Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅକ୍ଟୋବର ୩ ତାରିଖରେ ଓଡିଶା ବନ୍ଦ ଡାକରା ଦେଲା ଶ୍ରୀଜଗନ୍ନାଥ ସେନା…
ପୁରୀ: ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦୁଆର ଖୋଲାଯିବା ପ୍ରସଙ୍ଗ । ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଦାବି କରି ଆସନ୍ତା ମାସ ଅକ୍ଟୋବର ୩ ତାରିଖରେ ଓଡିଶା ବନ୍ଦ ଡାକରା ଦେଇଛି ଶ୍ରୀଜଗନ୍ନାଥ ସେନା। କାଳିଆ ଠାକୁର ଓ ତାଙ୍କ ଭକ୍ତଙ୍କ ପାଇଁ ଗୋଟିଏ ଦିନ ଅଖଚକ ବନ୍ଦ କରାଯିବ ବୋଲି…
ଭାଲୁ ଆକ୍ରମଣ ବୃଦ୍ଧାଙ୍କ ମୃତ୍ୟୁ
ଆନନ୍ଦପୁର: ଭାଲୁ ଆକ୍ରମଣ ଜଣେ ବୃଦ୍ଧାଙ୍କ ମୃତ୍ୟୁ । କେନ୍ଦୁଝର ଆନନ୍ଦପୁର ଥାନା ପଣସଡିହା ପଞ୍ଚାୟତ ଡୁମରିଡିହା ଗାଁରେ ଏହି ଘଟଣା ଘଟିଛି । ମୃତକ ହେଉଛନ୍ତି ସୁମୀ ଘାଗରାଇ । ସେ ନିକଟସ୍ଥ ଜଙ୍ଗଲକୁ ଶୌଚ ହେବାକୁ ଯାଇଥିବା ବେଳେ ସେଠାରୁ ଫେରି ବାଟରେ ଛତୁ ତୋଳୁଥିଲେ ।…
ମହିଳା ସଂରକ୍ଷଣ ବିଲ୍କୁ ସୋନିଆ ଗାନ୍ଧିଙ୍କ ସମର୍ଥନ…
ମହିଳା ସଂରକ୍ଷଣ ବିଲ୍ ବା ନାରୀ ଶକ୍ତି ବନ୍ଦନ ଅଧିନିୟମ ଉପରେ ଆଜି ଲୋକସଭାରେ ବିତର୍କ ଆରମ୍ଭ ହୋଇଛି। ବିତର୍କ ବେଳେ ଶ୍ରେୟ ନେବାକୁ ବିଜେପି ଓ କଂଗ୍ରେସ ମଧ୍ୟରେ ବାକଯୁଦ୍ଧ ଦେଖିବାକୁ ମିଳିଛି। କଂଗ୍ରେସ ପକ୍ଷରୁ ପ୍ରଥମ ଭକ୍ତା ଭାବେ ସୋନିଆ ଗାନ୍ଧି ନିଜର ପକ୍ଷ…
ବାଲୁକା କଳାରେ ନୂଆଁଖାଇ ଜୁହାର ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ…
ପୁରୀ: ଆଜି ପଶ୍ଚିମ ଓଡିଶାର କୃଷିଭିତ୍ତିକ ପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସମଗ୍ର ପଶ୍ଚିମ ଓଡିଶା । ଚାଷୀ ବର୍ଷର ପହିଲି ଶସ୍ୟକୁ ନିଜର ଇଷ୍ଟଦେବୀଙ୍କ ନିକଟରେ ଅର୍ପଣ କରିଛି । ଏଥିପାଇଁ କେତେ ସଜବାଜ । ଘରକୁ ସଫାସୁତରା ସହ ଲିପାପୋଛା କରାଯାଇଛି । ଘରେ ଘରେ…
ଗଣେଶ ପୂଜା ଭୋଗ ଖାଇ ୩୫ରୁ ଅଧିକ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି…
ସୋର : ଗଣେଶ ପୂଜା ଭୋଗ ଖାଇ ୩୫ ରୁ ଅଧିକ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି। ବାହାନଗା ବ୍ଲକ ପଣପଣା ପଂଚାୟତ ସରସତିଆ ଗ୍ରାମରେ ଘଟିଛି ଏହି ଅଭାବନୀୟ ଘଟଣା । ଗତକାଲି ଗଣେଶ ପୂଜା ଭୋଗ ଖାଇ ଅସୁସ୍ଥ ହୋଇଥିବା ଦେଖିବାକୁ ମିଳିଛି।
