Browsing Category

ଓଡିଶା

ମାଷ୍ଟରକ୍ୟାଣ୍ଟିନ ନିକଟରେ ଯୁବକଙ୍କୁ ମାରି ରାସ୍ତା ଉପରେ ଫିଙ୍ଗି ଚାଲିଗଲେ ଦୁର୍ବୃତ୍ତ…

ଭୁବନେଶ୍ୱର: ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ସ୍ଥିତ କଂଗ୍ରେସ ଭବନ ନିକଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କ ବୟସ ୩୫ ପାଖାପାଖି ହେବ । ତେବେ ଏହି ଯୁବକଜଣକ କିଏ  ଏବଂ ଏଠାକୁ ତାଙ୍କର ମୃତଦେହ କେମିତି ଆସିଲା ସେ ନେଇ କୌଣସି ସ୍ପଷ୍ଟ ଚିତ୍ର…

୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି…

ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ ବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ ରାଜ୍ୟବ୍ୟାପୀ ଲାଗି ରହିଛି ବର୍ଷା। ଆଜି ଓ ଆସନ୍ତାକାଲି ବର୍ଷାର ପ୍ରଭାବ ଅଧିକ ରହିବ । କିଛି ସ୍ଥାନରେ ତୁହାକୁ ତୁହା…

ଯାଜପୁରରେ ସୁନା ଅଳଙ୍କାର ଓ ମୋବାଇଲ ଲୁଟ ଘଟଣା : ୪ ଲୁଟେରା ଗିରଫ…

ଯାଜପୁର: ଯାଜପୁର ପୋଲିସକୁ ବଡ ସଫଳତା ମିଳିଛି  । ଘରେ ପଶି ସୁନା ଅଳଙ୍କାର ଲୁଟି ନେଉଥିବା ଲୁଟେରା ଗ୍ୟାଙ୍ଗକୁ ପୋଲିସ ଗିରଫ କରିଛି  । ସୂଚନା ଅନୁସାରେ ଏହି ଲୁଟେରା ଗ୍ୟାଙ୍ଗ ରାମବାଗ ବାମଦେବପୁର ଗାଁର ସୁଦୀପ ମହାରଣାଙ୍କ ଘରେ ପଶି ସୁନା , ରୂପା ଅଳଙ୍କାର ଓ ମୋବାଇଲ ଫୋନ୍ ଲୁଟି…

ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ…

ସମ୍ବଲପୁର : ନୂଆଁଖାଇ ପାଇଁ ଚଳଚଞ୍ଚଳ ସାରା ପଶ୍ଚିମ ଓଡ଼ିଶା। ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ। ପୂର୍ବ ନିର୍ଦ୍ଧାରିତ ସମୟରେ ଇଷ୍ଟଦେବୀଙ୍କ ପାଖରେ ରୀତିନୀତି ଅନୁସାରେ ନବାନ୍ନ ଲାଗି ହୋଇଛି। ମାଆ ସମଲେଶ୍ୱରୀଙ୍କୁ ଲାଗି ହୋଇଛି ନୂତନ ସରିଆ ଧାନରେ…

ଆଉ ୭ ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଲା…

ସୁନ୍ଦରଗଡ଼: ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୭ ଜଣ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହା ଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଛି। ଜଣେ ସ୍ବାସ୍ଥ୍ୟ ଅଧିକାରୀ ବୁଧବାର ଏହି ସୂଚନା ଦେଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ନମୁନା…

ଥାନାରେ ଏତଲା ଦେଲେ ଶ୍ରୀକାନ୍ତ ସାହୁ…

ପୁରୁଷୋତ୍ତମପୁର //ପୋଲସରା: ପୋଲସରା ବିଧାୟକ ତଥା ପୂର୍ବତନ ଶ୍ରମ ରାଷ୍ଟ୍ରମନ୍ତ୍ରୀ ଶ୍ରୀକାନ୍ତ ସାହୁ ଓ ତାଙ୍କ ଝିଅକୁ ହତ୍ୟା ଷଡ଼ଯନ୍ତ୍ର କରା ଯାଉଥିବା ସମ୍ପର୍କରେ ନିଜେ ବିଧାୟକ ଶ୍ରୀ ସାହୁ ପୋଲସରା ଥାନା ରେ ଏତଲା ଦେଇଛନ୍ତି। ଶ୍ରୀ ସାହୁ ତାଙ୍କ ଏତଲାରେ ଉଲ୍ଲେଖ କରିଛନ୍ତି ଯେ ଚଳିତ…

