Browsing Category

ଓଡିଶା

ସୁନ୍ଦରଗଡରେ ଆଉ ୭ ରୋଗୀ ଚିହ୍ନଟ, କଳାହାଣ୍ଡିରେ ଆଖି ବୁଜିଲେ ମହିଳା

ଭୁବନେଶ୍ୱର: ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ସୁନ୍ଦରଗଡ ଜିଲ୍ଲାରେ ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ଜିଲ୍ଲାରେ ଆଉ ୭ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବାବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୬୯ ଛୁଇଁଛି । ସେପଟେ କଳାହାଣ୍ଡି ଜିଲ୍ଲାରେ ଜଣେ ମହିଳାଙ୍କ…

ଏଣିକି ପ୍ରତିବର୍ଷ ବ୍ୟାଘ୍ର ଗଣନା କରିବେ ସରକାର, ତାଲିମ ନେଉଛନ୍ତି କର୍ମଚାରୀ

ଭୁବନେଶ୍ୱର:ବ୍ୟାଘ୍ର ସଂଖ୍ୟା ଦିନକୁ ଦିନ ହ୍ରାସ ପାଇବା ଏକ ଚିନ୍ତାର କାରଣ ହୋଇଛି । ଏହାକୁ ଦୃଷ୍ଟିରେ ରଖି ସରକାର ପ୍ରତିବର୍ଷ ବ୍ୟାଘ୍ର ଗଣନା କରିବେ । ସେଥିପାଇଁ ଚନ୍ଦକା ଗୋଡ଼ିବାରିରେ ଆରମ୍ଭ ହୋଇଛି ପ୍ରଶିକ୍ଷଣ କାର୍ଯକ୍ରମ   । ଏହି ପ୍ରଶିକ୍ଷଣ  କାର୍ଯ୍ୟକ୍ରମ ଅକ୍ଟୋବର ୧୦…

ମେଡିକାଲ ବିଲ୍ଡିଂରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସୋର : ସୋର ଡାକ୍ତରଖାନା ପରିସରରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ମେଡ଼ିକାଲ ପରିସର ସିଡ଼ି ପାହାଚରେ ଥିବା ଫାୟାର ରେଲିଂରେ ଝୁଲନ୍ତା ଅବସ୍ଥାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଦେଖିବାକୁ ମିଳିଛି । ସମ୍ପୃକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ । ସୂଚନା…

ଅସୁସ୍ଥ ହାତୀଛୁଆକୁ ଛାଡ଼ି ପଳାଇଲା ମାଆ, ଚିକିତ୍ସା ଜାରି…

କରଞ୍ଜିଆ : ଅସୁସ୍ଥ ହାତୀଛୁଆକୁ ଛାଡ଼ି ପଳାଇଲା ମାଆ । କରଞ୍ଜିଆ ବନଖଣ୍ଡର ଭଅଁରା ହୁଡିସାହି ନିକଟରେ ଅସୁସ୍ଥ ହାତୀ ଛୁଆ ଉଦ୍ଧାର । ଅସୁସ୍ଥ ହାତୀ ଛୁଆକୁ ଉଦ୍ଧାର କରିବା ସହ ଚିକିତ୍ସା ଆରମ୍ଭ କରିଛନ୍ତି କରଞ୍ଜିଆ ବନଖଣ୍ଡ ଅଧିକାରୀ। ସୂଚନା ଅନୁସାରେ ଗତକାଲି ୨୨ ଟିକିଆ ହାତୀପୋଲ…

୪ ଓଡିଆ କଳାକାରଙ୍କୁ ମିଳିବ ସଙ୍ଗୀତ ନାଟକ ଏକାଡେମୀ ଅମୃତ ପୁରସ୍କାର…

ଭୁବନେଶ୍ବର: ୪ ଜଣ ଓଡିଆ କଳାକାରଙ୍କ ମିଳିବ ସଙ୍ଗୀତ ନାଟକ ଏକାଡେମୀ ଅମୃତ ପୁରସ୍କାର । ଓଡିଶାର ୪ ଜଣ କଳାକାରଙ୍କୁ ଏହି ପୁରସ୍କାର ମିଳିବ । ଏହି ୪ କଳାକାର ହେଉଛନ୍ତି ଛଉ ନୃତ୍ୟ ଶିଳ୍ପୀ ସିଦ୍ଧେଶ୍ବର ଦାଶ, ଥିଏଟର ଏଳାକାର ଅନ୍ନତ ମହାପାତ୍ର , ଲୋକସଙ୍ଗୀତ…