ସୂଚନା ମୁତାବକ ଏହି ଗ୍ରାମର…
୫ ମତ୍ସ୍ୟଜୀବୀ ଉଦ୍ଧାର, ୩ ଜଣ ଏବେବି ନିଖୋଜ
ପାରାଦୀପ ନେହେରୁ ବଙ୍ଗଳା ମାଛ ଧରା ବୋଟ୍ ବୁଡି ଘଟଣା । ୫ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୩ଜଣ ଏବେବି ନିଖୋଜ ଅଛନ୍ତି । ପାରାଦୀପ ମେରାଇନ ଥାନା ଓ କୋଷ୍ଟ ଗାର୍ଡ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି । ସୂଚନା ଅନୁସାରେ ଗତକାଲି…
ନୂଆଁଖାଇ ଅବସରରେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀଙ୍କ ଶୁଭେଚ୍ଛା…
ଭୁବନେଶ୍ବର: କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ପଶ୍ଚିମ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା…
ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍…
ପୁରୀ: ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍। ୨୪ରେ ଉଦଘାଟନ ପୂର୍ବରୁ ପୁରୀ-ରାଉରକେଲା ମଧ୍ୟରେ ଏହି ଟ୍ରାଏଲ ରନ୍ ହୋଇଛି। ସକାଳ ୫ଟାରୁ ପୁରୀରୁ ବାହାରି ଦିନ ୧୨ଟା ୪୫ରେ ରାଉରକେଲାରେ ପହଞ୍ଚିବ।
ଏହାପରେ ଅପରାହ୍ନ ୨ଟା ୧୦ରେ ରାଉରକେଲାରୁ ବାହାରି ରାତି…
ଆଜି କୃଷିଭିତ୍ତିକ ପର୍ବ ନୂଆଁଖାଇ : ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡିଶା…
ସମ୍ବଲପୁର: ଆଜି ପଶ୍ଚିମ ଓଡିଶା ର ଲୋକପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସମଗ୍ର ପଶ୍ଚିମ ଓଡିଶା । ନୂଆଁ ନୂଆଁରେ ପାଳନ ହେବ ନୂଆଖାଇ ପର୍ବ । ଚାଷୀ ବର୍ଷର ପହିଲି ଶସ୍ୟକୁ ନିଜର ଇଷ୍ଟଦେବୀଙ୍କ ନିକଟରେ ଅର୍ପଣ କରିବ । ଏଥିପାଇଁ କେତେ ସଜବାଜ । ଘରକୁ ସଫାସୁତରା ସହ…
ଦୁଇ ଦିନିଆ ରିମାଣ୍ଡରେ ଇରାନୀ ସ୍ବାମୀ ନିଶିକାନ୍ତ ପାତ୍ର
ଭୁବନେଶ୍ବର : ହନିଟ୍ରାପ୍ କୁଇନ୍ ଇରାନୀ ଗ୍ୟାଙ୍ଗ୍ ଗିରଫ ମାମଲାରେ ଦୁଇ ଦିନିଆ ରିମାଣ୍ଡରେ ଗଲେ ଇରାନୀ ସ୍ବାମୀ ନିଶିକାନ୍ତ ପାତ୍ର । ଦୁଇ ଦିନିଆ ରିମାଣ୍ଡ ଅବଧି ସମୟରେ ନିଶିକାନ୍ତକୁ ମାରାଥନ୍ ଜେରା କରିବ ତମାଣ୍ଡୋ ଥାନା ପୋଲିସ । ଏହି ଗ୍ୟାଙ୍ଗ୍ରେ ଆଉ କିଏ…