Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶାରେ ଗଣମାଧ୍ୟମ ଓ ସାମ୍ବାଦିକମାନଙ୍କୁ ଦମନ କରିବାକୁ ଅପପ୍ରୟାସ କରୁଛି ବିଜେଡ଼ି: କଂଗ୍ରେସ
ଭୁବନେଶ୍ୱର: ଓଡ଼ିଶାରେ ବିଗତ କିଛି ବର୍ଷ ହେଲା ସାମ୍ବାଦିକ ମାନଙ୍କ ଉପରେ ଚାଲିଛି ଦମନରାଜ। ଗଣତନ୍ତ୍ରର ଚତୁର୍ଥ ସ୍ତମ୍ବ ଉପରେ ଆକ୍ରମଣକୁ କଂଗ୍ରେସ କେବେ ହେଲେ ବରଦାସ୍ତ କରିବନାହିଁ। ଗଣତନ୍ତ୍ରକୁ ସଶକ୍ତ କରିବା ଜନସାଧାରଣଙ୍କ ଅଭାବ ଅସୁବିଧାକୁ ସରକାର ଏବଂ…
ଖାଦ୍ୟ ବିଷ କ୍ରିୟାରୁ ପରିବାରର ୧୧ ଜଣ ଅସୁସ୍ଥ, ମେଡିକାଲରେ ଭର୍ତ୍ତି…
ଆନନ୍ଦପୁର : ଖାଦ୍ୟ ବିଷ କ୍ରିୟାରୁ ୧୧ ଅସୁସ୍ଥ। ଆନନ୍ଦପୁର ନନ୍ଦିପଦା ଥାନା ଅମୃତପୁର ଗାଁରେ ରାତିରେ ଚିକେନ ଖାଇ ୧୧ ଜଣ ଅସୁସ୍ଥ ହୋଇଛନ୍ତି। ସମସ୍ଥ ଅସୁସ୍ଥଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ଯରେ ୨ ପୁରୁଷ , ୩ଜଣ ମହିଳା ଓ…
ଚାଷୀଙ୍କ ଆକାଉଣ୍ଟକୁ କାଳିଆ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି।…
ଆଜି ବି ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା…
ଭୁବନେଶ୍ୱର: ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ ବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି । ଆଜି ବି ଭୀଷଣ…
ଗଣେଶ ବିସର୍ଜନ କରିବାକୁ ଯାଇ ନାଗାବଳୀ ନଦୀରେ ଭାସି ଗଲେ ଯୁବକ
ରାୟଗଡ଼ା: ନାଗାବଳୀ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଯାଇ ପ୍ରଖର ନଦୀ ଜଳସ୍ତରରେ ଭାସି ଗଲେ ଜଣେ ୩୨ ବର୍ଷ ଯୁବକ। ରାୟଗଡାର ନାଗାବଳୀ ନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳସ୍ତର ପ୍ରଖର ଓ ଭୀଷଣ…
ସଂଯୁକ୍ତା ଓ ଶ୍ରୀକାନ୍ତ ଙ୍କ ଲଢେଇ କିଏ କାହାକୁ ବିପଦ..? ଥାନାର ଦେଲେ ଅଭିଯୋଗ…
