Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜଧାନୀ ଭୁବନେଶ୍ବରରେ ଅଙ୍ଗନବାଡ଼ି କର୍ମୀଙ୍କ ବିକ୍ଷୋଭ
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ବରରେ ପୁଣି ଅଙ୍ଗନବାଡ଼ି କର୍ମୀଙ୍କ ବିକ୍ଷୋଭ । ୧୦ ଦଫା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଶହ ଶହ ଅଙ୍ଗନବାଡ଼ି କର୍ମୀ । ଏଥିସହ ବିଧାନସଭା ଘେରାଉ କରିବାକୁ ଉଦ୍ୟମ କରିଛନ୍ତି । ସେମାନଙ୍କ ମୁଖ୍ୟ ଦାବି ଅଙ୍ଗନୱାଡି କର୍ମୀଙ୍କୁ…
ପ୍ରଥମ ମହିଳା ବାଚସ୍ପତି ହେଲେ ପ୍ରମିଳା ମଲ୍ଲିକ…
ଭୁବନେଶ୍ବର: ସାରା ଓଡିଶା ପାଇଁ ଆଜି ଏକ ଏୗତିହାସିକ ଦିନ । ଆଜି ଓଡିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି । ପ୍ରମିଳା ମଲ୍ଲିକ ବାଚସ୍ପତି ଭାବେ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି । ଉପବାଚସ୍ପତି ରଜନୀକାନ୍ତ ସିଂ ଏହା ଘୋଷଣା…
ମୌସୁମୀ ଅଧିବେଶନ: ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ…
ଭୁବନେଶ୍ୱର : ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।…
ନରସିଂହପୁର ଜଙ୍ଗଲରୁ ଦନ୍ତାହାତୀର ମୃତଦେହ ଉଦ୍ଧାର…
ଭୁବନେଶ୍ୱର: ନିକଟରେ କଟକ ଜିଲ୍ଲା ଆଠଗଡ଼ ଫରେଷ୍ଟ ଡିଭିଜନ ଅନ୍ତର୍ଗତ ନରସିଂହପୁର ଜଙ୍ଗଲରୁ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର କରାଯାଇଛି। ହେଲେ ହାତୀର ମୃତ୍ୟୁ ପଛର କାରଣ ବନ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ। ଗତ ସେପ୍ଟେମ୍ବର ୧୮ ତାରିଖରେ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରୁଥିବା…
ନିସର୍ତ୍ତ ର ପ୍ରଭାବ-ଆସିକା ଚିନିଶିଳ୍ପର ଧର୍ମ କାଣ୍ଟା ଅଚଳ ଅଧର୍ମ କାମ ଚାଲିଛି..!
ଖବର ପ୍ରକାଶ ପରେ ମାନିଲା ପ୍ରଶାସନ ଦୁର୍ନୀତି କୁ ନେଇ ଜିଲାପାଳ ଙ୍କୁ ଚିଠି....
ଏମଭିଆଇ କାର୍ଯ୍ୟାଳୟ ଓ ଅସ୍ଥାୟୀ କ୍ୟାମ୍ପରେ ଦଲାଲ ଙ୍କ ଦୌରାତ୍ମ୍ୟ… !
ଗଞ୍ଜାମ ଏମ ଭି ଆଇ କାହାର ଗେଲ୍ହା ପୁଅ...?
ଦଳରୁ ବିଦା ହେଲେ ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ସୁଧାଂଶୁ ପରିଡା…
ଭୁବନେଶ୍ଵର: ଦଳରୁ ବିଦା ହେଲେ ୨ ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ସୁଧାଂଶୁ ପରିଡା । ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡାଙ୍କୁ ଦଳରୁ ବହିଷ୍କୃତ କଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଗଣମାଧ୍ୟମ ସମ୍ମୁଖରେ ବହିଷ୍କାର ନେଇ ନବୀନ ।…
ସୁଦାମ ମାର୍ଣ୍ଡିଙ୍କୁ ମିଳିଲା ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ…
ଭୁବନେଶ୍ବର: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ବରିଷ୍ଠ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଇସ୍ତଫା ଦେବା ପରେ ସେହି ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ। ପୂର୍ବରୁ ଶ୍ରୀ ମାର୍ଣ୍ଡି ମଧ୍ୟ ସେହି ବିଭାଗର…
ବାଚସ୍ପତି ପଦ ଲାଗି ନାମାଙ୍କନ ପତ୍ର ଦାଖଲ କଲେ ପ୍ରମିଳା ମଲ୍ଲିକ…
ଭୁବନେଶ୍ବର: ବରିଷ୍ଠ ବିଜେଡି ବିଧାୟିକା ତଥା ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ବିଧାନସଭାର ବାଚସ୍ପତି ପଦ ଲାଗି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏଥିପାଇଁ ସେ ରାଜସ୍ବ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ। ନାମାଙ୍କନ ପତ୍ର ଦାଖଲ କରିବା…