୋଟିଏ ଗଡୁଛି ମୁଣ୍ଡ ଟେର ପାଉନି ପୋଲିସ...!
ନିଖୋଜ ଥିଲେ ଟ୍ରଲର କର୍ମଚାରୀ, ମିଳିଲା ମୃତଦେହ
ପାରାଦୀପ : ୭ ଦିନ ହେଲା ନିଖୋଜ ଥିଲେ ଟ୍ରଲର କର୍ମଚାରୀ। ଆଜି ସକାଳେ ପାରାଦୀପ ନେହରୁବଙ୍ଗଳା ଫିସିଙ୍ଗ ହାର୍ବରରୁ ମିଳିଲା ମୃତଦେହ। ମୃତ ଟ୍ରଲର କର୍ମଚାରୀ ଜଣଙ୍କ ହେଲେ ହେମନ୍ତ ମଲ୍ଲିକ। ତାଙ୍କ ଘର ଭଦ୍ରକ ଜିଲ୍ଲାର ବାସୁଦେବପୁର ଅଞ୍ଚଳରେ।
ହେମନ୍ତ ପାରାଦୀପର ଏକ ମାଛଧରା ଟ୍ରଲରରେ…
ଦୁର୍ଦ୍ଧାନ୍ତ ଅପରାଧୀ ସୁନୀଲ ନାହାକ କୁ ହତ୍ୟା :ହତ୍ୟା କରିବାକୁ ଯାଇ ନିଜେ ହତ୍ୟା ର ଶିକାର ହେଲା ସୁନିଲ.. !
ବ୍ରହ୍ମପୁର: ୨୮-୯ ଆସିକା ଥାନା ଇଲାକାର ବରଗାଁ ର ଦୁର୍ଦ୍ଧାନ୍ତ ଅପରାଧୀ କୁ ଆଜି ସନ୍ଧ୍ୟା ରେ କୋଦଳା ବ୍ଲକ ଅନ୍ତର୍ଗତ ଖଲିକୋଟ ଥାନା ର ଦାନପୁର ରେ ହତ୍ୟା କରାଯାଇଛି। ସୁନିଲ କୁଆଡ଼େ ସୁପାରୀ ନେଇଅନ୍ୟ ଜଣେ ବ୍ୟକ୍ତି କୁ ହତ୍ୟା କରିବାକୁ ଯାଇ ନିଜେ ହତ୍ୟାର ଶିକାର ହେଲା ବୋଲି ଚାର୍ଚ୍ଚା!-->…
ଜେଲ୍ ଫେରନ୍ତାଙ୍କୁ ଗୁଳି କରି ହତ୍ୟା …
ଢେଙ୍କାନାଳ : ଜେଲ୍ ଫେରନ୍ତାଙ୍କୁ ଗୁଳି କରି ହତ୍ୟା କଲେ ଅଭିଯୁକ୍ତ। ରେଲୱେ ଓଭରବ୍ରିଜ ନିକଟରୁ ରକ୍ତଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଆଳତୁମା ରେଲୱେ ଓଭରବ୍ରିଜ୍ ପାଖ ସଉରିଆ ନିକଟରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ନିରଞ୍ଜନ ସାହୁ।
୨୦୨୧ ମସିହା…
ସିବିଆଇ କିଛି ନ ପାଇଲେ ପ୍ରଧାନମନ୍ତ୍ରୀ ଇସ୍ତଫା ଦେବେ କି..?
ନୂଆଦିଲ୍ଲୀ : ବାସଭବନ ନବୀକରଣରେ ହୋଇଥିବା ଅନିୟମିତତା ଅଭିଯୋଗ ପ୍ରସଙ୍ଗରେ ଆଜି ନୀରବତା ଭାଙ୍ଗିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଏହି ଅଭିଯୋଗର ତଦନ୍ତ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ସିବିଆଇକୁ ହସ୍ତାନ୍ତର କରିବା ପରେ ଆଜି କେଜ୍ରିୱାଲ ଆଟାକିଂ ମୁଡକୁ…
ଫାଇନାନ୍ସ ସଂସ୍ଥାର କର୍ମଚାରୀଙ୍କୁ ଅପହରଣ ଅଭିଯୋଗ,ବାଟରେ ପଡ଼ିଛି ବାଇକ୍ ଓ ଚପଲ…
କେନ୍ଦ୍ରାପୋଡ଼ା : ଏକ ଘରୋଇ ଫାଇନାନ୍ସ ସଂସ୍ଥାର କର୍ମଚାରୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ତନ୍ତିଆ ପାଳ ସାମୁଦ୍ରିକ ଥାନା ଆନ୍ତର୍ଗତ ବାବର ଅଞ୍ଚଳରେ। ନିଖୋଜ ଥିବା କର୍ମଚାରୀ ଜଣଙ୍କ ହେଲେ ରାଜଗଡ଼ ଗ୍ରାମର ସ୍ୱାଗତ ସାମଲ।
ଗତକାଲି ସ୍ୱାଗତ…
ଆସିକା ରେ ପୁଣି ଏକ ମୃତ ଦେହ ଉଦ୍ଧାର : ଦୁଇଟି ମୃତ୍ୟୁ କୁ ନେଇ ସନ୍ଦେହ ଘନୀଭୂତ…!
ବିଷାକ୍ତ ମଦ ମୃତ୍ୟୁ ଆଶଙ୍କା...!
ବିରୋଧୀ ଦଳ ନେତାଙ୍କୁ ‘ମାନସିକ ବିକାରଗ୍ରସ୍ତ’ କହି ପ୍ରତିହିଂସାର ରାଜନୀତି କରୁଛି କି ବିଜେଡି…
ଭୁବନେଶ୍ବର : ବିରୋଧୀ ଦଳ ନେତାଙ୍କୁ ‘ମାନସିକ ବିକାରଗ୍ରସ୍ତ’ ବୋଲି ସମ୍ବୋଧିତ କରିବା ଓ ତାହା ବିଧାନସଭାର ଗୃହ ବିବରଣୀରୁ ବାଦ୍ ଦିଆନଯିବା ଶାସକ ବିଜେଡିର ପ୍ରତିହିଂସା ରାଜନୀତିକୁ ପଦାରେ ପକାଇଛି । ଗଣତନ୍ତ୍ରରେ ନିର୍ବାଚିତ ସରକାର ଓ ବ୍ୟବସ୍ଥାଗତ ତ୍ରୁଟିକୁ…
ବନ୍ଦେ ଭାରତର ପ୍ରଥମ ଯାତ୍ରା: ପ୍ରଥମ ଦିନରେ ଯାତ୍ରାକଲେ ୫୮୪
ରାଉରକେଲା : ନିୟମିତ ଯାତ୍ରୀନେଇ ବୁଧବାର ପ୍ରଥମଥର ଗଡ଼ିଛି ବନ୍ଦେଭାରତ ଏକ୍ସପ୍ରେସ୍। ତେବେ ପୂର୍ବରୁ ଦୁଇଥର ପରୀକ୍ଷାମୂଳକ ଯାତ୍ରା ଓ ଉଦ୍ଘାଟନୀ ଯାତ୍ରାବେଳେ ଲୋକଙ୍କ ମନରେ ଯେଭଳି ଉତ୍ସୁକତା ଦେଖିବାକୁ ମିଳିଥିଲା, ତାହା ଆଜି କମ୍ ପରିଲକ୍ଷିତ ହୋଇଥିଲା। ଯାତ୍ରୀ…