Browsing Category

ଓଡିଶା

କଟକର ଚିତ୍ରଶିଳ୍ପୀ ଧୂଆଁରେ ଆଙ୍କିଲେ ମୋଦୀଙ୍କ ଫଟୋ…

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ୭୩ତମ ଜନ୍ମଦିନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଭିନ୍ନ ମନ୍ତ୍ରୀ ଓ ରାଜନେତାମାନେ ଶୁଭେଚ୍ଛା ଜଣାଇଛନ୍ତି। ମୋଦୀଙ୍କ ଜନ୍ମଦିନ ଅବସରରେ ଗୁଜରାଟର ସୁରତରେ ପ୍ରାୟ ୧୦୦୦ ଅଟୋ ଚାଳକ ଯାତ୍ରୀମାନଙ୍କ ପାଇଁ…

କଲେଜରେ ଲାଗିବ ସରକାରୀ ଯୋଜନାର ହୋର୍ଡିଂ…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ କଲେଜରେ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କିତ ହୋର୍ଡିଂ ଲାଗିବ। ଏଥିସହ ଉଚ୍ଚଶିକ୍ଷା ପାଇଁ ଛାତ୍ରବୃତ୍ତି ବ୍ୟବସ୍ଥା ପ୍ରଦର୍ଶନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉଚ୍ଚଶିକ୍ଷା ପାଇଁ ଓଡ଼ିଶା ସରକାରଙ୍କ…

ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର : ଇରାନୀ ହନିଟ୍ରାପ ବ୍ଲାକମେଲିଙ୍ଗ ମାମଲା । ଗ୍ୟାଙ୍ଗର ଆଉ ଜଣେ ସଦସ୍ୟ ଦେବାନନ୍ଦ ଜେନା ଗିରଫ। ବୋଲଗଡର ପ୍ରଶାନ୍ତ ପଟ୍ଟନାୟକଙ୍କ ମାମଲା ଆଧାରରେ ଦେବାନନ୍ଦକୁ ଗିରଫ କରାଯାଇଛି । ସେପଟେ ଆସନ୍ତା କାଲି ରିମାଣ୍ଡରେ ଆସିବ ଇରାନୀ ପାତ୍ର ସ୍ୱାମୀ…

ଓଡ଼ିଶାର ୪ ଜଣ ସଙ୍ଗୀତ ନାଟକ ଏକାଡେମୀ ଅମୃତ ପୁରସ୍କାରରେ ସମ୍ମାନିତ…

ଭୁବନେଶ୍ୱର: ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୮୪ ଜଣ କଳାକାରଙ୍କ ମଧ୍ୟରୁ ଓଡ଼ିଶାର ୪ ଜଣ ବରିଷ୍ଠ କଳାକାରଙ୍କୁ ମର୍ଯ୍ୟାଦାଜନକ ସଙ୍ଗୀତ ନାଟକ ଏକାଡେମୀ ଅମୃତ ପୁରସ୍କାରରେ ସମ୍ମାନିତ କରାଯାଇଛି। ଉପରାଷ୍ଟ୍ରପତି ଜଗଦୀପ ଧନକଡ଼ ୭୫ ବର୍ଷରୁ ଅଧିକ ବୟସର ୮୪ ଜଣ…

ପାନବରଜ ଚାଷୀ ଓ କିଆଫୁଲ ଚାଷୀଙ୍କୁ ରାଜ୍ୟ ଯୋଜନରେ ମିଳିବ ସ୍ୱତନ୍ତ୍ର ସହାୟତା…

ଭୁବନେଶ୍ୱର : ପାନବରଜ ଚାଷୀ ଓ କିଆଫୁଲ ଚାଷୀଙ୍କ ପାଇଁ ଖୁସି। ପାନ ଚାଷକୁ ‘ରାଜ୍ୟ ଯୋଜନା’ରେ ମିଳିବ ସ୍ବତନ୍ତ୍ର ଆର୍ଥିକ ସହାୟତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ…

କଟକ ମତଗଜପୁର ଫାୟାରିଂ କରି ଲୁଟ ଘଟଣା, ୫ ଅଭିଯୁକ୍ତ ଗିରଫ…

କଟକ: କଟକ ମତଗଜପୁର ଫାୟାରିଂ କରି ଲୁଟ ଘଟଣାରେ ଆଉ ୫ ଅଭିଯୁକ୍ତ ଗିରଫ । ୫ ଅଭିଯୁକ୍ତଙ୍କୁ ଗିରଫ କଲା କନ୍ଦରପୁର ଥାନା ପୋଲିସ୍ । ଗତ ୬ ତାରିଖରେ ଅଳଙ୍କାର ବ୍ୟବସାୟୀ ବିକାଶ ପାତ୍ର ନିଜର ଦୁଇ ଚକିଆ ଗାଡିରେ ମତଗଜପୁର ଦେଇ ବ୍ୟବସାୟ କରିବା ପାଇଁ ଯାଉଥିବା ସମୟରେ…

ଆଜି ପୁଣି ସୁନ୍ଦରଗଡ଼ରେ ୧୧ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ : ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍। ଆଜି ପୁଣି ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି ୧୮୦ । ଏନେଇ ସୂଚନା ଦେଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଗତକାଲି ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହି ରୋଗକୁ…

ଜଳାନ୍ତକକୁ ସୂଚୀତ ରୋଗ ଭାବେ ଘୋଷଣା କଲେ ରାଜ୍ୟ ସରକାର…

ଭୁବନେଶ୍ୱର: ଜୀବଜନ୍ତୁଙ୍କ କାମୁ଼ଡିବା ଦ୍ୱାରା ମଣିଷ ମାନେ ଯେଉଁ ରୋଗରେ ସଂକ୍ରମିତ ହୁଅନ୍ତି ବା ଆକ୍ରାନ୍ତ ହୁଅନ୍ତି ତାଙ୍କୁ ଜଳାନ୍ତକ ରୋଗ କୁହାଯାଏ। ଏବେ ଏହାକୁ ଏକ ସୂଚୀତ ରୋଗ ବୋଲି ସରକାର ଘୋଷଣା କରିଛନ୍ତି। ସୂଚୀତ ରୋଗ ଘୋଷଣା କରିବାର ଅର୍ଥ ଏହି…

ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ

ନୂଆଦିଲ୍ଲୀ: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ କନ୍ୟା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଥିବା ଦୁଃଖଦ ଖବର ହସ୍ତଗତ…

ରିୟଲ ଇଷ୍ଟେଟ୍ ବ୍ୟବସାୟୀ ତପନ ମହାନ୍ତିଙ୍କୁ ଇଓଡବ୍ଲୁର ପଚରାଉଚରା…

ଭୁବନେଶ୍ବର : ରାଜ୍ୟର ଜଣାଶୁଣା ରିଅଲ ଇଷ୍ଟେଟ ବ୍ୟବସାୟୀ ତଥା ଜେଡ୍ ୱାନର ମାଲିକ ତପନ ମହାନ୍ତି ଓ ତାଙ୍କ ପୁଅଙ୍କୁ ଆଜି ଅର୍ଥନୈତିକ ଅପରାଧିକ ଶାଖା (ଇଓଡବ୍ଲ୍ୟୁ) ୩ ଘଣ୍ଟା ଜେରା କରିଛି। ମିଳିଥିବା ସୂଚନା ଅନୁଯାୟୀ, ଜେଡ୍ ୱାନ୍‌ର ରଘୁନାଥପୁର ସ୍ଥିତ ଆପାର୍ଟମେଣ୍ଟନର…