Browsing Category

ଓଡିଶା

ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍: ସମ୍ବଲପୁରରୁ ଚିହ୍ନଟ ହେଲେ ଆଉ ୩ ଆକ୍ରାନ୍ତ…

ସମ୍ବଲପୁର: ଡ଼େଙ୍ଗୁ ପରେ ଏବେ ରାଜ୍ୟରେ ସ୍କ୍ରପ ଟାଇଫସ ଆତଙ୍କ । ଟ୍ରମ୍ବୀ କୁଲାଇଟ କୀଟ କାମୁଡିବ ଦ୍ୱାରା ଏହି ଜ୍ୱର ହୋଇଥାଏ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଏଥିରେ ଆକ୍ରାନ୍ତ ହେଉଥିବା ରୋଗୀ ଚିହ୍ନଟ ହେଉଥିବା ବେଳେ ଏହି କୀଟ ଆକ୍ରମଣରେ ଲୋକଙ୍କ ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି ।

ଏସିଆନ ଗେମ୍ସ ପାଇଁ ଚୟନ ଓଡିଆ ଖେଳାଳିଙ୍କୁ ମିଳିବ ୧୦ଲକ୍ଷ : ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏସିଆନ ଗେମ୍ସ ପାଇଁ ଚୟନ ଓଡିଆ ଖେଳାଳିଙ୍କୁ ସହାୟତା ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଏହି ସହାୟତା ଘୋଷଣା କରାଯାଇଛି  । ଏହି ସହାୟତା ଅନୁଯାୟୀ ୧୩ ଖେଳିଳାଙ୍କୁ ୧୦ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଦିଆଯିବ  । ଟ୍ରେନିଂ, ପ୍ରସ୍ତୁତି ଓ ଅଂଶଗ୍ରହଣ ପାଇଁ ସହାୟତା

ବେଆଇନ ଲିଙ୍ଗ ନିରୂପଣ ସନ୍ଦେହରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ…

କଟକ: ବେଆଇନ ଲିଙ୍ଗ ନିରୂପଣ ସନ୍ଦେହରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ । କହିବାକୁ ଗଲେ କଟକରେ ଏଇ କିଛି ନୂଆ ଘଟଣା ନୁହେଁ । ପୂର୍ବରୁ ମଧ୍ୟ କଟକର ଅନେକ କ୍ଲିନିକରେ ଚଢାଉ କରାଯାଇ ବେଆଇନ ଲିଙ୍ଗ ନିରୂପଣ କରାଯାଉଥିବା ଘଟଣା ସାମ୍ନାକୁ ଆସିଛି । ତେବେ ଅନେକ କ୍ଲିନିକ ଉପରେ ପୂର୍ବରୁ

ଚଳିତ ବର୍ଷ ମଧ୍ୟ ହେବନି ଛାତ୍ର ସଂସଦ ନିର୍ବାଚନ…

ଭୁବନେଶ୍ଵର: ପୂର୍ବ ବର୍ଷଗୁଡ଼ିକ ଭଳି ଏଥର ବି ହେବନି ଛାତ୍ର ସଂସଦ ନିର୍ବାଚନ । ଚଳିତବର୍ଷ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲଗାତାର ଭାବରେ ଗତ ୬ ବର୍ଷ ହେବ ରାଜ୍ୟର ବିଶ୍ଵବିଦ୍ୟାଳୟ ଓ

ଲଗାଣ ବର୍ଷାରେ ଧସିଲା ଦେବଗିରି ପାହାଡ: ୩ଟି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଗଜପତି: ଲଗାଣ ବର୍ଷାରେ ବେହାଲ ହୋଇପଡିଛି ସାରା ଓଡିଶା  । କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି  । ଗଜପତି ଜିଲ୍ଲାରେ ବି ବର୍ଷା ଜାରି ରହିଛି  ।  ଫଳରେ ଗଜପତି ଜିଲାର ଗୁମ୍ମା ବ୍ଲକରେ ଆଜି ସକାଳେ ପାହାଡ ଧସିଯାଇ କୁଜାସିଂଠାରୁ ଅଜୟଗଡ ରାସ୍ତା ଅବରୋଧ ହୋଇଯାଇଛି ।

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ବନେଶ୍ୱର ନାୟକ

ବାରିପଦା: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ବାରିପଦା ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ବନେଶ୍ୱର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଞ୍ଚ କରୁଛି ଭିଜିଲାନ୍ସ ଟିମ୍ । ଏକ କାଳୀନ ୫ଟି

ଭିଜିଲାନ୍ସ ଜାଲରେ ଆସିଣ୍ଟାଣ୍ଟ୍‌ ସେକ୍ସନ ଅଫିସର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଆସିଣ୍ଟାଣ୍ଟ୍‌ ସେକ୍ସନ ଅଫିସର(ଏଏସଓ) ସୌମ୍ୟରଞ୍ଜନ ଦାଶ। ୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଜଳସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟର ଏଏସଓ ସୌମ୍ୟରଞ୍ଜନ ଦାଶ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଗୃହ ଋଣ ଅନୁମୋଦନ କରାଇଦେବାକୁ ଜଣେ ବ୍ୟକ୍ତିଙ୍କଠାରୁ

ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ, ନିର୍ବାଚନ ପ୍ରସ୍ତୁତି ନେଇ ହେବ ସମୀକ୍ଷା

ଭୁବନେଶ୍ବର: ଆଜି ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ ପହଞ୍ଚିଛନ୍ତି। ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ପାଇଁ ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ ପହଞ୍ଚିଛନ୍ତି। ନିର୍ବାଚନ ପ୍ରସ୍ତୁତି ନେଇ ଆସନ୍ତାକାଲି କେନ୍ଦ୍ର ନିର୍ବାଚନ

ଭୁବନେଶ୍ୱରରେ ଡାକ୍ତରଙ୍କୁ ଅପହରଣ କରି ଟଙ୍କା ମାଗିବା ଘଟଣାରେ ୪ ଗିରଫ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଚିକିତ୍ସା ନାଁରେ ଘରକୁ ଡାକି ଜଣେ ଡାକ୍ତରଙ୍କୁ ଅପହରଣ ଘଟଣାର ଫର୍ଦ୍ଦାଫାସ କରିଛି କମିଶନରେଟ ପୁଲିସ୍। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ତମାଣ୍ଡୋ ଥାନା ପୁଲିସ। ଗିରଫ ଅଭିଯୁକ୍ତମାନେ ହେଉଛନ୍ତି- ତମାଣ୍ଡୋ ଥାନା ଅନ୍ତର୍ଗତ ନରଗଡ଼ାର ନିଶିକାନ୍ତ