Browsing Category

ଓଡିଶା

ମା’ ଓ ଦୁଇ ପୁଅଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଶେରଗଡ଼ ସ୍ଥିତ ମହାତ୍ମା ଗାନ୍ଧି ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସାବିତ୍ରୀ ବେହେରା ଓ ତାଙ୍କର ଦୁଇ ପୁଅଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଶାଶୁଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କ ସ୍ୱାମୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ…

ଆସନ୍ତା ୨୧ ତାରିଖକୁ ସ୍ଥାନୀୟ ଛୁଟି ଘୋଷଣା କଲେ ସମ୍ବଲପୁର ଆରଡିସି

ସମ୍ବଲପୁର : ଦିନଟିଏ ପରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଫଳରେ ମାଁ ସମଲେଶ୍ୱରୀଙ୍କ ପୀଠରେ ପ୍ରସ୍ତୁତି ଜୋରଦାର ଚାଲିଛି। ଆସନ୍ତା ୨୧ ତାରିଖକୁ ସ୍ଥାନୀୟ ଛୁଟି ଘୋଷଣା କଲେ ସମ୍ବଲପୁର ଆରଡିସି । ସ୍ଥାନୀୟ ଜନ ସମୁଦାୟଙ୍କ ଦାବି ଅନୁସାରେ ନୂଆଁଖାଇ ପରଦିନ…

ଚିନ୍ତା ବଢାଉଛି ସ୍କ୍ରଵ ଟାଇଫସ, ବରଗଡରେ ସ୍ୱତନ୍ତ୍ର ଡାକ୍ତରୀ ଦଳ…

ବରଗଡ଼: ରାଜ୍ୟରେ ବିଷାକ୍ତ କୀଟ କାମୁଡାରେ ଅନେକ ଲୋକଙ୍କ ମୃତ୍ୟୁ ହେବା ଘଟଣା ସାମନାକୁ ଆସିବା ପରେ ଚିନ୍ତାରେ ପଡିଛି ସ୍ଵାସ୍ଥ୍ୟ ବିଭାଗ । ବରଗଡରେ ସ୍କ୍ରଵ ଟାଇଫସ ମାମଲା ଦିନକୁ ଦିନ ବଢିବାରେ ଲାଗିଛି । ଏହାର ସତ୍ୟତା ଅନୁଧ୍ୟାନ ପାଇଁ ଭୁବନେଶ୍ୱରରୁ ତିନିଜଣିଆ ଡାକ୍ତରୀ ଦଳ ବରଗଡ଼ରେ…

‘ସମ୍ୱାଦ’ ଅଫିସରେ EOWର ଚଢାଉ…

ଭୁବନେଶ୍ବର : ଭୁବନେଶ୍ବର ସମ୍ବାଦ ଅଫିସରେ କ୍ରାଇମବ୍ରାଞ୍ଚ EOWର ଟିମ୍ । ଖବରକାଗଜ ଅଫିସରେ ୧୨ ଜଣିଆ ଟିମ୍ ପହଞ୍ଚିଛି । କର୍ମଚାରୀଙ୍କୁ ଋଣ ମାମଲାରେ ସମ୍ବାଦ ଖବରକାଗଜ ଅଫିସରେ ଯାଞ୍ଚ କରୁଛି ତଦନ୍ତକାରୀ ଟିମ୍ । ତେବେ ଏନେଇ ସମ୍ବାଦ କର୍ତୃପକ୍ଷ କି…

ଆସନ୍ତା ୨୫ରେ ଏନଆରଟିଏସ ପରୀକ୍ଷା…

କଟକ: ଆସନ୍ତା ୨୫ ରେ ନ୍ୟାସନାଲ ରୁରାଲ ଟାଲେଣ୍ଟ ସ୍କଲାରସିପ (ଏନଆରଟିଏସ) ପରୀକ୍ଷା। । ରାଜ୍ୟର ୫୭ ହଜାର ୮୫୧ ଜଣ ଛାତ୍ରଛାତ୍ରୀ ଦେଉଛନ୍ତି ଏହି ପରୀକ୍ଷା। ରାଜ୍ ୩୭୦ ଟି କେନ୍ଦ୍ରରେ ହେବ ପରୀକ୍ଷା। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରୁଛି ପରୀକ୍ଷା। www.bseodisha.ac.in…

