Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କ୍ଷୀରର ବକେୟା ୪୦୦ ଟଙ୍କା ପାଇଁ ଗୁଳି କରି ୩ ଜଣଙ୍କୁ ହତ୍ୟା
ବିହାରର ରାଜଧାନୀ ପାଟନା ନିକଟ ଫତୁହାରେ ପଇସା ଲେଣଦେଣକୁ ନେଇ ୩ ଜଣଙ୍କୁ ହତ୍ୟା କରାଯାଇଛି। ଫତୁହା ଥାନା ଅଧୀନ ସୁରଙ୍ଗାପର ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। କ୍ଷୀରର ବକେୟା ପଇସାକୁ ନେଇ ଏଠାରେ ଆଖିବୁଜା ଗୁଳିମାଡ଼ ହୋଇଥିଲା। ଏଥିରେ ୪ ଜଣଙ୍କ ଦେହରେ ଗୁଳି ବାଜିଥିଲା।…
ହନିଟ୍ରାପ୍ କୁଇନ ଇରାନୀ ପାତ୍ର ଗିରଫ ମାମଲା, ରିମାଣ୍ଡରେ ଆସିବେ ସ୍ୱାମୀ ନିଶିକାନ୍ତ ପାତ୍ର…
ଭୁବନେଶ୍ଵର: ହନିଟ୍ରାପ୍ କୁଇନ ଇରାନୀ ପାତ୍ର ଗିରଫ ମାମଲାରେ ରିମାଣ୍ଡରେ ଆସିବେ ସ୍ୱାମୀ ନିଶିକାନ୍ତ ପାତ୍ର । ୫ ଦିନ ରିମାଣ୍ଡ ଆବେଦନ କରିବ ତମାଣ୍ଡୋ ପୋଲିସ । ଏସଡିଜେଏମ୍ଙ୍କ କୋର୍ଟରେ କରିବ ଆବେଦନ । ରିମାଣ୍ଡରେ ଆସିଲେ ଖୋଲିବ ହାନିଟ୍ରାପ୍ ଲିଙ୍କ । ଆଗକୁ ଇରାନୀକୁ ମଧ୍ୟ…
୪ ଓଡ଼ିଆ ମୃତ, ୩ ଆହତ…
ଆନ୍ଧ୍ର ପ୍ରଦେଶରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଓଡ଼ିଆ ମୃତ। ଚିତ୍ତୋର ଜିଲ୍ଲା ତାଭାନପଲ୍ଲୀ ମଣ୍ଡଳର ତାଲାଗୁଣ୍ଡଲା ପଲ୍ଲୀ ଗାଁ ନିକଟରେ ଏହି ଭୀଷଣ ଦୁର୍ଘଟଣା ଘଟିଛି। ଓଡ଼ିଶାର ଏକ ପରିବାରର ୭ ଜଣ ସଦସ୍ୟଙ୍କୁ ନେଇ ଏକ ଆମ୍ବୁଲାନ୍ସ ବେଙ୍ଗାଳୁରୁର ଡାକ୍ତରଖାନାକୁ…
ବଢିଲା ସ୍କ୍ରବ ଟାଇଫସ ଚିନ୍ତା, ଜ୍ୱର ହେଲେ ତୁରନ୍ତ ପରୀକ୍ଷା କରାଇବାକୁ ଜନସ୍ବାସ୍ଥ୍ୟ ବିଭାଗର ପରାମର୍ଶ…
ଭୁବନେଶ୍ୱର: ଡେଙ୍ଗ ପରେ ଏବେ ରାଜ୍ୟରେ ବଢିଲା ସ୍କ୍ରବ ଟାଇଫସ ଚିନ୍ତା । ବରଗଡ ଏବଂ ସୁନ୍ଦରଗଡରେ ୬ ଜଣଙ୍କର ଏହି ସ୍କ୍ରବ ଟାଇଫସରେ ମୃତ୍ୟୁ ଘଟିବା ପରେ ସ୍ୱାସ୍ଥ୍ୟ ବିଭାଗ ସଚେତନ ହୋଇଛି । ସବୁ ଜିଲ୍ଲାକୁ ଏ ନେଇ ସତର୍କ କରାଯାଇଛି । ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ଏହାର…
ବାଚସ୍ପତି ନିର୍ବାଚନକୁ ବର୍ଜନ କରିବ ବିଜେପି…
ଭୁବନେଶ୍ବର: ଆଗକୁ ହେବାକୁ ଥିବା ବାଚସ୍ପତି ନିର୍ବାଚନକୁ ଗତକାଲି କଂଗ୍ରେସ ବୟକଟ୍ କରିଥିବା ବେଳେ ଏହାକୁ ଏବେ ଭାରତୀୟ ଜନତା ପାର୍ଟି (ବିଜେପି) ମଧ୍ୟ ବର୍ଜନ କରିବ ବୋଲି ସୂଚନା ରହିଛି।
ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ବିଧାୟକ ନାଉରୀ ନାୟକ ଏହି ସୂଚନା…
