Browsing Category

ଓଡିଶା

ଜେଲରୁ ଫେରି ପୁଣି ଚାକିରିରେ ଯୋଗ ଦେଲେ ଆଇଏଏସ ଧିମାନ ଚକମା

ଭୁବନେଶ୍ୱର : ଜେଲରୁ ଫେରିବା ପରେ ପୁଣି ଚାକିରିରେ ଯୋଗ ଦେଲେ ଆଇଏଏସ ଧିମାନ ଚକମା। ରାଜସ୍ୱ ବିଭାଗର ଉପ ସଚିବ ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି। ୨୦୨୧ ବ୍ୟାଚର ଏହି ଆଇଏଏସ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। କଳାହାଣ୍ଡି ଧର୍ମଗଡର ସବ କଲେକ୍ଟର ଥିବା ବେଳେ ତାଙ୍କ…

ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ ବାଲି କଢା ଅନୁଧ୍ୟାନ କଲା ଏଏସଆଇ

ଗୋପ : ବିଶ୍ବପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ କୋଣାର୍କ ସ୍ଥିତ ଐତିହ୍ୟ ଓ କୀର୍ତ୍ତିରାଜି ସଂପନ୍ନ ସୂର୍ଯ୍ୟମନ୍ଦିର ଜଗମୋହନ ଗର୍ଭଗୃହରୁ ବାଲି କଢ଼ା ନିମନ୍ତେ ଏଏସଆଇ ଡିଜି ୟଦୁବୀର ସିଂ ରାଓ୍ବତ ଶନିବାର ସୂର୍ଯ୍ୟ ମନ୍ଦିର ପରିଦର୍ଶନରେ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏଏସଆଇ…

ଚାକିରି ଦେବା ଆଳରେ ନାବାଳିକାକୁ ଦୁଷ୍କର୍ମ

କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଳା କାମାକ୍ଷାନଗର ଥାନା ଅଞ୍ଚଳର ଜଣେ ନାବାଳିକାକୁ ଚାକିରୀ ଦେବା ନାମରେ ବାହାର ରାଜ୍ୟକୁ ପଠାଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ କ୍ରମେ ପୁଲିସ ମୁଖ୍ୟ ଦଲାଲ ସହ ଅଭିଯୁକ୍ତକୁ ଗିରଫ କରି ଅଦାଲତ ଚାଲାଣ କରିଛି। ସୂଚନା ଅନୁଯାୟୀ ଏହି ଅଞ୍ଚଳର…

ଧାର କରଜକୁ ନେଇ ଜୀବନ ହାରିଲେ ବାପ-ପୁଅ

ବାଣପୁର : ଖୋର୍ଦ୍ଧା ଜିଲ୍ଳା ବାଣପୁର ଥାନା କେଶପୁର ଗାଁ ରେ ଘଟିଛି ଏକ ଅଭାବନୀୟ ଘଟଣା। ଧାର ଉଧାରକୁ କେନ୍ଦ୍ର କରି ବାପା ପୁଅଙ୍କ ମଧ୍ୟରେ ଝଗଡ଼ା ପରେ ଉଭୟଙ୍କ ଆତ୍ମହତ୍ୟା। ଶେଷରେ ଗୋଟିଏ ଜୁଇରେ ଜଳିଲେ ବାପା-ପୁଅ। ମୃତକ ବାପା-ପୁଅ ହେଉଛନ୍ତି ନବଘନ ପ୍ରଧାନ ଓ ତାଙ୍କ ସାନ ପୁଅ ତୋଫାନ…

ଜୁନ୍ ୩୦ ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତି

ଭୁବନେଶ୍ବର : ବୋର୍ଡ ଏବଂ ନିଗମରେ ଅଧ୍ୟକ୍ଷ ପଦ ଖାଲି ରହିଛି । ଏହି ପଦ ପୂରଣ କରିବାକୁ ସରକାର ପଦକ୍ଷେପ ନେଇଛନ୍ତି । ୧୭ଟି ବିଭାଗରେ ୩୨ଟି ବୋର୍ଡ ନିଗମ ବାବଦରେ ତଥ୍ୟ ଦିଆଯାଇଛି। ନୂଆ ସରକାର ଆସିବା ପରେ ୩୨ଟି ବୋର୍ଡ-ନିଗମରେ ୬୭୭ ଜଣଙ୍କୁ ନିଯୁକ୍ତି ମିଳିଥିବା ସୂଚନା ଦିଆଯାଇଛି। ଜୁନ୍ ୩୦…

