Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜଙ୍କିଆ ଥାନା ASI ସସ୍ପେଣ୍ଡ
ଖୋର୍ଦ୍ଧା: ୱାର୍ଡ ମେମ୍ବରଙ୍କୁ ଆକ୍ରମଣ କରିବା ଅଭିଯୋଗରେ ନିଲମ୍ବିତ ହେଲେ ଖୋର୍ଦ୍ଧା ଜଙ୍କିଆ ଥାନା ASI ନିରଞ୍ଜନ ମହାନ୍ତି । ASI ନିରଞ୍ଜନ ମହାନ୍ତି ଙ୍କୁ ନିଲମ୍ବନ କରିଛନ୍ତି ଖୋର୍ଦ୍ଧା ଏସପି ।
ରବିବାର ଅପରାହ୍ନରେ ଏକ ମାମଲା ସମ୍ପର୍କରେ ବୁଝିବା ପାଇଁ ଜଙ୍କିଆ ପଞ୍ଚାୟତର ୱାର୍ଡ…
ବିଭିନ୍ନ ଦାବି ନେଇ କ୍ୟାପିଟାଲ ହସ୍ପିଟାଲରେ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ…
ଭୁବନେଶ୍ୱର :ବିଭିନ୍ନ ଦାବି ନେଇ କ୍ୟାପିଟାଲ ହସ୍ପିଟାଲରେ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ । କ୍ୟାପିଟାଲ ହସ୍ପିଟାଲର ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁଙ୍କ ବିରୋଧରେ ନାରାବାଜି । ସଫେଇ କର୍ମଚାରୀମାନଙ୍କୁ ବିଭିନ୍ନ ସମୟରେ ନିର୍ଦ୍ଦେଶକ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ଆଣିଛନ୍ତି…
ହଷ୍ଟେଲକୁ କେନ୍ଦ୍ର କରି ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି…
ଭୁବନେଶ୍ୱର : ହଷ୍ଟେଲକୁ କେନ୍ଦ୍ର କରି ଉତ୍କଳ ବିଶ୍ୱବିଦ୍ୟାଳୟରେ ପୁଣି ଛାତ୍ର ଅଶାନ୍ତି । ହଷ୍ଟେଲ ରୁମ ଆବଣ୍ଟନରେ ହେଉଥିବା ପାତର ଅନ୍ତରକୁ ବିରୋଧ କରି ଛାତ୍ରମାନେ କରିଛନ୍ତି ଆନ୍ଦୋଳନ । ଏହି ପାତର ଅନ୍ତର ନୀତିକୁ ବିରୋଧ କରି ପିଜି ଡିପାର୍ଟ ମେଣ୍ଟର ଦ୍ଵିତୀୟ ବର୍ଷର ଛାତ୍ର ପିଜି…
ପାରାଦୀପ କପିଳଯୋରରେ ଭାସୁଛି କ୍ୟୁଣ୍ଟାଲ କ୍ୟୁଣ୍ଟାଲ ମାଛ…
ପାରାଦୀପ : ପାରାଦୀପରେ ପୁଣି ମାଛ ମଡ଼କ। କପିଳଯୋରରେ ଭାସୁଛି କ୍ୟୁଣ୍ଟାଲ କ୍ୟୁଣ୍ଟାଲ ମାଛ। ସ୍ମୃତି ଉଦ୍ୟାନ ନିକଟସ୍ଥ କପିଳଯୋରରେ ଭାସୁଛି ମଲା ମାଛ। ଦୁଇ ଦିନ ଧରି ଯୋରରେ ମାଛ ମରି ଭାସୁଛନ୍ତି। ମାଛ ମରି ଭାସୁଥିବାରୁ ଦୂର୍ଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ତେବେ ଏତେ ସଂଖ୍ୟାରେ ମାଛ…
ବାରିପଦା ବେତନଟୀ ରେଞ୍ଜର ବନ କର୍ମଚାରୀଙ୍କୁ ଦଳିଦେଲା ଦନ୍ତା…
ବାରିପଦା : ବନ କର୍ମଚାରୀଙ୍କୁ ଦଳିଦେଲା ଦନ୍ତା। ବାରିପଦା ବେତନଟୀ ରେଞ୍ଜ ଅନ୍ତର୍ଗତ ବେଣାପୁରା ଗାଁ ନିକଟରେ ହାତୀ ଆକ୍ରମଣରେ ଦୁଇ ଜଣ ବନ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଫରେଷ୍ଟର ପ୍ରଦୀପ ଦେହୁରୀ ଓ ପ୍ରୋଟେକ୍ଟସନ ଆସିଷ୍ଟାଣ୍ଟ ଯତୀନ କିସ୍କୁ ଅଛନ୍ତି। ଗତ କିଛି…
