Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାଇକ୍ ରେ ୩୦କିମି ବୁହାହେଲା ମୃତଦେହ…
ରେଢାଖୋଲ: ମୃତ୍ୟୁ ପରେ ଶବକୁ ଘରେ ପହଞ୍ଚାଇବା ପାଇଁ ମହାପ୍ରୟାଣ ଗାଡି ବ୍ୟବସ୍ଥା କରିଛନ୍ତି ସରକାର କିନ୍ତୁ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଆଜିର ଏହି ଘଟଣା ସରକାରଙ୍କ ମହାପ୍ରୟାଣ ଯୋଜନା ଉପରେ ପ୍ରଶ୍ନ ବାଚି ସୃଷ୍ଟି କରିଛି । ଗାଡ଼ି ମିଳିଲାନି ବୋଲି…
ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଆରମ୍ଭ ହେବ ୧୪୩୧ ସାଲ…
ପୁରୀ: ଆଜି ପବିତ୍ର ସୁନିଆ ଉତ୍ସବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ୧୪୩୧ ସାଲ । ଏହି ଅବସରରେ ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୬ ଅଙ୍କ ଆରମ୍ଭ ହେବ । ଜାତକ ଓ…
ଗୁଣି ଗାରେଡି ସନ୍ଦେହରେ ଡବଲ୍ ମର୍ଡର, ସ୍ବାମୀ-ସ୍ତ୍ରୀଙ୍କୁ ବୀଭତ୍ସ ହତ୍ୟା…
ଗଜପତି : ଗୁଣି ଗାରେଡି ସନ୍ଦେହରେ ଡବଲ୍ ମର୍ଡର । ସ୍ବାମୀ-ସ୍ତ୍ରୀଙ୍କୁ ବୀଭତ୍ସ ହତ୍ୟା । ଗଜପତି ଜିଲ୍ଲା ଅଡବା ଥାନା ଘୋଡ଼ାପଙ୍କା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକମାନେ ହେଲେ ଘୋଡ଼ାପଙ୍କା ଗାଁର କପିଳେନ୍ଦ୍ର ମଳିକ ଓ ତାଙ୍କ ସ୍ତ୍ରୀ ଶଶୀତା ମଳିକ ।…
ଶିକ୍ଷକ ଧାରଣା ପାଇଁ ପୁଲିସ୍ ଅନୁମତି ନଦେବା ଅଗଣତାନ୍ତ୍ରିକ :ପିଷ୍ଟା
ଭୁବନେଶ୍ୱର : ବିଧାନସଭାର ଚଳିତ ଅଧିବେଶନ ସମୟରେ ସେପ୍ଟେମ୍ବର ୨୬ ତାରିଖ ଦିନ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ, ଓଡ଼ିଶା ତରଫରୁ ଏକ ଗଣଧାରଣା ସଂଗଠିତ କରିବା ନିମନ୍ତେ ଏକ ପ୍ରକାର ପ୍ରସ୍ତୁତି ଜାରି ରହିଥିଲା । ଏଥିପାଇଁ ସଂଘ ପକ୍ଷରୁ ଭୁବନେଶ୍ଵର ପୁଲିସ୍ ପାଖରେ ଆବେଦନ!-->!-->!-->!-->!-->…
ରାଜ୍ୟରେ ଗୁମାସ୍ତା ଶାସନ ଚାଲିଛି: ନରସିଂହ ମିଶ୍ର
ଭୁବନେଶ୍ବର: ରାଜ୍ୟରେ ଗୁମାସ୍ତା ଶାସନ ଚାଲିଛି। ଗଣତନ୍ତ୍ର କୁ ହତ୍ୟା କରାଯାଉଛି। ବିଧାନସଭାର ଆବଶ୍ୟକତା ନାହିଁ। ମୁଲତବୀ ପ୍ରସ୍ତାବକୁ ଗ୍ରହଣ କରାଯାଉନାହିଁ। ପ୍ରଶ୍ନର ଉତ୍ତର ମିଳୁନି। ମତେ କହିବାର ସୁଯୋଗ ଦିଆଗଲା ନାହିଁ। ମାଇକକୁ ବନ୍ଦ କରିଦିଆଗଲା। ଏଭଳି ଅଭିଯୋଗ ଆଣିଛନ୍ତି…