ମନ୍ଦିର ପ୍ରାଙ୍ଗଣରେ ଥିବା ବଉଳ ଗଛରୁ ପଡିଲା ପୁଳା ପୁଳା ସାପ ଛୁଆ…

ଭୁବନେଶ୍ଵର: ଆଜି ହେଉଛି ବାଲି ତୃତୀୟା ଓଷା ତଥା ସୋମବାର । ସକାଳୁ ସକାଳୁ ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି । ହଠାତ୍ ସେତେବେଳେ ଭକ୍ତଙ୍କ ମୁଣ୍ଡରେ ପଡିଲା ସାପ ଛୁଆ । ଭୟରେ ଭକ୍ତ ଚାରିଆଡେ ଦୌଡିବାକୁ ଲାଗିଲେ । ଏପରି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ନୀଳାଦ୍ରି ବିହାର ସ୍ଥିତ…

ଯୁବକଙ୍କୁ ଖଣ୍ଡା, ଭୁଜାଲିରେ ଆକ୍ରମଣ କଲେ ୮ ଦୁର୍ବୃତ୍ତ

ଭୁବନେଶ୍ୱର : କମେଣ୍ଟମରାକୁ ବିରୋଧ କରିବାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଲକ୍ଷ୍ମସାଗର ଥାନା ବମିଖାଲର ରାକେଶ କୁମାର ବାରିକ ସେଲୁନରେ ଥିବା ୮ ଜଣ ଯୁବକ ଖଣ୍ଡା, ଭୁଜାଲି ଓ ଲୁହା ରଡରେ ଆକ୍ରମଣ କରିଥିଲେ । ଏଥିରେ ରାକେଶଙ୍କ ମୁଣ୍ଡ, ପେଟ ଓ ହାତରେ ଗଭୀର…

ପଞ୍ଚଭୂତରେ ବିଲୀନ ହେଲେ ପ୍ରଖ୍ୟାତ ସାହିତ୍ୟିକା ଓ ସାମ୍ବାଦିକା ଗୀତା ମେହେଟ୍ଟା

ନୂଆଦିଲ୍ଲୀ: ଅନ୍ତିମ ଯାତ୍ରାରେ ଗୀତା ମେହେଟ୍ଟା।ପଞ୍ଚଭୂତରେ ବିଲୀନ ହେଲେ ପ୍ରଖ୍ୟାତ ସାହିତ୍ୟିକା ଓ ସାମ୍ବାଦିକା ଗୀତା ମେହେଟ୍ଟା। ଦିଲ୍ଲୀ ଲୋଧି ରୋଡ୍ ସ୍ମଶାନରେ ଗୀତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଅବଦୁଲ କଲାମ ରୋଡ଼ରେ ଥିବା ପୈତୃକ ବାସଭବନରୁ ତାଙ୍କ…

ଘରୋଇ କଳହକୁ କେନ୍ଦ୍ର କରି ଭାଇକୁ ହାଣିଲା ଭାଇ…

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଲଙ୍ଗଳେଶ୍ବର ଗାଁରେ ଅଭାବନୀୟ ଘଟଣା  । ଘରୋଇ କଳହକୁ କେନ୍ଦ୍ର କରି ଭାଈକୁ ହାଣି ଦେଇଛି ଭାଈ  । ସୂଚନା ଅନୁସାରେ ଗତକାଲି କୌଣସି କଥାକୁ ନେଇ ସୁଶାନ୍ତ ଗିରିଙ୍କର ତାଙ୍କ ମାଆ ସାବିତ୍ରୀ ଗିରିଙ୍କ ସହ ବଚସା ହୋଇଥିଲା  । ଏଥିରେ ରାଗି ଯାଇ ସୁଶାନ୍ତ…

ସୁନ୍ଦରଗଡକୁ ସ୍କ୍ରବ ଟାଇଫସ୍ ଚିନ୍ତା; ପୁଣି ୩ ପଜିଟିଭ ଚିହ୍ନଟ, ସମୁଦାୟ ସଂଖ୍ୟା ୧୮୩…

ସୁନ୍ଦରଗଡ: ସୁନ୍ଦରଗଡ଼ରେ ସ୍କ୍ରବ ଟାଇଫସ୍ରେ ଲାଗୁନି ଲଗାମ। ଗତକାଲି ୧୧ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ଚିହ୍ନଟ ହୋଇଛନ୍ତି ୩ଜଣ। ଏହା ସହ ସଂଖ୍ୟା ୧୮୩ରେ ପହଞ୍ଚିଛି। ଗତ ଜାନୁୟାରୀ ୧ରୁ ସେପଟେମ୍ବର ୧୨ ତାରିଖ ମଧ୍ୟରେ ଜିଲ୍ଲାରେ ୧୩୨ ଜଣ ସ୍କ୍ରବ ଟାଇଫସ୍…