ପୁରୀରୁ ତାଳଚେର ମଧ୍ୟରେ ଦ୍ଵିତୀୟ ବନ୍ଦେ ଭାରତ ଟ୍ରେନର ଟ୍ରାଏଲ ରନ୍ ଆରମ୍ଭ…
ପୁରୀ: ମାତ୍ର ୬ ଘଣ୍ଟାରେ ପୁରୀରୁ ଯାଇହେବ ରାଉରକେଲା | ଓଡ଼ିଶାରେ ଚାଲିବାକୁ ଥିବା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଚଳାଚଳ ଆଜି କରାଯାଇଛି | ପୁରୀରୁ ରାଉରକେଲା ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟ୍ରେନ୍ ଆଜି ପୁରୀରୁ ତାଳଚେର ମଧ୍ୟରେ ଟ୍ରାଏଲ ରନ୍ ଆରମ୍ଭ ହୋଇଛି ।…
କଣ୍ଠ ଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର ଜାରି…
କଟକ : କଣ୍ଠ ଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର । ଲୁକ୍ ଆଉଟ ସର୍କୁଲାର ଜାରି କଲା କଟକ କମିଶନରେଟ ପୋଲିସ । ସୌରୀନଙ୍କୁ ପାଉନି ପୋଲିସ। କୋଲକତା ପୋଲିସ ସହାୟତାରେ ରେଡ୍ କରିଥିଲା କଟକ କମିଶନରେଟ ପୋଲିସ। ଏନେଇ କଟକରୁ କୋଲକାତା ଯାଇଥିଲେ ୪ଜଣିଆ ପୋଲିସ ଟିମ୍ ।…
ନିଯୁକ୍ତ ହେବେ ୨୦ ହଜାର ଶିକ୍ଷକ, ପ୍ରକାଶ ପାଇଲା ବିଜ୍ଞପ୍ତି…
ଭୁବନେଶ୍ୱର: ମିଳିଲା ବଡ ସୁଯୋଗ । ନିଯୁକ୍ତ ହେବେ ୨୦ ହଜାର ଶିକ୍ଷକ । ରାଜ୍ୟରେ ଶିକ୍ଷକ ଚାକିରି ଆଶାୟୀଙ୍କ ପାଇଁ ଆସି ଯାଇଛି ଏହି ଖୁସି ଖବର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ ନିଯୁକ୍ତି ପାଇଁ ଓଡି଼ଶା…
ବିଜିଲାନ୍ସ ହାତରେ ପଣ୍ୟଗାର ନିଗମର ଅଧିକ୍ଷକ…
ନିମାପଡା : ଆଜି ନିମାପଡା ନହଁତରା ସ୍ଥିତ ଓଡିଶା ରାଜ୍ୟ ପଣ୍ୟଗାର ନିଗମର ଅଧିକ୍ଷକ ଦେବୀପ୍ରସାଦ ମହାନ୍ତି ୨ଲକ୍ଷ ୪୧ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ବିଜିଲାନ୍ସର ଏକ ସତନ୍ତ୍ର ତାଙ୍କୁ ଗିରଫ କରିଛି।ଅନେକ ଦିନ ହେବ ଏହି ଗୋଡାଉନ୍ ଅଧିକ୍ଷକ ଜଣଙ୍କ ମୋଟା ଅଙ୍କର ଲାଞ୍ଚ କାରବାର!-->!-->!-->…
ରାଜ୍ୟ ସାମ୍ବାଦିକ ସଙ୍ଘ ର ପଦାଧିକାରୀ ବୈଠକ: ଅତିଥି ଭବନ ନିର୍ମାଣ ଓ ପେନସନ ପ୍ରଦାନ ଉପରେ ଗୁରୁତ୍ୱାରୋପ…
କଟକ : ରାଜ୍ୟ ସାମ୍ବାଦିକ ସଙ୍ଘ (ଏସୟୁଜେ) ଓଡ଼ିଶା ର ପଦାଧିକାରୀ ଏବଂ ଜାତୀୟ କାର୍ଯ୍ୟକାରିଣୀ ସଭ୍ୟ ମାନଙ୍କ ବୈଠକ କଟକ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଯାଇଅଛି। ସଂଘର ସଭାପତି କୈଳାଶ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତା କ୍ରମେ ଏହି ବୈଠକରେ ରାଜ୍ୟର ସାମ୍ବାଦିକ ମାନଙ୍କ ସ୍ଵାର୍ଥ ରକ୍ଷା ଓ!-->…