ଗଞ୍ଜାମ ଜିଲ୍ଲା ଅବକାରୀ ଓ ରାଜସ୍ୱ ବିଭାଗ ର ବାବୁ ମାନେ ଏବେ ଜଣେ ଜଣେ କୁବେର : ରାଜ୍ୟ ସରକାର ଧୃତରାଷ୍ଟ୍ର…!!

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ରେ ଏବେ ମଦ ଓ ବାଲି ବ୍ୟବସାୟ ଭଲ ଲାଭବାନ ବ୍ୟବସାୟ ପାଲଟିଛି। ଏହି ବ୍ୟବସାୟ ରେ ନେତା-ଅବକାରୀ- ରାଜସ୍ୱ ବିଭାଗ ଠାରୁ ଆରମ୍ଭ କରି ମାଫିଆମାନେ ହାତକୁ ହାତ ମିଶାଇ ମୁଠା ମୁଠା ଟଙ୍କା ଆଦାୟ କରୁଥିବା ଏବେ ଚାର୍ଚ୍ଚା ର ବିଷୟ ହୋଇଛି। ଗଞ୍ଜାମ ଜିଲ୍ଲାର

ମୃତକର ନଖ, ଚମଡା ଓ ଚୁଟି ଧରାଇ ଦେଲା ହତ୍ୟାକାରୀ: ୩ ଗିରଫ…

ସୁବର୍ଣ୍ଣପୁର: ମୃତକର ନଖ, ଚମଡା ଓ ଚୁଟି ଧରାଇ ଦେଲା ହତ୍ୟାକାରୀ । ହତ୍ୟା କରି ତଥ୍ୟ ଲୁଚାଇଥିବା ୩ ଯୁବକଙ୍କୁ ଗିରଫ କରିଛି ପୋଲିସ୍। ମୃତକ ହେଲେ ସମ୍ୱଲପୁର ଜିଲ୍ଲା ବେହେରା ମୁଣ୍ଡା ଗାଁର କୃଷ୍ଣଚନ୍ଦ୍ର ଭୋଇ । ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ଥାନା ରାଜନଗର…

ଅନୁଗୁଳରେ ହାତୀ ଆକ୍ରମଣରେ ଜଣେ ମୃତ…

ଅନୁଗୁଳ : ଅନୁଗୁଳ ଜିଲ୍ଲାରେ ଥମୁନି ହାତୀ ଉପଦ୍ରବ  । କେତେବେଳେ ହାତୀ ଆକ୍ରମଣରେ ମଣିଷ ଜୀବନ ଯାଉଛି  । ତ ଆଉ କେତେବେଳା ହାତୀ-ମଣିଷ ଲଢେଇ ମଧ୍ୟରେ ହାତୀର ଜୀବନ ଯାଉଛି  । ଅନେକ ସ୍ଥାନରେ ଖାଦ୍ୟ ଅନ୍ବେଶଣରେ ଆସି ଗାଁ ମୁହାଁ ହେଉଛନ୍ତି ହାତୀ ପଲ  । ଆଜି ଏମିତି କିଛି ଘଟଣା…

ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ମୃତ…

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡ଼ା ଜଙ୍ଗଲରେ ପୋଲିସ୍ ମାଓବାଦୀ ମଧ୍ୟରେ ଗୁଳିବିନିମୟ। ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ମୃତ। ନାହାଡ଼ି ଜାଙ୍ଗଲରେ ଆଜି ସକାଳୁ ମାଓବାଦୀ କ୍ୟାମ୍ପ କରି ରହିଥିବା ନେଇ ଖବର ପାଇ…