ସଚିବଙ୍କ ଜିଲ୍ଲା ଗସ୍ତରେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି : ମୋହନ ମାଝୀ…
ଭୁବନେଶ୍ବର: ଗୃହ ବାହାରେ ବିରୋଧୀଦଳ ମୂଖ୍ୟ ସଚେତକ ମୋହନ ଚରଣ ମାଝୀ ସୋମବାର କହିଛନ୍ତି ସଚିବଙ୍କ ଜିଲ୍ଲା ଗସ୍ତରେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏ ସଂକ୍ରାନ୍ତରେ ବିଜେପି ସଦସ୍ୟମାନେ ପ୍ରଶ୍ନ ପଚାରିଥିବା ବେଳେ ରିଜେକ୍ଟ କରାଯାଇଛି। ମୁଲତବି ପ୍ରସ୍ତାବ ବି ଗ୍ରହଣ କରାଯାଇନାହିଁ…
ଜେଲକୁ ନେବା ବାଟରେ ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ…
ଦେବଗଡ଼: ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ । ଜେଲକୁ ନେବା ବାଟରେ ଚମ୍ପଟ ମାରିଛି । ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ପୋଲିସକୁ ଚକମା ଦେଇ ଫେରାର୍ ହୋଇଛି ଅଭିଯୁକ୍ତ । ଚମ୍ପଟ ମାରିଥିବା ଅଭିଯୁକ୍ତ ହେଉଛି ସୁମନ ବେହେରା ଓ ଘର ଆଉଁଳି ଗାଁରେ । ନାବାଳିକା ଅପହରଣ ମାମଲାରେ…
ସାରା ରାଜ୍ୟର ଆଶାକର୍ମୀ ରାଜଧାନୀରେ ଏକାଠି ଗର୍ଜିଲେ…
ଭୁବେନଶ୍ୱର: ପୁଣି ରାସ୍ତାକୁ ଓହ୍ଲାଇଲେ ଆଶାକର୍ମୀ। ସ୍ଥାୟୀ ନିଯୁକ୍ତି ଦାବି ଗର୍ଜିଲେ । ଲୋୟର ପିଏମ୍ଜିରେ ହଜାର ହଜାର ଆଶାକର୍ମୀ ନିଜର ଦାବି ନେଇ ଧାରଣା ଦେଲେ। ଆଜି ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ରାଜଧାନୀ ଛାତିରେ । ସ୍ଥାୟୀ ନିଯୁକ୍ତି ସହ ୨୬ ହଜାରକୁ ଦରମା ବୃଦ୍ଧି ଦାବି…
ବିଭିନ୍ନ ସ୍ଥାନକୁ ଯାଇ ଅଭିଯୋଗ ଗ୍ରହଣ କରି ସମାଧାନ ଲାଗି ସିଏମଓର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବିଧାନସଭାରେ ବିବୃତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ମୋ ସରକାର ଲୋକଙ୍କ ସରକାର। କେଭିଡ ହେତୁ ୨ ବର୍ଷ ହେଲା ବନ୍ଦ ଥିଲା ସିଏମଓ ଅଭିଯୋଗ ପ୍ରକୋଷ୍ଠ। ସେଥିପାଇଁ ସିଏମଓର ଅଧିକାରୀଙ୍କୁ ବିଭିନ୍ନ ସ୍ଥାନକୁ ଯାଇ ଅଭିଯୋଗ…
ଏକ୍ସପାରି ସାଲାଇନ୍ ଦେବା ପ୍ରତିବାଦରେ ସ୍ୱାସ୍ଥ୍ୟକେନ୍ଦ୍ରରେ ମୁହାଁମୁହିଁ…
ନିଆଳି : ମହୀଧରପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀଙ୍କୁ ଏକ୍ସପାରି ସାଲାଇନ୍ ଦେବା ପ୍ରତିବାଦରେ ରୋଗୀ ଅଭିଭାବକ ଓ ସ୍ୱାସ୍ଥ୍ୟ...
Source