ମନ୍ଦିରରେ ଗର୍ଭଗୃହରେ ପଶିଲା ପାଣି; ମା’ ଭଟ୍ଟାରିକାଙ୍କ ବିଗ୍ରହ ସ୍ଥାନାନ୍ତର

ଆଠଗଡ: ଗତ କିଛି ଦିନ ହେବ ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସବୁଠି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଆଠଗଡ ବଡମ୍ବା ମାଆ ଭଟ୍ଟାରିକାଙ୍କ ମନ୍ଦିରରେ ବନ୍ୟା ଜଳ ପଶିଛି । ମନ୍ଦିର ବେଢ଼ା ଦେଇ ମନ୍ଦିରରେ ପ୍ରବେଶ କରିଛି ବନ୍ୟା ପାଣି ।…

ଚାଷୀଙ୍କ ଆଖିସାମ୍ନାରେ ଛେଳିକୁ ଗିଳିଲା ଅଜଗର…

ବାଲେଶ୍ଵର : ଚାଷୀଙ୍କ ଆଖିସାମ୍ନାରେ ଛେଳିକୁ ଗିଳିଲା ଅଜଗର । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ଔପଦା ବ୍ଲକ୍ ଢ଼ୋଲପୁର ଗାଁରେ । ଗାଁର ରମାକାନ୍ତ ସିଂ ଛେଳି ଚରାଇବା ପାଇଁ ନିକଟରେ ଥିବା ଦେବଗିରି ପାହାଡ଼କୁ…

ରାସ୍ତା କଡ଼ରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ…

ଅନୁଗୁଳ : ରାସ୍ତାରେ ପଡ଼ିଛି ମୃତଦେହ, ହତ୍ୟା ସନ୍ଦେହ । ଅନୁଗୁଳ ସଦର ଥାନା ଛେଳିଆପଡ଼ା ନିକଟରେ ଜଣେ ବ୍ଯକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । କେହି ହତ୍ଯାକରି ଫିଙ୍ଗି ଦେଇଥିବା ସନ୍ଦେହ । ମୃତ ବ୍ୟକ୍ତି ଜଣଙ୍କ ହେଲେ କାଙ୍ଗୁଲା ଗାଁର ସଗେଇ ବେହେରା ବୋଲି…

ଏଣିକି ବିନା ହେଲମେଟ୍‌ରେ ଗାଡ଼ି ଚଳାଉଥିଲେ ପରିବହନ ବିଭାଗ ପଠାଇବ ଇ-ଚାଲାଣ

ଭୁବନେଶ୍ୱର: ବିନା ହେଲମେଟ୍ ରେ ଗାଡ଼ି ଚଲେଇଲେ, ଟ୍ରାଫିକ୍ ନିୟମ ଅବମାନନା କଲେ ଏବେ ଗାଡ଼ି ମାଲିକଙ୍କ ପାଖକୁ ଯିବ ଇ-ଚାଲାଣ । ଆପଣ ଯଦି ଗାଡ଼ି ଚଲଉଛନ୍ତି କିମ୍ବା ଆପଣଙ୍କ ନାଁରେ କୌଣସି ଗାଡ଼ି ଅଛି ତେବେ ସାବଧାନ ହୋଇଯାଆନ୍ତୁ । କାରଣ ଏଣିକି ଯେକୌଣସି ଲୋକ ବି…

ଦୁର୍ଦ୍ଦାନ୍ତ ଅପରାଧି ମନୋଜ ମହାରଣାକୁ ଏନ୍‌କାଉଣ୍ଟର…

କଟକ : ଆସୁଛି ପାର୍ବଣ ଋତୁ । କିନ୍ତୁ ତାପୂର୍ବରୁ ଅଶାନ୍ତ ହୋଇପଡିଛି କଟକ ସହର । ପୂଜା ପୂର୍ବରୁ କଟକରେ ଏନକାଉଣ୍ଟର ହୋଇଛି । କନ୍ଦରପୁର ଥାନା ମତ୍ତଗଜପୁର ଅଂଚଳ ଡକାୟତି ଘଟଣାର ମୁଖ୍ୟ ଅଭିଯୁକ୍ତ ମନୋଜ ମହାରଣାକୁ ଉତ୍ତମାପୁର…