ତାଣ୍ଡବ ରଚିଲା କାଳବୈଶାଖୀ, ଟ୍ରେଡ୍ ଫେୟାରରେ ୨୦୦ ରୁ ଅଧିକ ଷ୍ଟଲ କ୍ଷତିଗ୍ରସ୍ତ

ଭୁବନେଶ୍ବର : ଭୁବନେଶ୍ବର ଜନତା ମୈଦାନରେ ବ୍ୟାପକ ଧ୍ବଂସଲୀଳା କରିଛି କାଳବୈଶାଖୀ। ଛାରଖାର ହୋଇ ଯାଇଛି ଟ୍ରେଡ୍ ଫେୟାର ।  ଜନତା ମୈଦାନରେ ଚାଲିଥିବା ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼। ମେଳା ପରିସରରେ ଲାଗିଥିବା ଅନେକ ଷ୍ଟଲ କ୍ଷତିଗ୍ରସ୍ତ ହୋଇଛି ।  କେତେକ ଷ୍ଟଲ…

ଚାଲିଛି ସୁଭଦ୍ରା ହିତାଧିକାରୀଙ୍କ ସ୍କିଲ ମ୍ୟାପିଂ, ୬୦ ବର୍ଷ ଟପିଲେ ଭତ୍ତା ପୋର୍ଟାଲକୁ ଆପେ ଯିବ ନାଁ

ଭୁବନେଶ୍ୱର : ସୁଭଦ୍ରା ହିତାଧିକାରୀଙ୍କ ସ୍କିଲ ମ୍ୟାପିଂ ହେଉଛି । ଯାହା ପାଖରେ ଦକ୍ଷତା ଥିବ ଏଆଇ ଆଧାରରେ ଅନୁଧ୍ୟାନ କରି ଅନ୍ୟ ବିଭାଗ ସହ ମିଶି ମହିଳାଙ୍କ ଅର୍ଥନୈତିକ ପ୍ରଗତି ପାଇଁ କାମ କରାଯିବ । ଏହା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ବନ ବିଭାଗ, ୮ ଗିରଫ

ରାୟଗଡା : ବାଘ ଛାଲ ଜବତ, ୮ ଗିରଫ । ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ବନ ବିଭାଗ । ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବନାଞ୍ଚଳ ଅଧିନରେ ଥିବା ରିବଲକଣାରେ ବନ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ଗୋଟିଏ ଚିତା ବାଘ ଛାଲକୁ ଏକ ଘରେ ମୁଲଚାଲ କରୁଥିବା ବେଳେ ବନ ବିଭାଗର…

ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼

ଭୁବନେଶ୍ୱର : ଅସହ୍ୟ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି । ଭୁବନେଶ୍ବରରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ । କୁଆପଥର ବର୍ଷା ଯୋଗୁ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି। ରାଜଧାନୀରେ ତାଣ୍ଡବ ରଚିଲା କାଳବୈଶାଖୀ । ପବନରେ ଭାଙ୍ଗିଲା ଗଛ,…

ସର୍ପାଘାତରେ ଚାଲିଗଲା ୨ ଜୀବନ

ଅନୁଗୋଳ: ସାପ କାମୁଡ଼ାରେ ଦୁଇ ମୃତ। ଅନୁଗୋଳ ଜିଲ୍ଲା ବନ୍ତଳା ଅଞ୍ଚଳରେ ପୃଥକ ପୃଥକ ସ୍ଥାନରେ ସାପ କାମୁଡାରେ ଦୁଇ ଜଣଙ୍କ ମୃତ୍ୟୁ । ପୋକତୁଙ୍ଗା ଷଣ୍ଢଛକ ସାହିରେ ସାପ କାମୁଡାରେ ଜଣେ ମହିଳା ମୃତ । ଶରଧାପୁର ପଞ୍ଚାୟତ ବେତର ଗାଁରେ ସାପ କାମୁଡାରେ ଜଣେ ଯୁବକ ମୃତ ହୋଇଛି। ଶବ…