Browsing Category

ଓଡିଶା

ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ…

ଭୁବନେଶ୍ୱର: ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ କରି ବୁଧବାର ପୁଲିସ ୨୦୫ଟି କଫ ସିରପ୍ ବୋତଲ ଜବତ କରିଛି। ଏହି ଘଟଣାରେ ପୁଲିସ ଜଣେ ନିଶା ବେପାରୀକୁ ମଧ୍ୟ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ଭୁବନେଶ୍ୱର ରବି ଟକିଜ ନିବାସୀ ଅକ୍ଷୟ କୁମାର ବେହେରା ବୋଲି ଜଣାପଡ଼ିଛି।…

ଆଗାମୀ ୪ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା…

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ। ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ସକ୍ରିୟ ରହିଛି।

ରେଳ ଧାରଣାରେ ପଡିଲା ବୋଲ୍ଡର, ଗଛ: ଟ୍ରେନ ଚଳାଚଳ ବ୍ୟାହତ

ଭୁବନେଶ୍ୱର: ବର୍ଷା ଯୋଗୁ ରେଳ ଚଳାଚଳ ବ୍ୟାହତ ।   ୱାଲ୍ଟେୟାର ଡିଭିଜନ୍ ଅନ୍ତର୍ଗତ ଓଡିଶାର କୋରାପୁଟରେ ଟିଗିରି ଏବଂ ଲାଲିଗୁମା ମଧ୍ୟରେ ବୁଧବାର ରେଳ ଚଳାଚଳ ବ୍ୟାହତ ହୋଇଛି । ଲଗାଣ ବର୍ଷା ଯୋଗୁ ଏହି  ଟ୍ରାକରେ ବିରାଟ ବୋଲ୍ଡର ଏବଂ ଗଛ ଉପୁଡି ପଡ଼ିବା ଫଳରେ ରାୟଗଡା ଏବଂ କୋରାପୁଟ ମଧ୍ୟରେ

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ସମୀକ୍ଷା ବୈଠକ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ନେଇ ଆଜି ଖାରବେଳ ଭବନ ସମ୍ମିଳନୀ କକ୍ଷରେ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଏକ ସମୀକ୍ଷା ବୈଠକ

ପୁରୀରେ ଡକାୟତି ଯୋଜନା ପଣ୍ଡ, ୬ଜଣଙ୍କୁ ଗିରଫ କଲା ସମୁଦ୍ରକୂଳ ଥାନା ପୋଲିସ

ପୁରୀ: ପୁରୀରେ ଡକାୟତି ଯୋଜନା ପଣ୍ଡ । ୬ଜଣଙ୍କୁ ଗିରଫ କଲା ସମୁଦ୍ରକୂଳ ଥାନା ପୋଲିସ । ଏନେଇ ସାମ୍ବାଦିକ ସମ୍ମିଳନୀକରି ସୂଚନା ଦେଇଛି ବାସେଳୀ ସାହି ଥାନା ପୋଲିସ । ସୂଚନା ଅନୁସାରେ, ପୁରୀ ପେଣ୍ଠକଟା ନିକଟରେ ଏକ ଡ଼ଙ୍ଗା ତିଆରି କାରଖାନା ନିକଟ ବେହେରା ସାହି ଠାରେ କିଛି ଦୁର୍ବୁତ୍ତ

ବଦଳିଲା ଯାଜପୁର ମେଡିକାଲ କଲେଜର ନାଁ

ଯାଜପୁର: ବଦଳିଲା ଯାଜପୁର ମେଡିକାଲ କଲେଜର ନାଁ। ମେଡିକାଲ କଲେଜ ନାଁ ଯଯାତି କେଶରୀ ମେଡିକାଲ କଲେଜକୁ ପରିବର୍ତ୍ତନ ହୋଇଛି। ନୂଆ ନାଁ କୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। 5T ସଚିବ ଭିକେ ପାଣ୍ଡିଆନଙ୍କ ଯାଜପୁର ଜିଲ୍ଲା ଗସ୍ତ ବେଳେ ମେଡିକାଲ କଲେଜକୁ ଯଯାତି

ଜାତୀୟ ଯୋଗାସନ ପ୍ରତିଯୋଗିତା: ଭାଗ ନେବେ ମୟୂରଭଞ୍ଜର ୧୧ ଛାତ୍ରଛାତ୍ରୀ

କଟକ: ଓଡିଶା ଯୋଗ ଆସୋସିଏସନ ପକ୍ଷରୁ କଟକ ଠାରେ ଦୁଇ ଦିନିଆ ୨୯ ତମ ରାଜ୍ୟସ୍ତରୀୟ ଯୋଗାସନ ସ୍ପୋଟ୍ସ ଚମ୍ପିଆନସିପ ୨୦୨୩-୨୦୨୪ ଅନୁଷ୍ଠିତ ହୋଇଯାଇଛି । ୨ଦିନ ଧରି ଚାଲିଥିବା ଏହି ରାଜ୍ୟ ସ୍ତରୀୟ ଯୋଗାସନ ପ୍ରତିଯୋଗିତାରେ ୧୭ ରୁ ଅଧିକ ଜିଲ୍ଲାର ୮ ବର୍ଷରୁ ୩୫ ବର୍ଷ ମଧ୍ୟରେ ମୋଟ ୩୬୭ ଜଣ

ଖୋଲିଲା ହୀରାକୁଦର ଦୁଇଟି ଗେଟ୍…

ସମ୍ବଲପୁର: ଖୋଲିଲା ହୀରାକୁଦର ଦୁଇଟି ଗେଟ୍ । ଆଜି ଅପରାହ୍ନ ୪ଟାରେ ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍ ଖୋଲାଯାଇଛି । ଉଭୟ ଡାହାଣ ଓ ବାମ ପଟରେ ଗୋଟାଏ ଲେଖାଏଁ ଗେଟ ଖୋଲାଯାଇଛି । ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ସମ୍ଭାବନା ଥିବାରୁ ଏହି ନିଷ୍ପତ୍ତି ନେଇଛନ୍ତି ହୀରାକୁଦ କତୃପକ୍ଷ । ଏନେଇ

୩ କର୍ମୀଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେପି…

ଭୁବନେଶ୍ୱର: ୩ କର୍ମୀଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟହାର କଲା ବିଜେପି । ଭଦ୍ରକ ଜିଲ୍ଲାର ଏହି ତିନି ତୃଣମୂଳ ସ୍ତର କର୍ମୀଙ୍କୁ ଦଳରେ ସାମିଲ କରାଇଛି ଦଳ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀର ରାମଚନ୍ଦ୍ର ଦାସ, ସୁବାସ ମୁଦୁଲି ଏବଂ ଜୟରାମ ମୁଦୁଲିଙ୍କ ଉପରୁ ଉଠିଲା