ବ୍ରହ୍ମପୁର:୨୦-୯ ପୋଲସରା ବିଧାୟକ ଙ୍କୁ ହତ୍ୟା କରିବା ପାଇଁ ଯୋଜନା ହେଉଥିବା ନେଇ ପୋଲସରା ଥାନାରେ ମାମଲା। ଏହି ମାମଲା ରୁଜୁ ହେବା ପରେ ସଂଯୁକ୍ତା ,ଶ୍ରୀକାନ୍ତ ଙ୍କ ଲଢ଼େଇ କିଏ କାହାକୁ ବିପଦ ବୋଲି ଏବେ ଚାର୍ଚ୍ଚା ଜୋର ଧରିଛି। ଶ୍ରୀକାନ୍ତ ଜଣେ ଶାସକ ଦଳର ବିଧାୟକ ସଂଯୁକ୍ତା ଜଣେ ଶାସକ!-->…
ପ୍ରମିଳା ମଲ୍ଲିକ ହେଲେ ବିଜେଡି ବାଚସ୍ପତି ପ୍ରାର୍ଥୀ…
ଭୁବନେଶ୍ୱର: ଆସନ୍ତକାଲି ବାଚସ୍ପତି ନିର୍ବାଚନ ପଇଁ ନାମାଙ୍କନ ତାରିଖ ରହିଛି। ଏହା ପୂର୍ବରୁ ଶାସକ ଦଳ ବିଜେଡି ମହିଳା କାର୍ଡ ଖେଳି ଦଳର ବରିଷ୍ଠ ମହିଳା ନେତ୍ରୀ ତଥା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କରିଛି। ସାରା ଦେଶରେ ମହିଳା ସଂରକ୍ଷଣ ବିଲ୍ ନେଇ…
ଗଣେଶ ପୂଜା ଭୋଗ ଖାଇ ୭୫ରୁ ଉର୍ଦ୍ଧ୍ବ ଅସୁସ୍ଥ…
ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ମାଷାଡ଼ ଗାଁରେ ମଙ୍ଗଳବାର ଗଣେଶ ପୂଜା ଅନୁଷ୍ଠିତ ହୋଇଥିଲା। ପୂଜାରେ ଚୁଡ଼ା ଭୋଗ କରାଯାଇଥିଲା। ଗତକାଲିର ଚୁଡ଼ା ଭୋଗ ବଳିଯିବାରୁ ଆଜି ଗ୍ରାମବାସୀଙ୍କ ମଧ୍ୟରେ ବାଣ୍ଟି ଦିଆଯାଇଥିଲା। ଭୋଗ ଖାଇବା ପରେ ସମସ୍ତେ ଅସୁସ୍ଥ ହୋଇ ପଡ଼ିଛନ୍ତି।…
ପ୍ରାଥମିକ ଶିକ୍ଷକ ସଂଘକୁ ଆଲୋଚନା ପାଇଁ ସିଏମ୍ଓରୁ ଡକରା…
ଭୁବନେଶ୍ୱର: ପ୍ରାଥମିକ ଶିକ୍ଷକ ସଂଘକୁ ଆଲୋଚନା ପାଇଁ ସିଏମ୍ଓରୁ ଡକରା। ଆସନ୍ତା ୨୩ ତାରିଖ ସନ୍ଧ୍ୟା ୫ଟାରେ ଆଲୋଚନା ପାଇଁ ଡକରା ଦେଇଛନ୍ତି ସିଏମଓ। ଆନ୍ଦୋଳନରୁ ଓହରିଥିବା ଶିକ୍ଷକ ସଂଘକୁ ଆଲୋଚନା ପାଇଁ ଡାକିଲେ। ଏନେଇ ସୂଚନା ଦେଲେ ନିଖିଳ ଉତ୍କଳ ପ୍ରାଥମିକ…
ବିଜେଡି ପକ୍ଷରୁ ନିଯୁକ୍ତି ପାଇଲେ ବିଜୁ ଶ୍ରମିକ ସାମ୍ମୁଖ୍ୟର ନୂତନ କର୍ମକର୍ତ୍ତା…
ଭୁବନେଶ୍ୱର: ବିଜେଡି ପକ୍ଷରୁ ନିଯୁକ୍ତି ପାଇଲେ ବିଜୁ ଶ୍ରମିକ ସାମ୍ମୁଖ୍ୟର ନୂତନ କର୍ମକର୍ତ୍ତା । ବିଭିନ୍ନ ବିଭାଗର ଶ୍ରମିକ ସଂଗଠନରେ ନୂତନ କର୍ମକର୍ତ୍ତା ନିଯୁକ୍ତି ଦିଆଯାଇଥିବା ଦଳ ପକ୍ଷରୁ ଏକ ପ୍ରେସ ରିଲିଜରେ କୁହାଯାଇଛି ।
ତଥ୍ୟ ଅନୁଯାୟୀ, ନିର୍ମାଣ ଶ୍ରମିକ ସଂଘର ମୁଖ୍ୟ…