ଖୋଲିଲା ହୀରାକୁଦର ଆଉ ୮ଟି ଗେଟ, ୨୨ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ…
ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୮ଟି ଗେଟ । ବର୍ତ୍ତମାନ ସମୁଦାୟ ୨୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ବଙ୍ଗୋପସଗାରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପର ମୁଣ୍ଡରେ ଜାରି ରହିଛି ଲଗାଣ ବର୍ଷା । ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମର ଗୋଟିଏ ପରେ ଗୋଟିଏ ଗେଟ୍…
ଭୁଶୁଡିଲା ଭାର୍ଗବୀ ନଦୀବନ୍ଧ
ପୁରୀ : ଭୁଶୁଡିଲା ଭାର୍ଗବୀ ନଦୀବନ୍ଧ । ପୁରୀ ଜିଲ୍ଲା ନିକଟସ୍ଥ ପିପିଲି ବ୍ଲକର ବାଲିଗାଁ ନଦୀବନ୍ଧରେ ଏକ ଫାଟ ସୃଷ୍ଟି ହେଇଛି । ଫାଟଟି ପ୍ରାୟେ ୪ଶହ ମିଟର ଲମ୍ବ ବୋଲି ଜଣାପଡିଛି । ଯେହାକୁ ନେଇ ଆତଙ୍କିତ ଅବସ୍ଥାରେ ଅଛନ୍ତି ପିପିଲି ବ୍ଲକର ୪ଟି ପଞ୍ଚାୟତ ବାସିନ୍ଦା । ନଦୀବନ୍ଧର ଏଭଳି…
ରାଜ୍ୟରେ ଅକ୍ଟୋବରରୁ ଆରମ୍ଭ ହେବ ବାଘ ଗଣନା…
ଭୁବନେଶ୍ୱର : ଅକ୍ଟୋବରରୁ ରାଜ୍ୟରେ ବାଘ ଗଣନା । ଆଜିଠୁ ଆରମ୍ଭ ହେବ ତାଲିମ। ରାଜ୍ୟ ବନ ବିଭାଗ ସ୍ବତନ୍ତ୍ର ଭାବେ ନିଜସ୍ବ ବାଘ ଗଣନା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି। ଏଥିପାଇଁ ଆଜିଠୁ ବାଘ ଗଣନା ପ୍ରକ୍ରିୟା ତାଲିମ ପ୍ରକ୍ରିୟା ଆରମ୍ଭ କରାଯିବ। ବିଭିନ୍ନ ପର୍ଯ୍ୟାୟରେ ଗଣନାକାରୀଙ୍କୁ…
କେନ୍ଦୁଝରରେ ପୂର୍ବତନ ମହିଳା ସରପଞ୍ଚ ଓ ସ୍ବାମୀଙ୍କୁ ହତ୍ୟା ଘଟଣାରେ ୭ ଅଟକ…
କେନ୍ଦୁଝର : କେନ୍ଦୁଝର ବାଲିପାଳ ପଞ୍ଚାୟତରେ ପୂର୍ବତନ ସରପଞ୍ଚ ରମ୍ଭା ପାତ୍ର ଓ ତାଙ୍କ ସ୍ବାମୀଙ୍କୁ ହତ୍ୟା ଘଟଣା । ପୋଲିସ ୭ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ବ୍ୟକ୍ତିଗତ ଶତ୍ରୁତା ନା ରାଜନୈତିକ ବିବାଦରୁ ହତ୍ୟା କରାଯାଇଛି , ସେ…
ଅନନ୍ତନାଗ ଏନକାଉଣ୍ଟର; ଆଉ ଜଣେ ଯବାନ ସହିଦ…
ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ବଡ଼ ଧରଣର ଏନକାଉଣ୍ଟରରେ ସହିଦଙ୍କ ସଂଖ୍ୟା ୪ରେ ପହଞ୍ଚିଛି । ପୂର୍ବରୁ ଏହି ଗୁଳି ବିନିମୟରେ ଭାରତୀୟ ସେନାର ଜଣେ କର୍ଣ୍ଣେଲ, ଜଣେ ମେଜର ଓ ଜମ୍ମୁ-କଶ୍ମୀର ପୁଲିସ୍ର ଜଣେ ଡିଏସ୍ପି…