Browsing Category

ଓଡିଶା

ସରକାର ଗଛ ଲଗାଉଛନ୍ତି ଟାଟା ପାୱାର ଗଛ କାଟୁଛି, ତେବେ ଗଛ ଲଗାଇବା କାହା ପାଇଁ…?

ଅବାଧ ଗଛ କଟି ବାକୁ ଟାଟା ପାୱାର କୁ ଶକ୍ତି ଦେଇଛି କିଏ ….??ବ୍ରହ୍ମପୁର: ସରକାର ଟାଟା ପାୱାର ହାତକୁ ଶକ୍ତି ବିଭାଗ ଟେକିଦେବା ପରେ ନିଜ ମର୍ଜିରେ ଟାଟା ପାୱାର କାର୍ଯ୍ୟ କରୁଛି। ସରକାର ପାଣି ଭଳି ଅର୍ଥ ଖର୍ଚ୍ଚ କରି ଗଛ ଲଗାଉଛନ୍ତି। ଟାଟା ପାୱାର ବିଭିନ୍ନ ଆଳ ଦେଖାଇ କେଉଁଠି ଗଛ

ଧର୍ମାନ୍ତରୀକରଣ ବିରୋଧରେ ତାତିଲେ ଗାଁ ମହିଳା

ମାଲକାନଗିରି : କୁଡୁମୁଲୁଗୁମ୍ମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନାଲିଗୁଡା ଓ ରେନସୁଭାଟା ଗାଁ ମହିଳା ମାନେ ଧର୍ମାନ୍ତରୀକରଣ ଓ ଏହାର କାର୍ପେଟଦାର ମାନଙ୍କ ବିରୋଧରେ ଏକଜୁଟ ହେବାସହ ଲିଖିତ ଆକାରରେ କୁଡୁମୁଲୁଗୁମ୍ମା ଫାଣ୍ଡିରେ ଏତଲା ଦେଇଛନ୍ତି । ପ୍ରକାଶ ଥାଉକି ଯେ ଗତ ୧୬ ତାରିଖରେ ନାଲିଗୁଡା

ଜମି ଠକେଇ ଅଭିଯୋଗ: ଯବାନ ଗିରଫ

 ଭୁବନେଶ୍ୱର:  ଭୁବନେଶ୍ୱରରେ ଜମି ଠକେଇ ମାମଲାରେ ଯବାନଙ୍କୁ ବାନ୍ଧିଛି ପୁଲିସ । ଏସଏସବି ଯବାନ ସଚିତ୍ର ସେନାପତିଙ୍କୁ ଗିରଫ କରିଛି ସହିଦନଗର ଥାନା ପୁଲିସ । ଅବସରପ୍ରାପ୍ତ ପୁଲିସ ଅଧିକାରୀଙ୍କୁ ଜମି ଦେବା ନାଁରେ ଠକେଇ ଅଭିଯୋଗ ହୋଇଥିଲା । ୪୦ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଏସଏସବି

ବିହାରରେ ଏନଡିଏର ବିପୁଳ ବିଜୟ ପରେ ଓଡ଼ିଶାରେ ଧର୍ମେନ୍ଦ୍ରଙ୍କୁ ବିପୁଳ ସମ୍ବର୍ଦ୍ଧନା

ଭୁବନେଶ୍ୱର: ବିହାରରେ ଏନଡିଏର ବିପୁଳ ବିଜୟ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାରେ ପହଞ୍ଚିଛନ୍ତି । ଧର୍ମେନ୍ଦ୍ରଙ୍କୁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ତାଙ୍କୁ ବିଜେପି ପକ୍ଷରୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି ଯେ ବିହାର

ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର: ଆଜି ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ଏହି ଅବସରରେ ଓଡ଼ିଶା ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ

ନଭେମ୍ବର ୨୮ ପର୍ଯ୍ୟନ୍ତ ଫର୍ମପୂରଣ କରିପାରିବେ ମାଟ୍ରିକ୍‌ ଛାତ୍ରଛାତ୍ରୀ

କଟକ: ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ଅବଧି ବୃଦ୍ଧି ପାଇଛି। ଆସନ୍ତା ନଭେମ୍ବର ୨୮ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଫର୍ମପୂରଣ କରିପାରିବେ। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୮ରୁ ଫର୍ମ ପୂରଣ ଆରମ୍ଭ ହୋଇଥିଲା। ବୋର୍ଡ

ସରିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ୫ ହଜାର ଟଙ୍କାକୁ ବୃଦ୍ଧି ହେଲା ବରିଷ୍ଠ ସେବାୟତଙ୍କ ପେନସନ

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ବୈଠକ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା। ଚାରି ଘଣ୍ଟା ଧରି ବିଭିନ୍ନ ପ୍ରସଙ୍ଗ ନେଇ

ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ, ଇସ୍ପାତ ଓ ଖଣି ବିଭାଗର ୨ଟି ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ । ୯ଟି ବିଭାଗର ୧୨ଟି ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ । ଇସ୍ପାତ ଓ ଖଣି ବିଭାଗର ୨ଟି ପ୍ରସ୍ତାବ ଉପରେ ମୋହର । ଅର୍ଥ, ଆଇଟି ସମେତ ବିଭିନ୍ନ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ । SC/ST

ଜବରଦଖଲ ହଟାଓ ଅଭିଯାନ: ଘର ଛାଡିଲେ ବାଂଲାଦେଶୀ

ଜଗତସିଂହପୁର: ବାଂଲାଦେଶୀ ହଟାଓ ଅଭିଯାନ । ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବାଂଲାଦେଶୀ ହଟାଅ ଅଭିଯାନ ଜୋରଦାର କରାଯାଇଛି । ବିଭିନ୍ନ ସ୍ଥାନରେ ବେଆଇ ଭାବରେ ସରକାରୀ ଜାଗାରେ ଥିବା ସନ୍ଦିଗ୍ଧ ବାଂଲାଦେଶୀଙ୍କ ଘରକୁ ଭଙ୍ଗାଯାଉଛି । ଫଳରେ ବେହେରାମପୁର ନିକଟରେ ସରକାରୀ ଜାଗାକୁ ଜବରଦଖଲ