Browsing Category

ଓଡିଶା

ମେରାଇନ ଡ୍ରାଇଭରେ ମୋ ବସ-କାର ଧକ୍କା: ଚାଳକ ମୃତ

ପୁରୀ:ପୁରୀ-କୋଣାର୍କ ମେରାଇନ ଡ୍ରାଇଭରେ ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା । ‘ମୋ ବସ’-କାର ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ କାର ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି । ଅନ୍ୟ ୫ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କ ଅବସ୍ଥା ଗୁରୁତର ଅଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ କଟକ…

ଫୁଲବାଣୀ ଠାରେ ଆୟୋଜିତ ହେବ ଦୁଇ ଦିନିଆ ରାଜ୍ୟ ଆଇନଜୀବୀ ଅଧିବେଶନ…

ଫୁଲବାଣୀ,:ଚଳିତ ବର୍ଷ ଫୁଲବାଣୀ ଠାରେ ଆୟୋଜିତ ହେବ ରାଜ୍ୟ ଆଇନଜୀବି ସଙ୍ଘର ୫୨ ତମ ତଥା ଦୁଇ ଦିନିଆ ରାଜ୍ୟ ଆଇନଜୀବୀ ଅଧିବେଶନ। ସ୍ଥାନୀୟ ଵାର ଆସୋସିଏସନ ସମ୍ମିଳନୀ କକ୍ଷରେ ଆଜି ଫୁଲବାଣୀ ଜିଲ୍ଲା ବାର ଆସୋସିଏସନ ଓ ରାଜ୍ୟ ଓକିଲ ସଙ୍ଘ ତରଫରୁ ଅନୁଷ୍ଠିତ ଏକ ସଂଯୁକ୍ତ ସାମ୍ବାଦିକ

ଏସ.ୟୁ.ଜେ ଗଞ୍ଜାମ ଜିଲ୍ଲା ଶାଖା ଉପ ସଭାପତି ହେଲେ ବରିଷ୍ଠ ସାମ୍ବାଦିକ ନିରାକାର ସାହୁ, ସଞ୍ଜୀବ କୁମାର ଜେନା ଓ…

ବ୍ରହ୍ମପୁର ରାଜ୍ୟ ସାମ୍ବାଦିକ ସଙ୍ଘ (ଏସ.ୟୁ.ଜେ) ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ଜରୁରୀ କାଳୀନ ବୈଠକ ରାଜ୍ୟ ସଭାପତି କୈଳାସ ଚନ୍ଦ୍ର ନାୟକ ଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଠାରେ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ ସମ୍ପାଦକ ହେମଙ୍ଗ ପ୍ରସାଦ ରାଉଳ ଙ୍କ ଅଧ୍ୟକ୍ଷତା ରେ ରାଜ୍ୟ

ପୁରୀରେ ଶୁଭାରମ୍ଭ ହେଲା ବିଶ୍ଵକର୍ମା ଯୋଜନା…

ପୁରୀ: ଶୁଭାରମ୍ଭ ହୋଇଛି ପିଏମ ବିଶ୍ଵକର୍ମା ଯୋଜନା । ଏହି ଯୋଜନା ମାଧ୍ୟମରେ କୌଳିକ ବୃତ୍ତିଗତଙ୍କୁ ମିଳିବ ବିଶ୍ୱକର୍ମା ପରିଚୟ । ୫% ସୁଧ ହାରରେ ୨ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ ଯୋଗାଇଦେବେ କେନ୍ଦ୍ର ସରକାର । ଏଥିପାଇଁ ୫ ବର୍ଷରେ ୧୩ ହଜାର କୋଟି ଖର୍ଚ୍ଚ…

କନ୍ଦରପୁର ଡକାୟତି ଘଟଣା: ଆଉ ୬ ଅଭିଯୁକ୍ତ ଗିରଫ…

କଟକ: କମିସନରେଟ ପୁଲିସ କଟକ କନ୍ଦରପୁର ଡକାୟତି ଘଟଣାର ପର୍ଦାଫାଶ କରିଛି। ଏହି ମାମଲା ଡକାୟତ ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତ ମନୋଜ ମହାରଣା ଓରଫ ମଙ୍ଗୁକୁ ଦୁଇ ଦିନ ତଳେ ପୁଲିସ ଏନକାଉଣ୍ଟର କରିଥିବା ବେଳେ ଆଜି ଏହି ଗ୍ୟାଙ୍ଗର ଅନ୍ୟ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ…

ଆଉ ଏକ ଜୀବନ ନେଲା ସ୍କ୍ରବ୍ ଟାଇଫସ୍…

ଭୁବନେଶ୍ଵର: ସାରା ରାଜ୍ୟରେ ଅହେତୁକ ଭାବେ ବୃଦ୍ଧି ହେବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ସଂକ୍ରମିତଙ୍କ ସଂଖ୍ୟା । ଏହାରି ଭିତରେ ଏହି ରୋଗରେ ଗତକାଲି ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ୍ ୬ ଜଣଙ୍କର ଜୀବନ ହାନି ହେଲାଣି । ସେପଟେ ସୁନ୍ଦରଗଡ଼ରେ ଆଜି ପୁଣି ୧୧…

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି: ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ…

ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । କହିଛନ୍ତି ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ଉପରମୁଣ୍ଡରେ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମୁଛି । ଆଉ…

ରାଜ୍ୟରେ କାଲିଠାରୁ ପୁଣି ଅଧିକାଂଶ ଅଞ୍ଚଳରେ ବଢିବ ବର୍ଷା…

ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଟ୍ରାପ ଲାଇନ ସହ ଜଡ଼ିତ ଲଘୁଚାପ କ୍ଷେତ୍ର ଦକ୍ଷିଣ ପୂର୍ବ ରାଜସ୍ଥାନ ଓ ସଂଲଗ୍ନ ପଶ୍ଚିମ ମଧ୍ୟପ୍ରଦେଶର ପର୍ଯ୍ୟନ୍ତ ରହିଛି। ପାଣିପାଗର ନିୟାମକ ପ୍ରଭାବରେ ରାଜ୍ୟରେ କାଲିଠାରୁ ପୁଣି ଅଧିକାଂଶ ଅଞ୍ଚଳରେ…

ପ୍ରଧାନମନ୍ତ୍ରୀଙ୍କୁ ବାଲୁକାକଳା ଜରିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ…

ପୁରୀ: ଆଜି ପବିତ୍ର ବିଶ୍ବକର୍ମା ପୂଜା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୩ ତମ ଜନ୍ମଦିନ। ଏହି ଅବସରରେ ଆଜିଠାରୁ ଦେଶରେ ଆରମ୍ଭ ହେବାକୁ ଯାଉଛି ବିଶ୍ବକର୍ମା ଯୋଜନା । ସାରା ଭାରତରେ ତାଙ୍କର ଜନ୍ମଦିନକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ…

ଦିଲ୍ଲୀରେ ଭଉଣୀ ଗୀତା ମେହେଟ୍ଟାଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ନୂଆଦିଲ୍ଲୀ : ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ଶେଷ ଦର୍ଶନ କରିଛନ୍ତି ନବୀନ । ପ୍ରଖ୍ୟାତ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟାଙ୍କ ଗତକାଲି ରାତିରେ ପରଲୋକ ହୋଇଛି । ଦିଲ୍ଲୀସ୍ଥିତ…