Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ଅସଲି ନା ନକଲି ସନ୍ଦେହ କଲେ ସୌମ୍ୟ…
ଭୁବନେଶ୍ୱର: ବିଜେଡି ଉପସଭାପତି ପଦରୁ ବାହାରିବା ପରେ ମୁହଁ ଖୋଲିଲେ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । ପ୍ରତିକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ବିଧାୟକ । ଏହି ଦସ୍ତଖତ ଅସଲି ନା ନକଲି ବୋଲି ପ୍ରଶ୍ନ କରିଛନ୍ତି ସୌମ୍ୟ ।
ଆଜି ବିଜୁ!-->!-->!-->…
ଫେରୁଛି ମୌସୁମୀ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଭାରି ବର୍ଷା ସମ୍ଭାବନା
ଭୁବନେଶ୍ୱର : ସ୍ଵାଭାବିକ ସ୍ଥିତି କୁ ଫେରୁଛି ମୌସୁମୀ ।ବର୍ତ୍ତମାନ ସକ୍ରିୟ ଘୂର୍ଣ୍ଣିବଳୟ ଟି ପୂର୍ବକେନ୍ଦ୍ରୀୟ ବୋଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ୩.୧ ରୁ ୭.୬ କିମି ମଧ୍ୟରେ ସକ୍ରିୟ ରହିଛି। ଏବଂ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ରେ ସୃଷ୍ଟି!-->…
ପ୍ରସ୍ତୁତ ହେଲା ପ୍ରାଥମିକ ସ୍ତରୀୟ ମହାପ୍ରସାଦ ଦରତାଲିକା
ପୁରୀ: ଶ୍ରୀମନ୍ଦିରର ଆନନ୍ଦବଜାରରେ ଲାଗିବ ମହାପ୍ରସାଦ ଦର ତାଲିକା । ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ କ୍ରମେ ଆନନ୍ଦବଜାର ଶୃଙ୍ଖଳା କମିଟି ଓ ସୁଆର ମହାସୁଆର ନିଯୋଗର ମିଳିତ ଉଦ୍ୟମରେ କରାଯାଇଛି ପ୍ରାଥମିକ ସ୍ତରୀୟ ମହାପ୍ରସାଦ ଦରତାଲିକା । ମହାପ୍ରସାଦ ରନ୍ଧାଯିବା ପରେ ହୋଇଥିବା!-->…
ଯୁବକଙ୍କୁ ଗୁଳିମାଡ଼ ଘଟଣା: ସାମାନ୍ୟ ବଚସାରୁ ହୋଇଥିଲା ଫାୟାରିଂ, ୪ ଅଟକ…
ବାଲେଶ୍ଵର : ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଥାନା ଶୋଭାରାମପୁରରେ ଗତକାଲି ରାତିରେ ଯୁବକଙ୍କ ଉପରକୁ ହୋଇଥିବା ଗୁଳିମାଡ଼ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ୍। ଏହି ଘଟଣାରେ ପୋଲିସ୍ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ପ୍ରାଥମିକ ତଦନ୍ତରୁ କଥା କଟାକଟିରୁ ଏହି ଗୁଳି କାଣ୍ଡ!-->…
ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ଦାବିରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ
ପୁରୀ: ପୁଣି ତେଜିଲା ଶ୍ରୀମନ୍ଦିର ଚାରିଦୁଆର ଖୋଲିବା ଦାବି। ଶ୍ରୀମନ୍ଦିର ଚାରି ଦୁଆର ଖୋଲିବା ସପକ୍ଷରେ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ସମେତ ସେବାୟତ, ବୁଦ୍ଧିଜୀବୀମାନେ ମତ ରଖିଥିବାବେଳେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ତଥା ଚାରି ଦ୍ଵାରରେ ଭକ୍ତଙ୍କ ପ୍ରବେଶ କଟକଣା ଉଠାଇବା ପାଇଁ ଆଜି!-->…
