Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନଷ୍ଟ ହୋଇଯାଉଛି ଜମାକାରୀଙ୍କ ସତ୍ୟପାଠ, ଚିନ୍ତାରେ ଚିଟଫଣ୍ଡ କ୍ଷତିଗ୍ରସ୍ତ…
ଭୁବନେଶ୍ୱର: ଚିଟଫଣ୍ଡ କମିସନଙ୍କ କଟକସ୍ଥିତ କାର୍ଯ୍ୟାଳୟରେ ଟଙ୍କା ଫେରସ୍ତ ପାଇଁ ଦାଖଲ ହୋଇଥିବା ସତ୍ୟପାଠ ନଷ୍ଟ ହୋଇଯିବା ଏହଂ ହୋଇଯିବା ଭଳି ସ୍ଥିତି ପରେ ଓଡ଼ିଶାର ହଜାର ହଜାର ଚିଟଫଣ୍ଡ କ୍ଷତିଗ୍ରସ୍ତ ନିରାଶ ହୋଇଛନ୍ତି। କାଗଜପତ୍ରକୁ ଏକ କୋଠରୀର ଏକ କୋଣରେ ପୋକ ଖାଇବାକୁ ଦେଇ…
ଆସିଲା ନୂଆ ଧାନ ସଂଗ୍ରହ ନୀତି, ଉଚ୍ଛେଦ ହେବ ୩୫ଟି ଟୋଲ୍ ଗେଟ୍…
ଭୁବବନେଶ୍ବର: ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକରେ ଶୁକ୍ରବାର ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଲୋକେସନ୍ ଆକ୍ସେସିବିଲିଟି ମଲ୍ଟି-ମୋଡାଲ୍ ଇନିସିଏଟିଭ୍ (ଲକ୍ଷ୍ମୀ) ଉପରେ ମୋହର…
‘ବିଶ୍ୱକର୍ମା ଯୋଜନା’ ଦ୍ୱାରା ସାଧାରଣ କାରିଗରମାନେ ହେବେ ଉପକୃତ: ପ୍ରତାପ ଷଡଙ୍ଗୀ…
ଭୁବନେଶ୍ୱର: କାରିଗରମାନେ ସମାଜର ସୌନ୍ଦର୍ଯ୍ୟ କରଣ କରୁଛନ୍ତି କିନ୍ତୁ ତାଙ୍କ ବିଷୟରେ ସମାଜରେ କେହି ଚିନ୍ତା କରୁନଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ “ବିଶ୍ୱକର୍ମା ଯୋଜନା”ର ଆରମ୍ଭ କରିଛନ୍ତି। ଏହି ଯୋଜନା ଦ୍ୱାରା ଗ୍ରାମୀଣ ଓ ସହରାଚଂଳର…
ଚଳିତ ପାର୍ବଣ ଋତୁରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଦାୟ କରାଯିବନି ଗ୍ରାଉଣ୍ଡ ରେଣ୍ଟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଚଳିତ ବର୍ଷ ପାର୍ବଣ ସମୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ…
ଓଏଏସ୍ ଅଫିସର ସଂଗ୍ରାମ କେଶରୀ ଜେନା ଗିରଫ…
ଓଏଏସ୍ ଅଫିସର ସଂଗ୍ରାମ କେଶରୀ ଜେନାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟ ତୁଳନାରେ ୧୯୭% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ପୂର୍ବରୁ…
କଟକ ତାଳଦଣ୍ଡା କେନାଲରେ ବୁଡ଼ିଗଲେ ମାଛ ବ୍ୟବସାୟୀ!
କଟକ ତାଳଦଣ୍ଡା କେନାଲରେ ଛତ୍ରବଜାରର ଜଣେ ମାଛ ବ୍ୟବସାୟୀ ବୁଡ଼ି ଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ହରିଶ୍ଚନ୍ଦ୍ର ଦାସ। ହରିଶ୍ଚନ୍ଦ୍ର ଆଜି ଅପରାହ୍ନ ପ୍ରାୟ ୪ଟା ବେଳେ କେନାଲକୁ ଧୋଇ ହେବାକୁ ଯାଇଥିବାବେଳେ ନିଖୋଜ ହୋଇଯାଇଥିବା ତାଙ୍କ ପୁଅ ପୁଲିସ ନିକଟରେ…
ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା…
ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ବୁଧବାର ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଏବେ ପୂର୍ବ ମଧ୍ୟପ୍ରଦେଶ ଓ ପଡ଼ୋଶୀ ରାଜ୍ୟରେ ସକ୍ରିୟ ରହିଛି। ଆମ ରାଜ୍ୟରେ ଏହାର ସିଧା ପ୍ରଭାବ ନରହିବା କାରଣରୁ ଆଜିଠାରୁ ଧୀରେ ଧୀରେ ବର୍ଷା କମ୍ ହେବ। ରାଜ୍ୟର…
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ସ୍ବାଭାବିକ ହେଲା ମହାପ୍ରଭୁଙ୍କ ନୀତିକାନ୍ତି
ପୁରୀ: ଦୂର ହୋଇଛି ମହାପ୍ରଭୁଙ୍କ ନୀତିକାନ୍ତିକୁ ନେଇ ହୋଇଥିବା ଅଚଳାବସ୍ଥା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ସ୍ବାଭାବିକ ହେଲା ମହାପ୍ରଭୁଙ୍କ ନୀତିକାନ୍ତି । ନୀତିକାନ୍ତିକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି । ମହାପ୍ରଭୁଙ୍କ ବଡ଼…
ସ୍ୱାଭିମାନ ଅଞ୍ଚଳରେ ଦୁ୍ର୍ନୀତି କଥା ଉଠାଇଲେ ଅପରାଜିତା
ମାଲକାନଗିରି //ଭୁବନେଶ୍ୱର: ସ୍ୱାଭିମାନ ଅଞ୍ଚଳରେ ଉଠାଇଲେ ଦୁ୍ର୍ନୀତି କଥା । କହଲେ ବିଜେଡି ସରକାରର ଭ୍ରଷ୍ଟାଚାରର କଥା । ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଲେ । ପୁଣି ଧୃତରାଷ୍ଟ୍ର ବୋଲି କହି ମୁଖ୍ୟମନ୍ତ୍ରୀଙ୍କୁ ଆକ୍ଷେପ କଲେ ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ।
ସାଂସଦ ଆଜି ସକାଳୁ…
ଗଣମାଧ୍ୟମ ଆଙ୍କରଙ୍କୁ ବୟକଟ କରିବା ଦୁର୍ଭାଗ୍ୟଜନକ : ଅପରାଜିତା
ଜୟପୁର: ‘ଇଣ୍ଡିଆ’ ମେଣ୍ଟ ହତାଶ ହୋଇପଡିଛି । କିଛି ଗଣ ମାଧ୍ୟମର ଆଙ୍କର ମାନଙ୍କୁ ବୟକଟ କରିବା ନିଷ୍ପତି ଦୁର୍ଭାଗ୍ୟ ଜନକ । ଏପରିୂ ନିଷ୍ପତ୍ତି ଅତ୍ୟନ୍ତ ନିନ୍ଦନୀୟ ଏବଂ ରାଷ୍ଟ୍ରପାଇଁ ବିପଦ ଜନକ । ଏମିତି କହି ସ୍ୱାଭିମାନ ଅଞ୍ଚଳରେ ଏନଡିଏ ବିରୋଧି ମହାମେଣ୍ଟ ଇଣ୍ଡିଆ ଉପରେ…