ମୋବାଇଲ ଫୋନ ଦେଖୁଥିବା ବେଳେ ନଦୀକୁ ଖସିପଡିଲେ ଯୁବକ…
ଯାଜପୁର : ପୋଲ ରୁ ଖସିପଡି ଯୁବକ ନିଖୋଜ । ପୋଲ ଉପରେ ବସି ମୋବାଇଲ ଫୋନ ଦେଖୁଥିବାବେଳେ ନଦୀକୁ ଖସିପଡିଲେ ଯୁବକ । ଏଯାଏ ଯୁବକଙ୍କ ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବରୀ-ରାମଚନ୍ଦ୍ରପୁର ଥାନା ହଳଦୀବସନ୍ତ ନିକଟ ବ୍ରାହ୍ମଣୀ ନଦୀର ୩ ମୁହାଣି ପୋଲ ନିକଟରେ ଅଘଟଣ ଘଟିଛି।
ନିଖୋଜ ଯୁବକ ହେଲେ!-->!-->!-->…
ସୌମ୍ୟ ପଟ୍ଟନାୟକଙ୍କୁ ଉପ ସଭାପତି ପଦରୁ ହଟାଇଲା ବିଜେଡି…
ଭୁବନେଶ୍ୱର: ଶେଷରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ପଟ୍ଟନାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଜେଡି । ତାଙ୍କୁ ଦଳର ଉପସଭାପତି ପଦରୁ ହଟା ଯାଇଛି । ବିଜେଡି ବିଧାୟକ ସୌମ୍ୟ ପଟ୍ଟନାୟକ ନିଜ ଖବରକାଗଜ ସମ୍ବାଦରେ ଏକ ଆଲେଖ୍ୟ ଲେଖି ବିବାଦୀୟ ହୋଇ ପଡିଥିଲେ। ଏଥିରେ ସେ ୫ଟି ସଚିବଙ୍କ!-->…
ସୌରୀନ ଭଟ୍ଟଙ୍କ ଦୁଇଟି ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କଲା କମିଶନରେଟ ପୋଲିସ
ଭୁବନେଶ୍ୱର : ବଢୁଛି ଜଣାଶୁଣା କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ଅଡୁଆ। ସୌରୀନଙ୍କ ଦୁଇଟି ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କଲା କମିଶନରେଟ ପୋଲିସ । ଦୁଇଟି ଯାକ ଆକାଉଣ୍ଟ କୋଲକାତାର ବୋଲି ସୂଚନା ମିଳିଛି । ତାଙ୍କର ଅନ୍ୟ ଆକାଉଣ୍ଟକୁ ମଧ୍ୟ ଫ୍ରିଜ୍ କରାଯିବ ବୋଲି କଟକ ଜୋନ୍-୨ ଏସିପି ଅମିତାଭ!-->…
ପୂରଣ ହେବ ଖାଲି ପଡ଼ିଥିବା ୧୦୬୫ ଅଧ୍ୟାପକ ପଦବୀ…
ଭୁବନେଶ୍ୱର: ରାଜ୍ୟରେ ଖାଲି ପଡିଥିବା ଅଧ୍ୟାପକ ପଦବୀ ପୂରଣ ହେବ । ଏ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ଏହି ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟର ବେସରକାରୀ ଏଡେଡ ମହାବିଦ୍ୟାଳୟଗୁଡ଼ିକରେ ବିଭିନ୍ନ ବିଷୟରେ ଖାଲିଥିବା ୧୦୬୫ ପଦବୀ (ସିଧାସଳଖ ପେମେଣ୍ଟ ପୋଷ୍ଟ) ପୂରଣ କରାଯିବ । ଏଥି ପାଇଁ ଓଡିଶା!-->…
ହାତୀ ଘଉଡାଇବା ପାଇଁ ଯାଇଥିବା ବନକର୍ମଚାରୀଙ୍କୁ ପିଟିଲେ ଗାଁ ଲୋକ
ସୁନ୍ଦରଗଡ଼: ହାତୀ ପାଇଁ ବନକର୍ମଚାରୀଙ୍କୁ ମାଡ଼ । ହାତୀ ଘଉଡାଇବା ପାଇଁ ଯାଇଥିବା ବନକର୍ମଚାରୀଙ୍କୁ ମାଡ ମାରିଛନ୍ତି ଗାଁ ଲୋକେ । ସୁନ୍ଦରଗଡ଼ ଜିଲ୍ଲା ବାଙ୍କୀ ରେଞ୍ଜର ସମରଦରି ନିକଟ ତାଳବାହାଳି ଗାଁରେ ଗତ କିଛି ଦିନ ଧରି ହାତୀ ଉପଦ୍ରବ ଲାଗି ରହିଛି। ୨ଟି ଦନ୍ତା ହାତୀ ଗାଁରେ ପଶି!-->…